Posted inଜାତୀୟ

ଦିଲ୍ଲୀ-ଏନ୍‌ସିଆରରେ ପ୍ରବଳ ବର୍ଷା: ସଂସଦ ବାହାରେ ଜଳାର୍ଣ୍ଣବ

ନୂଆଦିଲ୍ଲୀ,୬।୮: ଦିଲ୍ଲୀରେ ମଙ୍ଗଳବାର ସକାଳେ ପ୍ରବଳ ବର୍ଷା ହୋଇଛି। ଏଥିଯୋଗୁ ସହରର ବିଭିନ୍ନ ସ୍ଥାନରେ ଜଳାର୍ଣ୍ଣବ ହେବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଲଗାଣ ବର୍ଷା ଯୋଗୁ ସଂସଦ ବାହାରେ ମଧ୍ୟ ଜଳାର୍ଣ୍ଣବ ହୋଇଥିବା ଦେଖିବାକୁ ମିଳିଛି। ଫଳରେ ସକାଳେ ସଂସଦ ଭିତରକୁ ଯିବା ପାଇଁ ନେତା ମନ୍ତ୍ରୀଙ୍କୁ ବହୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିଥିଲା। ଏହାପରେ ସେହି ସ୍ଥାନରୁ ଜଳନିଷ୍କାସନ କରାଯାଇଥିଲା। ଅନ୍ୟପଟେ କାର୍ଯ୍ୟାଳୟକୁ ଯାଉଥିବା ରାସ୍ତାଗୁଡିକରେ ପାଣି ଭର୍ତ୍ତି ହେବାରୁ ଟ୍ରାଫିକ୍‌ ସେବା ବାଧାପ୍ରାପ୍ତ ହୋଇଛି। ମଙ୍ଗଳବାର ପାଣିପାଗ ବିଭାଗ ପକ୍ଷରୁ ଦିଲ୍ଲୀରେ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ପୋଷ୍ଟ ଡିଲିଟ କରିବି ନାହିଁ’… ଦୃଢ଼ ଭାବରେ ଠିଆ ହେଲେ ଭାଜପା ଏମପିଙ୍କ ଝିଅ; ହଇଚଇ ସୃଷ୍ଟି କରିଥିଲା ଏହି ପୋଷ୍ଟ, ଏବେ ଇନଷ୍ଟାଗ୍ରାମ ଆକାଉଣ୍ଟ ନିଷ୍କ୍ରିୟ!

ନୂଆଦିଲ୍ଲୀ,୨୭।୭: NEET ପେପର୍‌ ଲିକ ପ୍ରସଙ୍ଗରେ ଛାତ୍ରମାନଙ୍କ ଦୀର୍ଘ ସମୟ ଧରି ଆନ୍ଦୋଳନ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶେଷରେ ଚାପରେ ଆସି ଇସ୍ତଫା…

‘ମୋତେ ଫୋନ କରନାହିଁ…’ – ତାଙ୍କ ପରିବାରକୁ ଏମିତି କାହିଁକି କହିଥିଲେ ଅଭିଜିତ ଦୀପକେ? ବଡ଼ କାରଣ କହିଲେ ବାପା

ନୂଆଦିଲ୍ଲୀ,୨୭।୭: ଦିଲ୍ଲୀର ଜନ୍ତର ମନ୍ତରରେ ଛାତ୍ରଙ୍କ ବିଶାଳ ପ୍ରତିବାଦ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଇଥିଲେ। ପ୍ରହ୍ଲାଦ ଜୋଷୀ ବର୍ତ୍ତମାନ ଏହି…

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri