Posted inଜାତୀୟ

ଦିଲ୍ଲୀ ଦଙ୍ଗା: ଅଙ୍କିତ ଶର୍ମାଙ୍କୁ ଧାରୁଆ ଅସ୍ତ୍ରରେ କରାଯାଇଥିଲା ଆକ୍ରମଣ

ନୂଆଦିଲ୍ଲୀ,୧୪।୩: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ଗତ ମାସରେ ଉତ୍ତର ପୂର୍ବ ଦିଲ୍ଲୀରେ ଦଙ୍ଗା ପରିସ୍ଥିତି ସୃଷ୍ଟି ହୋଇଥିଲା। ଏଥିରେ ଇଣ୍ଟଲିଜେନ୍ସ ବ୍ୟୁରୋର ଅଧିକାରୀ ଅଙ୍କତି ଶର୍ମାଙ୍କ ମୃତ୍ୟୁ ହୋଇଥିଲା। ତେବେ ଅଙ୍କିତଙ୍କୁ ହତ୍ୟା କରାଯାଇଛି ବୋଲି ତାଙ୍କ ପରିବାର ଲୋକେ ଅଭିଯୋଗ କରିଥିଲେ। କାରଣ ନିଖୋଜ ଅଙ୍କିତଙ୍କ ମୃତ ଶରୀର ଡ୍ରେନରୁ ମିଳିଥିଲା। ଏବେ ପୋଷ୍ଟମର୍ଟମ ରିପୋର୍ଟରୁ ଜଣାପଡିଛି ଯେ ତାଙ୍କୁ ଧାରୁଆ ଅସ୍ତ୍ରରେ ଆଘାତ କରାଯାଇଥିଲା। ତାଙ୍କ ଶରୀରରେ ପାଖାପାଖି ୫୧ଟି କ୍ଷତ ଥିବା ବେଳେ ସେଥିମଧ୍ୟରୁ ୧୨ଟି ଧାରୁଆ ଅସ୍ତ୍ରରେ ଆଘାତ କରାଯାଇଥିବା କୁହାଯାଉଛି। ଏହାସହ ୩୩ଟି ଦାଗ ଏପରି ରହିଛି ଯାହା ଲୁହା ରଡ ଅବା ଠେଙ୍ଗାରେ ଆକ୍ରମଣ କରାଯାଇଥିବା କୁହାଯାଇଛି। ଏହି ରିପୋର୍ଟ ଆସିବା ପରେ ଏବେ ଆଲୋଚନା ହେଉଛି କି ଅଙ୍କିତ ଶର୍ମାଙ୍କୁ ହତ୍ୟା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗର୍ଭବତୀଙ୍କ ମୃତ୍ୟୁ ନେଇ ଉତ୍ତେଜନା: ଡାକ୍ତରଙ୍କ ଉପରେ ଆକ୍ରମଣ କଲେ ସମ୍ପର୍କୀୟ

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସଦରମହକୁମା ମୁଖ୍ୟ ଚିକିତ୍ସାଳୟରେ ଜଣେ ଗର୍ଭବତୀ ମହିଳାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ଏଥିସହ ଉକ୍ତ ମହିଳାଙ୍କ ସମ୍ପର୍କୀୟମାନେ ଚିକିତ୍ସାରେ ଅବହେଳା…

ପରସ୍ପରକୁ ଅଣଦେଖା କଲେ ମୋଦି-ଟ୍ରମ୍ପ: ହାତ ମିଳାଇଲେ, ହେଲେ…

ପ୍ୟାରିସ୍‌,୧୭।୬: ଫ୍ରାନ୍ସର ଇଭିଆନଠାରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଙ୍ଗଳବାର ଏକ ସ୍ବଳ୍ପ ବୈଠକ କରିଥିଲେ।…

ରାଜ୍ୟ ସରକାରଙ୍କ ବଡ଼ ଉପହାର! ୫୦ହଜାର ଛାତ୍ରୀଙ୍କୁ ଫ୍ରିରେ ମିଳିବ ସ୍କୁଟି; ଜାଣନ୍ତୁ କେମିତି ମିଳିବ ଲାଭ

ଲକ୍ଷ୍ନୌ,୧୭।୬: ରାଜ୍ୟର ସରକାରୀ ବିଶ୍ୱବିଦ୍ୟାଳୟ ଏବଂ କଲେଜଗୁଡ଼ିକରେ ପଢ଼ୁଥିବା ଛାତ୍ରୀମାନଙ୍କ ପାଇଁ ଏକ ବହୁତ ବଡ଼ ଖୁସି ଖବର ଆସୁଛି। ରାଜ୍ୟର ପ୍ରାୟ ୫୦ ହଜାର ମେଧାବୀ…

ବିଲ୍‌ଓଙ୍କ ଦାୟିତ୍ୱହୀନତା: SIRରୁ ବାଦ୍‌ ପଡ଼ିଲେ ବହୁ ଭୋଟର

ପୁରୁଷୋତ୍ତମପୁର,୧୭ା୬(ସବିତା ମିଶ୍ର): ସରକାର ଭୋଟର ତାଲିକାରେ ସ୍ବଚ୍ଛତା ଆଣିବା ସହ ଠିକ୍‌ସମୟରେ ନୂତନ ଭୋଟରଙ୍କ ନାମ ଯୋଡ଼ିବା ଓ ମୃତ ବ୍ୟକ୍ତିଙ୍କୁ ଭୋଟର ତାଲିକାରୁ ବାଦ୍‌ ଦେବା…

ଉଚ୍ଚ ଜୁଆରରେ ସମୁଦ୍ର ଅଶାନ୍ତ, ଲୀନ ହେବାକୁ ବସିଛି ମା’ଙ୍କ ମନ୍ଦିର

ଗଞ୍ଜାମ,୧୭ା୬(ବିଦ୍ୟାଧର ସାହୁ): ଋଷିକୂଲ୍ୟା ମୁହାଣ ଅଞ୍ଚଳରେ ତାଣ୍ଡବ ରଚୁଛି ଅଶାନ୍ତ ସମୁଦ୍ର। ଜଳ ଲହଡ଼ିରେ ଗଞ୍ଜାମ ବ୍ଲକର ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳ କ୍ଷୟ ହେବାରେ ଲାଗିଛି। ପାଳିବନ୍ଧ…

ସାମନ୍ଥାଙ୍କୁ ‘I LOVE YOU’ କହିବାକୁ ମନା କଲେ ସ୍ବାମୀ: ମଞ୍ଚ ଉପରେ ଘଟିଲା…

ଅଭିନେତ୍ରୀ ସାମନ୍ଥା ରୁଥ ପ୍ରଭୁ ତାଙ୍କ ଆଗାମୀ ଫିଲ୍ମ ‘ମା ଇଣ୍ଟି ବାଙ୍ଗାରମ’ ପାଇଁ ଚର୍ଚ୍ଚାରେ ଅଛନ୍ତି। ଏହା ଖୁବଶୀଘ୍ର ସିନେମା ହଲରେ ଆସିବାକୁ ଯାଉଛି। ଯଦିଓ…

ସମସ୍ତଙ୍କ ଆଗରେ ମେଲୋନିଙ୍କୁ କିସ୍‌ କରୁଥିଲେ ଜେଲେନସ୍କି, ଆଉ ତା’ ପରେ… ଭାଇରାଲ ଭିଡିଓକୁ ନେଇ ସାରା ବିଶ୍ୱରେ ଚର୍ଚ୍ଚା!

ନୂଆଦିଲ୍ଲୀ,୧୭।୬: ଫ୍ରାନ୍ସର ଡୋଭିଲ-ଲେ-ବ୍ୟାନ୍ସ (Deauville-les-Bains) ସହରରେ ଜି-୭ (G7) ଶିଖର ସମ୍ମିଳନୀ ଅନୁଷ୍ଠିତ ହେଉଛି। ଜି-୭ ସମୂହରେ ବିଶ୍ୱର ସାତଟି ପ୍ରମୁଖ ଅର୍ଥବ୍ୟବସ୍ଥା ଏକାଠି ଅଛନ୍ତି, ଯେଉଁଥିରେ…

ଆର୍‌ଟିଓ ଅଫିସରେ ନାଗସାପ, ଜାଲରେ ପଡ଼ିଲା ବିରାଟକାୟ ବୋଡ଼ା

ଭଞ୍ଜନଗର,୧୭ା୬(ବାବୁଲା ପ୍ରଧାନ): ବର୍ଷା ପାଇଁ ସାପ ଗାତ ଭିତରୁ ବାହାରି ଘର ଭିତରକୁ ବେଳେବେଳେ ଚାଲି ଆସୁଛନ୍ତି। ବୁଧବାର ଗଞ୍ଜାମ ଜିଲାର ଭଞ୍ଜନଗର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri