ଦିଲ୍ଲୀ ଫେରନ୍ତା ପୁଅକୁ ସରପଞ୍ଚ ମା’ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖିବା ଘଟଣା: ‘ଧରିତ୍ରୀ’ରେ ପ୍ରକାଶିତ ଖବରକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଟୁଇଟ୍‌

ଭବାନୀପାଟଣା,୧୧ା୬(ସ୍ବ.ପ୍ର.) : କଳାହାଣ୍ଡି ଜିଲା କୋକସରା ବ୍ଲକ ଗମ୍ଭାରୀଗୁଡ଼ା ପଞ୍ଚାୟତ ସରପଞ୍ଚ ନନ୍ଦିତା ସାହୁ ଦିଲ୍ଲୀ ଫେରନ୍ତା ପୁଅକୁ ଘରକୁ ନ ନେଇ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖିବା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇ୍‌ଟ କରିଛନ୍ତି। ମୁଖ୍ୟମନ୍ତ୍ରୀ ‘ଧରିତ୍ରୀ’ରେ ପ୍ରକାଶିତ ଖବରକୁ ଟୁଇ୍‌ଟରେ ଗମ୍ଭାରୀଗୁଡ଼ା ସରପଞ୍ଚ ନନ୍ଦିତା ସାହୁଙ୍କ ଉଦ୍ୟମ ପ୍ରଶଂସନୀୟ ଓ ଅନ୍ୟମାନଙ୍କ ପାଇଁ ଉଦାହରଣ ବୋଲି ଉଲ୍ଲେଖ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଟୁଇଟ୍‌ ପରେ ଗମ୍ଭାରୀଗୁଡ଼ା ପଞ୍ଚାୟତ ଓ ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି।
ପ୍ରକାଶ ଯେ,ଗମ୍ଭାରୀଗୁଡ଼ା ସରପଞ୍ଚ ନନ୍ଦିତା ସାହୁ ନିଜ ଦିଲ୍ଲୀ ଫେରନ୍ତା ପୁଅକୁ ନିଜ ଘରକୁ ନ ନେଇ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖିଥିଲେ। ସେ ସରପଞ୍ଚଙ୍କ ଦାୟିତ୍ୱ ଓ କର୍ତ୍ତବ୍ୟ ତଥା ସରକାରଙ୍କ ନିର୍ଦ୍ଦେଶ ସଠିକ୍‌ ଭାବେ ପାଳନ କରିବାକୁ ଯାଇ ନିଜ ପୁଅକୁ ମଧ୍ୟ ଘରକୁ ନେଇ ନ ଥିଲେ। ଏହି ଘଟଣା ସମ୍ପର୍କରେ ବୁଧବାର ‘ଧରିତ୍ରୀ’ରେ ଏକ ଖବର ପ୍ରକାଶ ପାଇଥିଲା। ସେହିପରି ରାଜ୍ୟ ସରକାରଙ୍କ ମନ୍ତ୍ରୀ କ୍ୟାପ୍‌ଟେନ ଦିବ୍ୟଶଙ୍କର ମିଶ୍ର ଓ ରାଜ୍ୟସଭା ଏମ୍‌ପି ସୁଜିତ୍‌ କୁମାର ଏହି ଖବରକୁ ସୋସିଆଲ ମିଡିଆରେ ପୋଷ୍ଟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri