Posted inଜାତୀୟ

ଦିନକ ପରେ ଖୋଲିବ ଜାମିଆ ମିଲିଆ ଇସଲାମିଆ

ନୂଆଦିଲ୍ଲୀ,୪।୧: ଆସନ୍ତା ସେମାବାର ଜାମିଆ ମିଲିଆ ଇସଲାମିଆ ବିଶ୍ୱବିଦ୍ୟାଳୟ ଖୋଲିବ ବୋଲି ସୂଚନା ମିଳିଛି। ଗତ ଡିସେମ୍ବର ୧୬ରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଅଶାନ୍ତ ପରିବେଶ ସୃଷ୍ଟି ହୋଇଥିବା ବେଳେ ସେବେଠାରୁ ବିଶ୍ୱବିଦ୍ୟାଳୟକୁ ବନ୍ଦ କରି ଦିଆଯାଇଥିଲା। ଏହାପରେ ସମସ୍ତ ପରୀକ୍ଷାକୁ ରଦ୍ଦ କରିଦିଆଯିବା ସହ ବିଶ୍ୱିଦ୍ୟାଳୟର ଜାନୁୟାରୀ ୫ ପର୍ଯ୍ୟନ୍ତ ଛୁଟି ଘୋଷଣା କରାଯାଇଥିଲା। ରଦ୍ଦ କରାଯାଇଥିବା ଅଡ୍‌ ସେମିଷ୍ଟର ପରୀକ୍ଷା ଗୁଡିକ ଜାନୁୟାରୀ ୯ରୁ ଆରମ୍ଭ କରାଯିବ ବୋଲି ବିଶ୍ୱବିଦ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ଅଣ୍ଡର ଗ୍ରାଜୁଏଟ କୋର୍ସର ପରୀକ୍ଷା ଜାନୁୟାରୀ ୧୬ରୁ ଆରମ୍ଭ କରାଯିବ ବୋଲି ପ୍ରକାଶ କରାଯାଇଛି। ପିଲାମାନେ ଏ ସର୍ମ୍ପକରେ ଅଧିକ ଜାଣିବା ପାଇଁ ବିଶ୍ୱବିଦ୍ୟାଳୟ ପକ୍ଷରୁ ହେଲପ୍‌ ଲାଇନ୍‌ ନମ୍ବର ମଧ୍ୟ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri