ଦିନରାତି ମୋବାଇଲ ବ୍ୟବହାର ତ୍ୱଚା ଉପରେ ପକାଏ କୁପ୍ରଭାବ

ବର୍ତ୍ତମାନ ସମୟରେ ମୋବାଇଲ ଶରୀରର ଏକ ଅବିଚ୍ଛେଦ୍ୟ ଅଙ୍ଗ କହିଲେ ଅତ୍ୟୁକ୍ତି ହେବ ନାହିଁ। ସକାଳୁ ରାତି ହେବାଯାଏ ଏହା ଆମ ହାତରେ ରହିଥାଏ । ଏହାକୁ ଗୋଟିଏ ମୁହୂର୍ତ୍ତ ଛାଡ଼ି ରହିବା ଅସମ୍ଭବ। ତେବେ ମୋବାଇଲର ବହୁଳ ବ୍ୟବହାର ସ୍ବାସ୍ଥ୍ୟ ପାଇଁ କ୍ଷତିକାରକ ବୋଲି ଆପଣ ଜାଣିଛନ୍ତି ତ! ଏହା ତ୍ୱଚା ଉପରେ କୁପ୍ରଭାବ ପକାଉଥିବା କଥା ଜାଣିଛନ୍ତି ନା ନାହିଁ! କାହା ଉପରେ କିପରି ପ୍ରଭାବ ପକାଉଛି  ସେ ସମ୍ପର୍କରେ  ଟିପ୍ସ…

* ଆଖି ତଳର କଳା ଦାଗ, ମୁହଁ ଶୁଖିଲା, ଚର୍ମ କୁଞ୍ଚନ ଦେଖାଯିବାର ମୁଖ୍ୟ କାରଣ ଫୋନ। ଫୋନକୁ ସବୁବେଳେ ବ୍ୟବହାର କଲେ ଏହି ସମସ୍ୟା ୨୦ ବର୍ଷ ବୟସରୁ ହେବାର ଆଶଙ୍କା ଦେଖାଯାଇଥାଏ।
* ଏହି ସମସ୍ୟାରୁ ମୁକ୍ତି ପାଇବା ପାଇଁ ମୋବାଇଲ କମ ବ୍ୟବହାର ସହିତ ଆପଣଙ୍କ ତ୍ୱଚାରେ ଘିକୁଆଁରୀ ଜେଲ ମଧ୍ୟ ଲଗାଇ ପାରିବେ। ଏହାକୁ ଲଗାଇ ୧୫ ମିନିଟ ପରେ ଥଣ୍ଡା ପାଣିରେ ଧୋଇ ଦିଅନ୍ତୁ।
* ଫୋନ ବ୍ୟାକ୍ଟେରିଆର ଗନ୍ତାଘର। କଥା ହେବା ସମୟରେ ମୋବାଇଲ ମୁହଁରେ ଲାଗିବାରୁ ବ୍ୟାକ୍ଟେରିଆ ମୁହଁରେ ଲାଗି ସଂକ୍ରମଣର ବି ଭୟ ଥାଏ। ଏ ନେଇ ଆପଣ ଫୋନକୁ ପ୍ରତିଦିନ ସଫା କରିବା ସହ ଇଅର ଫୋନର ବ୍ୟବହାର କରନ୍ତୁ।
* ମୋବାଇଲର ବହୁଳ ବ୍ୟବହାର ଫଳରେ ତ୍ୱଚା ରଙ୍ଗରେ ମଧ୍ୟ ପରିବର୍ତ୍ତନ ଆସିଥାଏ। ତେବେ ଉଜ୍ଜ୍ୱଳ ତ୍ୱଚା ପାଇଁ ଶୋଇବାର ୨ ଘଣ୍ଟା ପୂର୍ବରୁ ଫୋନ୍‌ଠାରୁ ଦୂରେଇ ରୁହନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

୧୨.୮୯ କୋଟି ଟଙ୍କାରେ ହେବ ସ୍ଥାୟୀ ରାଜମହଲ

ବରଗଡ଼,୧୫।୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ଧନୁଯାତ୍ରା ମହୋତ୍ସବ ପାଇଁ ସାରାବିଶ୍ୱରେ ବରଗଡ଼ର ସ୍ୱତନ୍ତ୍ର ପରିଚୟ ରହିଛି। ଗତ ଜାନୁୟାରୀ ମାସରେ ୭୮ତମ ଧନୁଯାତ୍ରା ମହୋତ୍ସବ ସରିଯାଇଛି।…

ମହେନ୍ଦ୍ରଗିରିର ଶିବ ମହିମା

ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…

କୁଶପଲ୍ଲା ଜଙ୍ଗଲରୁ ହାତୀର ଗଳିତ ଶବ ଜବତ, ହାତୀକୁ ମାରି ଦାନ୍ତ ନେଇଗଲେ ଶିକାରି

ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ମା’ ହେଲେ ନାବାଳିକା; ୮ ମାସ ହେଲା ମିଳୁଥିଲା ସରକାରୀ ସୁବିଧା, ଟିକା

ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…

ଚୋର ସନ୍ଦେହ: ଯୁବକଙ୍କୁ ପିଟି ହତ୍ୟା

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…

ଦେଶଭକ୍ତି ଚିନ୍ତା

ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍‌’କୁ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri