ଦିଲ୍ଲୀ ଗସ୍ତରୁ ଫେରିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧।୬ (ବ୍ୟୁରୋ) : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଦୁଇଦିନିଆ ନୂଆଦିଲ୍ଲୀ ଗସ୍ତରୁ ଫେରିଛନ୍ତି। ଏକ ଦେଶ, ଏକ ନିର୍ବାଚନ ପ୍ରସଙ୍ଗରେ ହୋଇଥିବା ବୈଠକରେ ଯୋଗ ଦେବା ପାଇଁ ନବୀନ ବୁଧବାର ଦିଲ୍ଲୀ ଗସ୍ତ କରିଥିଲେ। କେନ୍ଦ୍ର ସରକାରଙ୍କ ଏହି ପ୍ରସ୍ତାବକୁ ବିଜେଡି ପକ୍ଷରୁ ସମର୍ଥନ କରାଯାଇଥିଲା। ରାଜ୍ୟରେ ୨୦୦୪ରୁ ଏକ ସାଙ୍ଗରେ ବିଧାନସଭା ଓ ଲୋକ ସଭା ନିର୍ବାଚନ ହୋଇ ଆସୁଛି।
ନବୀନ ଦିନେ କିମ୍ବା ଦୁଇ ଦିନ ମଧ୍ୟରେ ରାଜ୍ୟ ସଭା ପ୍ରାର୍ଥୀମାନଙ୍କ ନାମ ଘୋଷଣା କରିବେ ବୋଲି ଜଣାପଡିଛି। ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା ପରେ ଦଳର ସାଂଗଠନିକ ପରିବର୍ତ୍ତନ ସହ ନିଗମ ଅଧ୍ୟକ୍ଷ ପଦ ନେଇ ପଦକ୍ଷେପ ନିଆଯିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭାରୁ ଆସିଲା ସାଂଘାତିକ ଚିତ୍ର, ପୁଣି ବଢ଼ିଲା ଡ୍ରପ୍‌ ଆଉଟ୍‌, ୧୨.୮%ରୁ ବଢ଼ି…

ଭୁବନେଶ୍ୱର,୨୦ା୨: ଡ୍ରପ୍‌ ଆଉଟକୁ ନେଇ ବିଧାନସଭାରୁ ଆସିଛି ସାଂଘାତିକ ଚିତ୍ର। ପୁଣି ବଢ଼ିଛି ଡ୍ରପ୍‌ ଆଉଟ୍‌। ଏହା ୧୨.୮%ରୁ ବଢ଼ି ୧୫%ରେ ପହଞ୍ଚିଛି। ୨୦୨୪-୨୫ ଶିକ୍ଷାବର୍ଷରେ ୯ମ…

DA Hike: କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ଆସିବ ଅଧିକ ଦରମା!

ନୂଆଦିଲ୍ଲୀ,୨୦।୨: ଖୁବଶୀଘ୍ର ଖୁସି ଖବର ଦେବାକୁ ଯାଉଛନ୍ତି ମୋଦି ସରକାର । ୧ କୋଟିରୁ ଅଧିକ କର୍ମଚାରୀ ଓ ପେନସନଭୋଗୀଙ୍କ ପାଇଁ ଖୁସି ଖବର ରହିଛି ।…

ବକ୍ସାଇଟ୍‌ ଖଣି ଖନନ ପାଇଁ ଗ୍ରାମସଭା, ଏଥିରେ ରହିଛି ମୃତକଙ୍କ ଦସ୍ତଖତ, ପ୍ରତିବାଦରେ ଉତ୍ତେଜନା

ନନ୍ଦପୁର,୨୦ା୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ବାଲଡ଼ା ନାଗେଶ୍ୱରୀ ପାହାଡ଼ ବକ୍ସାଇଟ ଖଣି ଖନନ ପାଇଁ ଗତ ଅକ୍ଟୋବର ୯ ତାରିଖରେ ବାଲଡ଼ା ଓ ବନୁରରେ…

ଇସାରାରେ ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଦେଲେ ଟ୍ରମ୍ପ: ମୋଦିଙ୍କୁ ନେଇ…

ୱାଶିଂଟନ,୨୦।୨: ୱାଶିଂଟନରେ ଶାନ୍ତି ବୋର୍ଡର ଉଦଘାଟନୀ ଅଧିବେଶନରେ ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ଏହା ଅନ୍ତର୍ଜାତୀୟ ଗଣମାଧ୍ୟମରେ ଆଲୋଚନା ହେଉଛି। ତାଙ୍କ ଭାଷଣ ସମୟରେ ଆମେରିକା…

କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ର ଅଶାନ୍ତି

କୋରାପୁଟ,୨୦ା୨(ଅମିତାଭ ବେହେରା): କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ସୁନାବେଡ଼ାଠାରେ ଶୁକ୍ରବାର ସକାଳେ ଛାତ୍ର ଅଶାନ୍ତି ଦେଖିବାକୁ ମିଳିଛି। କୋରାପୁଟ ଜିଲାର ସୁନାବେଡ଼ାଠାରେ ଥିବା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମୁଖ୍ୟ କ୍ୟାମ୍ପସ୍‌ରେ ତାଲା…

ଲିଭ୍ ଇନ୍‌ରେ ରହୁଥିଲେ: ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପ୍ରେମିକା ଫେରାର୍

ଭୁବନେଶ୍ୱର,୨୦ା୨: ରାଜଧାନୀ ଭୁବନେଶ୍ୱରର ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପୋଖରୀପୁଟ ଅଞ୍ଚଳରୁ ଏକ ଚାଞ୍ଚଲ୍ୟକର ଖବର ସାମ୍ନାକୁ ଆସିଛି। ଏକ ହୋଟେଲ୍ ମଧ୍ୟରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର…

ଓଡ଼ିଶାରେ ଚାଲିଛି ସୁଚିନ୍ତିତ ରାଜନୀତି: ରାଜ୍ୟ ସଭା ନିର୍ବାଚନ ପୂର୍ବରୁ …

ଭୁବନେଶ୍ୱର, ୨୦।୨(ସୁନିତ୍‌ ମିଶ୍ର):ଚାଷୀ ପ୍ରସଙ୍ଗ ନେଇ ୩ ଦିନ ହେଲା ଓଡ଼ିଶା ବିଧାନସଭାର ବିରୋଧୀ ସଦସ୍ୟମାନେ ଗୃହ ଚଲାଇ ଦେଉନାହାନ୍ତି। ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣ ପରେ…

ସୌନ୍ଦର୍ଯ୍ୟକରଣ ବଦଳରେ ଫୁଡ୍‌କୋର୍ଟ-ଦୋକାନ ଗୃହ ନିର୍ମାଣ, ଐତିହ୍ୟ ହରାଉଛି…

ପୁରୁଷୋତ୍ତମପୁର,୨୦ା୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ୯ ନଂ. ୱାର୍ଡ ରେ ଥିବା କିମ୍ବଦନ୍ତୀପୂର୍ଣ୍ଣ ଐତିହାସିକ ଗୋପାଳବନ୍ଧଟି ଦୀର୍ଘବର୍ଷ ହେଲା ଅବହେଳିତ ଅବସ୍ଥାରେ ପଡିରହି ତାର ଐତିହ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri