Posted inଜାତୀୟ

ଦିଲ୍ଲୀ ବିଧାନସଭା ନିର୍ବାଚନ: ୪୧୧ ପ୍ରାର୍ଥୀପତ୍ର ନାକଚ

ନୂଆଦିଲ୍ଲୀ,୨୩।୧: ଦିଲ୍ଲୀ ବିଧାନସଭା ନିର୍ବାଚନରେ ୪୧୧ ପ୍ରାର୍ଥୀଙ୍କ ପ୍ରାର୍ଥୀପତ୍ର ବିଭିନ୍ନ କାରଣରୁ ନାକଚ ହୋଇଥିବା ନିର୍ବାଚନ କମିଶନଙ୍କ ପକ୍ଷରୁ ଗୁରୁବାର କୁହାଯାଇଛି। ପ୍ରାର୍ଥୀପତ୍ର କୁଡିକର ଯାଞ୍ଚ୍‌ ବୁଧବାର ହୋଇଥିଲା। ୩ ପ୍ରାର୍ଥୀ ନିଜର ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିଛନ୍ତି। ୭୦ଟି ବିଧାନସଭା ଆସନ ପାଇଁ ମୋଟ ୧,୦୨୯ ପ୍ରାର୍ଥୀଙ୍କ ଦ୍ୱାରା ୧,୫୨୮ ପ୍ରାର୍ଥୀପତ୍ର ଦାଖଲ ହୋଇଥିଲା। ଶେଷ ଦିନ ୮୦୦ରୁ ଅଧିକ ପ୍ରାର୍ଥୀପତ୍ର ଦାଖଲ ହୋଇଥିଲା ବୋଲି ନିର୍ବାଚନ କମିଶନଙ୍କ ପକ୍ଷରୁ ସୂଚନାର ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

AI Impact Summit 2026: ଭାରତ ମଣ୍ଡପମରେ ଝଲସିଲା ‘AI ମହାକୁମ୍ଭ’, ଦିଶିଲା ଭବିଷ୍ୟତର ଝଲକ

ନୂଆଦିଲ୍ଲୀ,୧୭।୨: ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଅନୁଷ୍ଠିତ AI ପ୍ରImpact Summit 2026କୁ ପ୍ରଯୁକ୍ତି ଜଗତର AI ମହାକୁମ୍ଭ ବୋଲି କୁହାଯାଉଛି। ଏହି ସମ୍ମିଳନୀରେ, ପ୍ରମୁଖ ଭାରତୀୟ ଏବଂ…

ପ୍ରେମାନନ୍ଦ ଜୀ ମହାରାଜଙ୍କ ଶରଣ ନେଲେ ବିରୁଷ୍କା

ନୂଆଦିଲ୍ଲୀ,୧୭।୨: ଭାରତୀୟ ଷ୍ଟାର କ୍ରିକେଟର ବିରାଟ କୋହଲି ତାଙ୍କ ପତ୍ନୀ ଅନୁଷ୍କା ଶର୍ମାଙ୍କ ସହିତ ପ୍ରେନାନନ୍ଦଜୀ ମହାରାଜଙ୍କ ଦର୍ଶନ ପାଇଁ ଆସିଛନ୍ତି। ଏହା ପ୍ରଥମ ଥର ନୁହେଁ…

ବଜେଟ୍ ଅଧିବେଶନ: ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ରାଜ୍ୟପାଳ, ରାଜ୍ୟରେ ବଢ଼ିଛି ଚାଷୀଙ୍କ ମୁଣ୍ଡ ପିଛା ଆୟ

ଭୁବନେଶ୍ବର,୧୭।୨:  ଆରମ୍ଭ ହେଲା ବିଧାନସଭା ବଜେଟ୍ ଅଧିବେଶନ । ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟି ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଥିଲେ । ୨୦୩୬ରେ ଓଡ଼ିଶା…

