ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର ଅଭିଯୋଗ

ଫୁଲବାଣୀ ଅଫିସ/ଖଜୁରିପଡା, ୧୬ା୯- କନ୍ଧମାଳ ଜିଲା ଖଜୁରିପଡା ଥାନା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ନେଇ ଥାନାରେ ରବିବାର ଅଭିଯୋଗ ହୋଇଛି। ପୋଲିସ ଏହି ଘଟଣାରେ ସମ୍ପୃକ୍ତ ଜଣେ କନଷ୍ଟେବଳଙ୍କୁ ଅଟକ ରଖି ପଚରାଉଚୁରା କରୁଛି। ଦିବ୍ୟାଙ୍ଗ ଯୁବତୀ ଜଣକ ସମ୍ପୃକ୍ତ କନଷ୍ଟେବଳଙ୍କ ବାସଭବନରେ ବହୁଦିନ ହେବ କାର୍ଯ୍ୟ କରି ଆସୁଥିଲେ ା ପ୍ରାୟ ୫/୬ ମାସ ତଳେ ସେଠାରେ ଆଉ କାମ ନ କରି ଘରକୁ ପଳାଇ ଆସିଥିଲେ ା ତେବେ ସେ ବର୍ତ୍ତମାନ ୫ ମାସର ଗର୍ଭବତୀ ଥିବା ନେଇ ରବିବାର ଥାନାରେ ଏକ ଲିଖିତ ଅଭିଯୋଗ କରିଛନ୍ତି। ଘଟଣାର ଗୁରୁତ୍ୱକୁ ଦେଖି ପଚରାଉଚରା ଜାରି ରହିଛି। ଏ ନେଇ ନଂ. ୮୨/୧୯ରେ ଏକ ମାମଲା ରୁଜୁ ହୋଇଛି । ଘଟଣା ସମ୍ପର୍କରେ ତଦନ୍ତ ଜାରି ରହିଥିବାରୁ ଅଧିକ ସୂଚନା ଦେଇପାରିବେନି ବୋଲି ଖଜୁରିପଡ଼ା ଥାନାଧିକାରୀ ରମାକାନ୍ତ ପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ବର୍ଷାକୁ ନେଇ ଚିନ୍ତାରେ ଚାଷୀ, ଆନନ୍ଦପୁର ଉପଜିଲାପାଳ କହିଲେ…

ହାଟଡିହୀ/ଛେନାପଦୀ,୧୬।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ପାଣିପାଗ ବିଭାଗ ତରଫରୁ କେନ୍ଦୁଝର ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କରାଯାଇଥିଲା । ଏହାପରେ ଲୋକଙ୍କ ଧନ, ଜୀବନକୁ ଦୃଷ୍ଟିରେ ରଖି ପ୍ରଶାସନ…

ସଶକ୍ତ ଶିଶୁ ସଶକ୍ତ ଭାରତ କାର୍ଯ୍ୟକ୍ରମରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, କହିଲେ ଶିଶୁଙ୍କ ବୈଷୟିକ ଜ୍ଞାନକୌଶଳ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ଯା ପୀଠ ବିଦ୍ୟାଳୟ ପରିସରରେ ‘ସଶକ୍ତ ଶିଶୁ ସଶକ୍ତ ଭାରତ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ରୋଟାରୀ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ବର୍ଷାରେ ଧସିଲା ଗାର୍ଡ଼ ୱାଲ୍‌, ନଦୀକୂଳ ବାସୀ ଭୟଭିତ

ଆଳି,୧୬।୮(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ରିଙ୍ଗ ବନ୍ଧର ବଉଳଯୋଡି ନିକଟରେ ଥିବା ସଲୁଇସ୍‌ ଗେଟର ଗାର୍ଡ ୱାଲ୍‌ ବର୍ଷା ଯୋଗୁ ଧସି ଯାଇଛି। ଗାର୍ଡୱାଲ ଧସିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଦିଗପହଣ୍ଡିରେ ପୂର୍ବତନ ପ୍ରଧାନମନ୍ତ୍ରୀ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି, ଜନନାୟକ…

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଆସିକା ଜାତୀୟ ରାଜପଥ କଡ଼ ପୂର୍ତ୍ତ ବିଭାଗ କାର୍ଯ୍ୟାଳୟ ପରିସରରେ ଥିବା ଶ୍ରୀ ମୁକ୍ତେଶ୍ଵର ଶୈବପୀଠ କଲ୍ୟାଣ…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

ଅନ୍ତରୀଣ ଡିଜିପି ଭାବେ ଦାୟିତ୍ୱ ନେଲେ ବିନୟତୋଷ ମିଶ୍ର, ଆସୁଆସୁ କଲେ ବଡ଼ ଘୋଷଣା…

କଟକ,୧୬।୮: ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର ରବିବାରେ ଅନ୍ତରୀଣ ପୋଲିସ ଡିଜିପି ଭାବେ କଟକ ସ୍ଥିତ ପୋଲିସ ମୁଖ୍ୟାଳୟରେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟୀତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri