ଦିଲ୍ଲୀ ନିର୍ବାଚନ: ୧୦୦ରୁ ଊର୍ଦ୍ଧ୍ୱ ବୟସ୍କ ଭୋଟରଙ୍କ ସଂଖ୍ୟା ୧୩୨

ନୂଆଦିଲ୍ଲୀ,୭।୨: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଚାଲିଥିବା ପ୍ରଚାର ଗୁରୁବାର ଶେଷ ହୋଇଛି। ଆସନ୍ତା ୮ ତାରିଖରେ ଦିଲ୍ଲୀର ୭୦ଟି ଆସନ ପାଇଁ ମତଦାନ ଅନୁଷ୍ଠିତ ହେବ। ଏଥର ନିର୍ବାଚନରେ ୧୦୦ରୁ ଊର୍ଦ୍ଧ୍ୱ ବୟସ୍କ ୧୩୨ ଜଣ ଭୋଟର ନିଜର ମତ ସାବ୍ୟସ୍ତ କରିବେ। ଏମାନଙ୍କ ମଧ୍ୟରୁ ୬୮ଜଣ ପୁରୁଷ ଏବଂ ୬୪ ଜଣ ମହିଳା ଅଛନ୍ତି। ପଶ୍ଚିମ ଦିଲ୍ଲୀରେ ୧୦୦ରୁ ଉର୍ଦ୍ଧ୍ୱ ବୟସ୍କ ସର୍ବାଧିକ ୨୧ ଜଣ ବ୍ୟକ୍ତି ଥିବାବେଳେ ଦିଲ୍ଲୀରେ ସର୍ବନିମ୍ନ ୭ଜଣ ମତଦାତା ଅଛନ୍ତି। ଦକ୍ଷିଣ ଦିଲ୍ଲୀର ଗ୍ରେଟର କୈଳାଶ ବିଧାନସଭା କ୍ଷେତ୍ରରେ ସିଆର ପାର୍କ ନିବାସୀ ୧୧୦ ବର୍ଷୀୟା କାଳିତାରା ମଣ୍ଡଳ ଏଥର ସବୁଠୁ ବୟସ୍କା ଭୋଟର ଭାବେ ନିଜର ମତ ସାବ୍ୟସ୍ତ କରିବେ। ଭିଆପି ମତଦାତା ଭାବରେ ସେମାନେ ମତଦାନ କରିବେ ବୋଲି ନିର୍ବାଚନ ଆୟୋଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଣ୍ଡ ଟେକିଲା ବିତର୍କ: ଆମେରିକୀୟ କୃଷି ଉତ୍ପାଦ ଉପରେ ଭାରତ କଷିବନି ଟାରିଫ୍‌

ନ୍ୟୁୟର୍କ/ ଓ୍ବାଶିଂଟନ୍‌/ ନୂଆଦିଲ୍ଲୀ, ୫ା୨:ନୂଆଦିଲ୍ଲୀ ଏବଂ ଓ୍ବାଶିଂଟନ୍‌ ମଧ୍ୟରେ କିଛି ମାସର ବାଣିଜି୍ୟକ ଅନିଶ୍ଚିତତା ପରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଫେବୃଆରୀ ୨ରେ ଐତିହାସିକ ଟ୍ରେଡ୍‌…

ଆଜି WPL ଫାଇନାଲ୍, ପ୍ରଥମ ଟାଇଟଲ ଲକ୍ଷ୍ୟରେ ଦିଲ୍ଲୀ

ଭଦୋଦରା,୫।୨(ପି.ଟି.): ଚଳିତ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌)ର ଚତୁର୍ଥ ସଂସ୍କରଣରେ ଗୁରୁବାର ଫାଇନାଲ ମ୍ୟାଚ୍‌ ଖେଳାଯିବ। ଏହି ଟାଇଟଲ ମୁକାବିଲାରେ ସ୍ମୃତି ମନ୍ଧାନାଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ…

ଉଠିଲାଣି ୫୬ ଲକ୍ଷ, ପଡ଼ିରହିଛି ୭ ଲକ୍ଷ କୁଇଣ୍ଟାଲ

ଭବାନୀପାଟଣା,୫ା୨ (ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ ଚଳିତ ଖରିଫ ଧାନ କିଣା ଆରମ୍ଭରୁ ଅବ୍ୟବସ୍ଥା ଲାଗିରହିଛି। ଧାନ କିଣାକୁ ୨ ମାସରୁ ଊଦ୍ଧର୍‌ବ ସମୟ ବିତିଯାଇଥିଲେ ମଧ୍ୟ…

ଛାତିଥରା…ଦୁଇ ଗାଁରେ 162 ଜଣଙ୍କୁ ହତ୍ୟା

ନୂଆଦିଲ୍ଲୀ,୫।୨: ପଶ୍ଚିମ ନାଇଜେରିଆର ଦୁଇଟି ଗାଁରେ ଆକ୍ରମଣ କରି ସଶସ୍ତ୍ର ଆତଙ୍କବାଦୀମାନେ ଅତି କମରେ ୧୬୨ ଜଣଙ୍କୁ ନିର୍ମମ ଭାବରେ ହତ୍ୟା କରିଛନ୍ତି। ବୁଧବାର ଦିନ ଜଣେ…

ଘର ଭାଙ୍ଗି ଧାନ, ଚାଉଳ ଖାଇଲେ ହାତୀପଲ

ନୂଆପଡ଼ା,୫ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା ସୁନାବେଡା ଅଭୟାରଣ୍ୟ ଭିତରେ ବସବାସ କରୁଥିବା ଏକ ଗଁାର ୧୦ରୁ ଊର୍ଦ୍ଧ୍ୱ ଘରକୁ ହାତୀ ଭାଙ୍ଗିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ…

ୟୁପିଏସ୍‌ସି: କୃତକାର୍ଯ୍ୟଙ୍କୁ ଦ୍ୱିତୀୟ ପରୀକ୍ଷା ମନା, ଚେହେରା ଚିହ୍ନଟ’ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୫।୨: କେନ୍ଦ୍ର ଲୋକ ସେବା ଆୟୋଗ (ୟୁପିଏସ୍‌ସି) ପକ୍ଷରୁ ବୁଧବାର ସନ୍ଧ୍ୟାରେ ୨୦୨୬ ବର୍ଷ ପାଇଁ ସିଭିଲ୍‌ ସର୍ଭିସେସ୍‌ ଏକ୍‌ଜାମିନେଶନ୍‌ (ସିଏସ୍‌ଇ) ବିଜ୍ଞପ୍ତି ଜାରି କରାଯାଇଛି। ଏବର୍ଷ…

ମହାନଦୀ ଜଳ ବିବାଦ: ଓଡ଼ିଶା ଚାହୁଁଛି କେନ୍ଦ୍ର ମଧ୍ୟସ୍ଥତା

ଭୁବନେଶ୍ୱର,୫ା୨(ରବିନାରାୟଣ ଜେନା):ମହାନଦୀ ଜଳ ବିବାଦର ସମାଧାନ ପାଇଁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ଏହା ଟ୍ରିବ୍ୟୁନାଲ ମାଧ୍ୟମରେ ସମାଧାନ ହେବା ସମୟସାପେକ୍ଷ। ତେଣୁ ମଧ୍ୟସ୍ଥ ଜରିଆରେ…

ଖେମ୍‌ଚନ୍ଦ ସିଂ ମଣିପୁର ମୁଖ୍ୟମନ୍ତ୍ରୀ

ଇମ୍ଫାଲ,୫।୨: ମଣିପୁରରେ ଜାରି ହୋଇଥିବା ରାଷ୍ଟ୍ରପତି ଶାସନ ବୁଧବାର ହଟିବା ପରେ ଭାଜପା ନେତୃତ୍ୱାଧୀନ ମେଣ୍ଟ ନେତା ୟୁମନାମ୍‌ ଖେମ୍‌ଚାନ୍ଦ ସିଂ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri