ଓ୍ବେବ୍ ସିରିଜ୍ ‘ଦିଲ୍ଲୀ କ୍ରାଇମ’ର ସଫଳତା ପରେ ବର୍ତ୍ତମାନ ଦର୍ଶକ ଏହାର ସିଜନ ୨କୁ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ଏବେ ଏହି ୱେବ ସିରିଜର ଦ୍ୱିତୀୟ ସିଜିନର ଟ୍ରେଲର ରିଲିଜ ହୋଇଛି। ‘ଦିଲ୍ଲୀ କ୍ରାଇମ ସିଜନ ୨’ରେ ଜଣେ ବୃଦ୍ଧଙ୍କ ନିର୍ଦ୍ଦୟ ହତ୍ୟାକୁ ଦର୍ଶାଇବ। ଏହି ସିରିଜର ପ୍ରଥମ ସିଜିନ୍ରେ ଦିଲ୍ଲୀର ଚର୍ଚ୍ଚିତ ନିର୍ଭୟା କାଣ୍ଡ ଉପରେ ଆଧାରିତ ଥିଲା। ଏହାକୁ ଦର୍ଶକ ଖୁବ୍ ପସନ୍ଦ କରିଥିଲେ। ‘ଦିଲ୍ଲୀ କ୍ରାଇମ ସିଜନ ୨’ରେ ଶେଫାଳୀ ଶାହାଙ୍କୁ ଦକ୍ଷିଣ ଦିଲ୍ଲୀର ଡିସିପି ବର୍ତ୍ତିକା ଭୂମିକାରେ ଦେଖିବାକୁ ମିଳିବ। ପ୍ରଥମ ସିଜିନ୍ରେ ମଧ୍ୟ ତାଙ୍କ ଭୂମିକା ଦର୍ଶକଙ୍କ ଦୃଷ୍ଟି ଆକର୍ଷଣ କରିଥିଲା।
ଅଗଷ୍ଟ ୨୬ରେ ନେଟଫ୍ଲିକ୍ସରେ ‘ଦିଲ୍ଲୀ କ୍ରାଇମ ସିଜନ ୨’ ପ୍ରସାରିତ ହେବ। ଏହି ୱେବ ସିରିଜରେ ପୁଣି ଥରେ ରସିକା ଦୁଗ୍ଗଲ ଏବଂ ରାଜେଶ ତେଲାଙ୍ଗ ଦର୍ଶକଙ୍କୁ ମନୋରଞ୍ଜନ କରିବେ।
ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…
ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…
ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…
ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…
ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍ ପରୀକ୍ଷା, ବାଇକ୍ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ
ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…
ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍, ଅର୍ଥ ଅନୁମୋଦନ କେବେ…?
ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…
କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …
ଦିଗପହଣ୍ଡି,୧୭।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…
‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼
ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…
ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ
ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…
ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ…
ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…
Archives

