Posted inଜାତୀୟ

ଦିଲ୍ଲୀ-ଏନ୍‌ସିଆରର କେତେକ ଅଞ୍ଚଳରେ ପ୍ରବଳ ବର୍ଷା: ଅପରାହ୍ନ ୪ଟାରେ ସୃଷ୍ଟି ହେଲା ରାତିର ଭ୍ରମ

ନୂଆଦିଲ୍ଲୀ,୬।୩: ଦିଲ୍ଲୀ ଓ ଆଖପାଖ ଅଞ୍ଚଳରେ ଶୁକ୍ରବାର ପ୍ରବଳ ବର୍ଷା ହୋଇଛି। ଏଭଳି ବର୍ଷା ହୋଇଥିଲା ଯେ ଅପରାହ୍ନ ୪ଟାରେ ରାତିର ଭ୍ରମ ସୃଷ୍ଟି ହୋଇଥିଲା। ବର୍ଷା ଯୋଗୁ ଦିଲ୍ଲୀ-ଏନ୍‌ସିଆରର କେତେକ ଅଞ୍ଚଳରେ ଜଳାର୍ଣ୍ଣବ ହୋଇଯାଇଥିବା ବେଳେ କେତେକ ସ୍ଥାନରେ ଟ୍ରାଫିକ୍‌ ଜାମ୍‌ ସମସ୍ୟା ଦେଖାଦେଇଛି। ସୂଚନା ମୁତାବକ ଦିଲ୍ଲୀ- ଏନ୍‌ସିଆରରେ ମାର୍ଚ୍ଚ ୪ରୁ ୬ ମଧ୍ୟରେ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବରୁ ଆକଳନ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ‘ନୋ UPI ଡେ’: QR କୋଡ୍‌ରେ କଳା କପଡ଼ା ବାନ୍ଧିଲେ ବ୍ୟବସାୟୀ; ପକେଟ୍‌ରେ ରଖନ୍ତୁ ନଗଦ

ନୂଆଦିଲ୍ଲୀ,୨୩।୯: UPI ପେମେଣ୍ଟକୁ ନେଇ ପ୍ରସ୍ତାବିତ ନୂଆ ନିୟମ ବିରୋଧରେ ମଧ୍ୟପ୍ରଦେଶର ବ୍ୟବସାୟୀମାନେ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଆଜି ରାଜ୍ୟର ବିଭିନ୍ନ ବଡ଼ ସହରରେ ‘ନୋ UPI ଡେ’…

ମାତ୍ର ଗୋଟିଏ ବଲ୍‌ ବଦଳାଇଦେଲା ଦେଲା ମ୍ୟାଚ୍‌ର ଫଳାଫଳ: ଭାରତ ସପକ୍ଷରେ ଅମ୍ପାୟାରଙ୍କ ନିଷ୍ପତ୍ତିକୁ ନେଇ ଉଠିଲା ପ୍ରଶ୍ନ

ନୂଆଦିଲ୍ଲୀ,୨୩।୯: ଭାରତ ଓ ଜାପାନ ମଧ୍ୟରେ ଖେଳାଯାଇଥିବା ରୋମାଞ୍ଚକର T20 ମ୍ୟାଚ୍‌ର ଶେଷ ଓଭରରେ ଅମ୍ପାୟାରଙ୍କ ଏକ ନିଷ୍ପତ୍ତିକୁ ନେଇ ଚର୍ଚ୍ଚା ଜୋର ଧରିଛି। ମ୍ୟାଚ୍‌ର ଫଳାଫଳ…

LPG ଦର ନେଇ ନୂଆ ଖବର: ୬୦୦ ଟଙ୍କା ଯାଏ କମିଲା ଗ୍ୟାସ ଦାମ, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୨୩।୯: କମର୍ସିଆଲ LPG ସିଲିଣ୍ଡରକୁ ନେଇ ଏବେ ବଜାରରେ ଏକ ଭିନ୍ନ ଚିତ୍ର ସାମ୍ନାକୁ ଆସିଛି। କିଛି ଅଞ୍ଚଳରେ ସରକାରୀ ଦରଠାରୁ ଯଥେଷ୍ଟ କମ ମୂଲ୍ୟରେ ୧୯…

କନ୍ୟା ରାଶିରେ ସୃଷ୍ଟି ହେଲା ମହାପୁରୁଷ ରାଜଯୋଗ: ମକର ସମେତ ୩ ରାଶିଙ୍କର ଲାଗିଲା ଲଟେରୀ, ବ୍ୟାଙ୍କ ବାଲାନ୍ସରେ ଅଚାନକ ବୃଦ୍ଧି

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଭଦ୍ର ମହାପୁରୁଷ ଯୋଗକୁ ଏକ ଶୁଭ ରାଜଯୋଗ ଭାବେ ବିବେଚନା କରାଯାଏ। ବୁଧ ନିଜ ରାଶି ମିଥୁନ କିମ୍ବା କନ୍ୟାରେ ରହି କୁଣ୍ଡଳୀର…

ବଡ଼ ଘୋଷଣା କଲା କଂଗ୍ରେସ: ଏହି ଦିନ ଓଡ଼ିଶା ଡାକରା, ଜାଣନ୍ତୁ କ’ଣ ବନ୍ଦ, କ’ଣ ରହିବ ଖୋଲା

ଭୁବନେଶ୍ୱର,୨୩।୯: ଖଣି ପ୍ରସଙ୍ଗକୁ କେନ୍ଦ୍ର କରି ରାଜ୍ୟ ସରକାର ବିରୋଧରେ ଆନ୍ଦୋଳନକୁ ଆହୁରି ତୀବ୍ର କରିବାକୁ ଯୋଜନା କରିଛି ଓଡ଼ିଶା କଂଗ୍ରେସ। ଦଶହରା ପରେ ରାଜ୍ୟବ୍ୟାପୀ ବନ୍ଦ…

ଇତିହାସ ରଚିଲା ଭାରତ: T20ରେ ଏମିତି କାରନାମା କରିବାରେ ବିଶ୍ୱର ପ୍ରଥମ ଦଳ

ନୂଆଦିଲ୍ଲୀ,୨୩।୯: ଜାପାନ ବିପକ୍ଷରେ ରୋମାଞ୍ଚକର ଭାବେ ୨ ରନ୍‌ର ବିଜୟ ହାସଲ କରିବା ସହ ଭାରତୀୟ କ୍ରିକେଟ ଦଳ ଅନ୍ତର୍ଜାତୀୟ T20 କ୍ରିକେଟ୍‌ରେ ଏକ ବଡ଼ ଇତିହାସ…

ବନ୍ଦେ ମାତରମ୍‌ ଗାଇବାକୁ ମନା କରୁଥିବା ବିବେକବାଦୀ ପ୍ରତିବାଦୀଙ୍କୁ ଦଣ୍ଡିତ କରା ନ ଯାଉ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୩ା୯: ବନ୍ଦେ ମାତରମ୍‌ ଗାନ କରିବାକୁ ମନା କରୁଥିବା ଜଣେ ବିବେକବାଦୀ ପ୍ରତିବାଦୀଙ୍କୁ ଦଣ୍ଡିତ କରାଯିବା ଉଚିତ ନୁହେଁ ବୋଲି ସୁପ୍ରିମକୋର୍ଟ ମଙ୍ଗଳବାର କେନ୍ଦ୍ର ସରକାରଙ୍କୁ କହିଛନ୍ତି।…

ଭାରତ ବିପକ୍ଷ T20 ସିରିଜ ପାଇଁ ନ୍ୟୁଜିଲାଣ୍ଡ ଦଳ ଘୋଷଣା: ବାଦ୍‌ ପଡ଼ିଲେ ଷ୍ଟାର୍‌ ଅଲରାଉଣ୍ଡର

ନୂଆଦିଲ୍ଲୀ,୨୩।୯: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ୨୨ ଅକ୍ଟୋବରରୁ ୫ ମ୍ୟାଚ ବିଶିଷ୍ଟ T20 ସିରିଜ ଆରମ୍ଭ ହେବ। ଏହି ସିରିଜ ପାଇଁ ନ୍ୟୁଜିଲାଣ୍ଡ କ୍ରିକେଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?