ଆମେ ବଞ୍ଚିଥିଲୁ ହେଲେ….ପୁଅର ମୃତ୍ୟୁକୁ ସହିନପାରି ଝୁଲି ପଡ଼ିଲେ ବାପା ମାଆ

ରାୟପୁର,୧୭।୨: ଛତିଶଗଡ଼ର ଜାଞ୍ଜଗିର-ଚମ୍ପା ଜିଲାର ଧାରଦେଇ ଗାଁରୁ ସାମ୍ନାକୁ ଆସିଛି ଦୁଃଖଦ ଘଟଣା । ଘର ଅଗଣାରେ ଏକ ନିମ ଗଛରେ ଝୁଲୁଥିବା ଅବସ୍ଥାରେ ଏକ ଦମ୍ପତିଙ୍କ ମୃତଦେହ…

ବାଂଲାଦେଶର ପ୍ରଥମ Shadow କ୍ୟାବିନେଟ! ବିରୋଧୀଙ୍କ ‘ୱାଚଡଗ’ ଯୋଜନା ସ୍ବଚ୍ଛତା ଆଣିବ ନା ନୂଆ ବିବାଦ ସୃଷ୍ଟି କରିବ? ଜାଣନ୍ତୁ…

ଢାକା,୧୭।୨: ଗତ କିଛି ଦିନ ଧରି, ବାଂଲାଦେଶୀ ରାଜନୀତିରେ ଏକ ନୂତନ କାର୍ଯ୍ୟକାଳ ଆରମ୍ଭ ହୋଇଛି, Shadow କ୍ୟାବିନେଟ। ଫେବୃଆରୀ ୧୨, ୨୦୨୬ରେ ଅନୁଷ୍ଠିତ ୧୩ତମ ସଂସଦୀୟ…

ଫାଇନାଲ ଷ୍ଟେଜରେ ଭାରତ-ଆମେରିକା ଟ୍ରେଡ ଡିଲ! ଏହିଦିନ ଆମେରିକା ଯିବ ଭାରତୀୟ ଟିମ୍‌

ନୂଆଦିଲ୍ଲୀ,୧୭।୨: ବାଣିଜ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଏବଂ ଭାରତର ମୁଖ୍ୟ ଆଲୋଚନାକାରୀ ଦର୍ପଣ ଜୈନ ଆସନ୍ତା ସପ୍ତାହରେ ଆମେରିକା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ତାଙ୍କର ଲକ୍ଷ୍ୟ…

ପୂର୍ବତନ ବିଧାୟକଙ୍କ ବିବାଦୀୟ ଫାର୍ମ ହାଉସରେ ମାପଚୁପ ଆରମ୍ଭ, ଜବରଦଖଲ ଅଭିଯୋଗରେ ହୋଇଥିଲା ନୋଟିସ

ଧର୍ମଶାଳା,୧୭।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ମଧୁପୁରଗଡ଼ ଗ୍ରାମପଞ୍ଚାୟତସ୍ଥିତ ପନ୍ତୁରୀ ଠାରେ ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତ ରାୟଙ୍କ ଫାର୍ମହାଉସରେ ଆରମ୍ଭ ହୋଇଛି…

ଅଧାରେ ରହିଗଲା ବାହାଘର, ନିମନ୍ତ୍ରଣ କାର୍ଡ ଦେଇ ଫେରିବା ବେଳେ ଦୁର୍ଘଟଣାରେ ଚାଲିଗଲା ଜୀବନ

ଝାରସୁଗୁଡା/ବ୍ରଜରାଜନଗର,୧୭।୨(ଆଶିଷ ରଞ୍ଜନ ଦାଶ /ବିଜୟ ବରାଡ଼ ): ଘରକୁ ଫେରୁଥିବା ବେଳେ ଅଧ ରାସ୍ତାରେ ପିଟି ହେଲା ବାଇକ୍ । ଫଳରେ ବିବାହ କରିବାକୁ ଥିବା ଯୁବତୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri