ଦିବ୍ୟାଙ୍ଗ ଭତାରୁ ବଁଚିତ୍‌ ଯଶୋଦା

ଲାଠୋର, ୨୬।୨ (ଡି.ଏନ୍‌.ଏ.)- ସରକାର ଦିବ୍ୟାଙ୍ଗମାନକୁ ସମାଜର ମୁଖିଆ ଧାରରେ ସାମିଲ କରବାର ଲାଗି ଭିନେ ଭିନେ ଯୋଜନାରେ ସାମିଲ କରୁଛନ୍‌। ହେଲେ ଅନେକ୍‌ ଜାଗାରେ ଦିବ୍ୟାଙ୍ଗମାନେ ଇ ସରକାରୀ ସୁବିଧା ପାଏବାରୁ ବଁଚିତ୍‌ ହେଉଛନ୍‌। ଏନ୍‌ତା ଗୁଟେ ଉଦାହରନ୍‌ ଦେଖ୍‌ବାକେ ମିଲିଛେ ବଲାଙ୍ଗୀର ଜିଲା ତୁରେକେଲା ବ୍ଲକ କୁଇବାହାଲ ପଁଚେତ୍‌ ବାଞ୍ଜିପାଲି ଗଁାରେ।
ସୂଚନା ଅନ୍‌ସାରେ ବାଞ୍ଜିପାଲି ଗଁାର ଗୋପାଲ ମାଝି। ପରିବାର କହେଲେ ମାଏକିନା ଯୋଶୋଦା ଆର ପୁଓ ପର୍ଶୁରାମକୁ ନେଇ ସଁସାର। ଯଶୋଦା ଝନେ ଦିବ୍ୟାଙ୍ଗ ମହିଲା। କେହେନ୍‌ସି କାରନ୍‌ରୁ ତାକର ଭୁଜ୍‌ନି ଫାଲଟା ନାଇଁ ଚଲବାର। ଏନ୍‌ତାଥି ସେ ବଡ଼ା କଷ୍‌ଟେ ଘରର କାମ୍‌କାଯ୍‌ କରୁଛନ୍‌। ୨୦୧୬ ସାଲେ ସେ ୫୦ ପରତିଶତ ଭିନ୍ନକ୍ଷମ ପରମାନପତର ବି ପାଇଛନ୍‌। ସେ ପଁଚେତ୍‌ରୁ ବ୍ଲକ ତକ୍‌ ଦରକାରୀ କାଗଜପତର ଦେଇ ଭାତାର ଲାଗି ଆବେଦନ ବି କରିଛନ୍‌। ହେଲେ କେହି ତାକର କଥା ନାଇଁ ଶୁନୁଥିବାର ସେ ଅଭିଯୋଗ କରିଛନ୍‌। ଇ ଦିଗେ ବ୍ଲକ ପରଶାସନ ଦୁରୁଷ୍‌ଟି ଦେଇ ଯଶୋଦାକୁଁ ଭିନ୍ନକ୍ଷମ ଭତା ଯୁଗେଇ ଦେବାକେ ସାଧାରନରେ ଦାବି ହେଉଛେ।


Enter your email to get our daily news in your inbox.

All Right Reserved By Dharitri.Com

୨୫ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା, ବିଧାୟକ ଅସ୍ଥାୟୀ ମଣ୍ଡପରେ ପହଞ୍ଚି…

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମାଙ୍କ ଠାକୁରାଣୀ ଯାତ୍ରା ଲାଗି ଉଠୁଛି ପଡୁଛି ସାରା ସହର। ଗୁରୁବାର ଯାତ୍ରାର ୨୫ଦିନ ଅବସରରେ…

ପାଣି ପାଇଁ ମହାସଂଗ୍ରାମ: ପିଏଚଡି କାର୍ଯ୍ୟାଳୟ ଘେରିଲେ ମହିଳା, ବିଭାଗୀୟ ଅଧିକାରୀ ଦେଲେ ଏମିତି ପ୍ରତିଶ୍ରୁତି

ଛତ୍ରପୁର,୨୮।୫ (ଦିଲ୍ଲୀପ ସାମଲ): “ପାଣି ଟୋପେ ପାଇଁ ଜୀବନ ବିକଳ, ପ୍ରଶାସନ କିନ୍ତୁ ନିଦାବିଷ୍ଣୁ।” ଏଭଳି ଏକ ଚରମ ଅସନ୍ତୋଷ ପ୍ରକାଶ କରି ଆଜି ଛତ୍ରପୁର ପୌର…

ଓଲଟିଲା ଲୁଣ ବୋଝେଇ ଇଞ୍ଜିନ ରିକ୍ସା, ଖାଲାସୀ ମୃତ

ଭୋଗରାଇ,୨୮।୫( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ କମର୍ଦ୍ଦା – ବାଲିଆପାଳ ରାସ୍ତା ଜଳଧା ଗ୍ରାମ ଛକ ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି…

ମଣ୍ଡି ଉଦ୍‌ଘାଟନ ପରେ ବି ଉଠୁନି ଚାଷୀଙ୍କ ଧାନ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେ ଥିବା ବିଭିନ୍ନ ଧାନମଣ୍ଡି ଉଦଘାଟନ ହେବାର ୭ଦିନ ବିତିଯାଇଥିଲେ ସୁଦ୍ଧା ଚାଷୀଙ୍କ ଧାନ ଉଠିବାରେ ବିଳମ୍ବ…

ନିର୍ମାଣ ପରେ ବି ହସ୍ତାନ୍ତର ହେଉନି ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟର ନୂତନ କୋଠା, ଗ୍ରାମବାସୀ କହିଲେ…

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ତହସିଲ ଅନ୍ତର୍ଗତ ସୁନ୍ଦରପୁର ଗ୍ରାମରେ ଲୋକଙ୍କୁ ରାଜସ୍ବ ସେବା ଯୋଗାଇଦେବା ଲାଗି ସରକାରୀ ଅର୍ଥ ଖର୍ଚ୍ଚରେ ନିର୍ମାଣ କରାଗଲା ନୂତନ…

ଅମୃତ ଧାରା ପ୍ରକଳ୍ପ ଅଚଳ: ଲୋକେ ହଟହଟା

ଲୋଇସିଂହା,୨୮।୫(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପରିସର୍‌ ଅମୃତ ଧାରା ପ୍ରକଳ୍ପ ଦୀର୍ଘ ଦିନ ହେଲା ଅଚଳ ହୋଇପଡିଛି। ଫଳରେ ଡ଼ାକ୍ତରଖାନାକୁ ଆସୁଥିବା…

ପିଇବା ପାଣି ଲାଗି ବିକ୍ଷୋଭ: ଟ୍ରାକ୍ଟର ଜବତ କଲା ପୋଲିସ

ଲୋଇସିଂହା ୨୮।୫ (ସୁଶାନ୍ତ ବାଇକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡ଼ା ପଞ୍ଚାୟତ ଅଧୀନ ଛେଲବାହାଲ ସୁକତେଲ ନଦୀ ଗ୍ୟାଲେରୀ ଉପରୁ ବେଇଆନ ବାଲି ଚାଲାଣ ହେଉଛି। ଏହାର…

ଦେବଗଡରେ ଅଭାବନୀୟ ଘଟଣା, ବିଦ୍ୟୁତ କର୍ମଚାରୀଙ୍କୁ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ

ଦେବଗଡ଼,୨୮।୫(ଶଶାଙ୍କ ଶେଖର ଝାଙ୍କର): ବିଦ୍ୟୁତ କର୍ମଚାରୀଙ୍କୁ ବିଦ୍ୟୁତ ଖୁଣ୍ଟରେ ବାନ୍ଧିଲେ ଗ୍ରାମବାସୀ। ରିଆମାଳ ଥାନା ଦୁଧିଆନାଳୀ ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଯାଇଛି । ସୂଚନା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri