ଦିବ୍ୟାଙ୍ଗ ଲକ୍ଷ୍ମୀଧର ବାଣ୍ଟୁଛନ୍ତି ଖାଦ୍ୟ

ନରାଜ,୧୯।୪ (ଡି.ଏନ.ଏ.): କରୋନା ମୁକାବିଲାରେ ସାମିଲ ହୋଇଛନ୍ତି କଟକ ଜିଲା ବାରଙ୍ଗ ବ୍ଲକ ଅଧୀନ ଦାଢ଼ାପାଟଣା ଗ୍ରାମର ଦିବ୍ୟାଙ୍ଗ ଲକ୍ଷ୍ମୀଧର ସାହୁ। ସେ ଉକ୍ତ ଅଞ୍ଚଳରେ ବୁଲି ଲୋକଙ୍କୁ କରୋନାର ଭୟାବହତା ସମ୍ପର୍କରେ ସେଚତନ କରାଉଛନ୍ତି। ଏଥିସହିତ ଦାଢାପାଟଣା ସାମଲ ସାହି ଓ କେନାଲ ରୋଡରେ ଥିବା ଗରିବ ଓ ଅସହାୟ ଲୋକଙ୍କ ପାଖରେ ପହଞ୍ଚି ଚୁଡା, ବିସ୍କୁଟ, କଦଳି, ପାଉଁରୁଟି ଓ ଛତୁଆ ଆଦି ଶୁଖିଲା ଖାଦ୍ୟ ପ୍ରଦାନ କରୁଛନ୍ତି। ଲକ୍ଷ୍ମୀଧରଙ୍କ ଗୋଟିଏ ଗୋଡ ପୋଲିଓ ହୋଇଯାଇଥିବାରୁ ସେ ଠିକରେ ଚାଲି ପାରୁନାହାନ୍ତି। ତଥାପି ରାଜନୀତି ବିଜ୍ଞାନରେ ଏମ୍‌ଏ କରିବା ପରେ ଏକ ପ୍ରତିଷ୍ଠିତ ବ୍ୟବସାୟୀ ହୋଇପାରଛନ୍ତି। ତାଙ୍କର ଏହି କାର୍ଯ୍ୟକୁ ଅଞ୍ଚଳରେ ବହୁ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପରୀକ୍ଷା ଦେବାକୁ ଯିବା ବେଳେ ସଡ଼କ ଦୁର୍ଘଟଣା, ବାଇକରୁ ପଡ଼ି ଦୁଇ ଛାତ୍ର….

ଗଜପତି,୧୯ା୨(ଗିରିଧାରୀ ପରିଛା): ମାଳିୟାରା ଓ ପୁଡ଼ଇଡା ଗ୍ରାମ ନିକଟରେ ସଡ଼କ ଦୁର୍ଘଟଣା । ପରୀକ୍ଷା ଦେବାକୁ ଯିବା ବେଳେ ବାଇକ୍ ଦୁର୍ଘଟଣାରେ ଛାତ୍ର ଆହତ ହୋଇଛନ୍ତି ।…

ଆରମ୍ଭ ହେଲା ମାଟ୍ରିକ୍ ପରୀକ୍ଷା, ଭଦ୍ରକରେ ୧୧୫ କେନ୍ଦ୍ରରେ ୨୧୦୨୪ ପରୀକ୍ଷାର୍ଥୀ

ଭଦ୍ରକ, ୧୯ା୨(ସନାତନ ରାଉତ)ଚଳିତବର୍ଷର ମାଟ୍ରିକ୍ ପରୀକ୍ଷା ଗୁରୁବାର ଆରମ୍ଭ ହୋଇଛି । ଭଦ୍ରକ ଜିଲାରେ ୩୧୮ଟି ଉଚ୍ଚ ବିଦ୍ୟା ବିଦ୍ୟାଳୟର ରେଗୁଲାର ଓ ଏକ୍ସ ରେଗୁଲାର ମୋଟ…

ଦୋକାନ ବନ୍ଦ କରି ଫେରୁଥିଲେ ଗହଣା ଦୋକାନୀ, ମୁଣ୍ଡରେ ବନ୍ଧୁକ ଲଗାଇ ଲୁଟିନେଲେ ଦୁର୍ବୃତ୍ତ

ନୀଳଗିରି,୧୯ା୨(ପ୍ରଶାନ୍ତ କୁମାର ବିଶ୍ବାଳ): ନୀଳଗିରି ଥାନା ଅଧୀନ ସନ୍ତରାଗଡ଼ିଆ ବଜାରର ଜଣେ ଗହଣା ଦୋକାନୀ ଦୋକାନ ବନ୍ଦ କରି ଘରକୁ ଫେରୁଥିବା ବେଳେ ତାଙ୍କ ଉପରକୁ ଗୁଳିମାଡ଼…

କେବଳ ୭ ମିନିଟ୍‌….ତେଜିଲା ଚାଷୀ ସମସ୍ୟା

ଭୁବନେଶ୍ୱର,୧୯।୨ (ରବିନାରାୟଣ ଜେନା): ବୁଧବାର ପୂର୍ବାହ୍ନ ସାଢ଼େ ୧୦ଟାରେ ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ ତଥା କୃଷିମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓଙ୍କୁ ଭାଜପା…

ଲଘୁଚାପ କ୍ଷେତ୍ର ସକ୍ରିୟ, ୨୫ଯାଏ ଶୁଖିଲା ପାଗ

ଭୁବନେଶ୍ୱର,୧୯ା୨(ଅନୁରାଧା ମହାରଣା): ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ବୁଧବାର ସକ୍ରିୟ ରହିଛି । ଏହା ପ୍ରଭାବରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ପାଣିପାଗ ଧୀରେ ଧୀରେ…

ମାର୍ଚ୍ଚ ୧୬ରେ ରାଜ୍ୟ ସଭା ୩୭ ଆସନରେ ନିର୍ବାଚନ, ଓଡ଼ିଶାରୁ ୪

ଭୁବନେଶ୍ବର,୧୯।୨(ରବିନାରାୟଣ ଜେନା): ରାଜ୍ୟ ସଭାରେ ଖାଲି ହେବାକୁ ଥିବା ୧୦ ରାଜ୍ୟର ମୋଟ ୩୭ ଆସନ ପାଇଁ ଆସନ୍ତା ମାର୍ଚ୍ଚ ୧୬ରେ ନିର୍ବାଚନ ହେବ। ଏଥିରେ ଓଡ଼ିଶାର…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri