Posted inଜାତୀୟ

ଦିଲ୍ଲୀ ବିମାନ ବନ୍ଦରରେ ଶାହ ଫୈସଲ ଅଟକ

ନୂଆଦିଲ୍ଲୀ,୧୪।୮: ପୂର୍ବତନ ଆଇଏସ୍‌ ଅଧିକାରୀ ତଥା ଜମ୍ମୁ-କଶ୍ମୀର ପିପୁଲ୍ସ୍‌ ମୁଭମେଣ୍ଟର ଅଧ୍ୟକ୍ଷ ଶାହ ଫୈସଲଙ୍କୁ ବୁଧବାର ଦିଲ୍ଲୀ ବିମାନ ବନ୍ଦରରେ ପୋଲିସ ଅଟକ ରଖିଛି। ଶାହ ବିଦେଶ ଗସ୍ତ କରୁଥିବା ସମୟରେ ପୋଲିସ ବିମାନବନ୍ଦରରେ ପହଞ୍ଚି ତାଙ୍କୁ ଗିରଫ କରିଥିଲା। ଏହାପରେ ତାଙ୍କୁ ଦିଲ୍ଲୀ ବିମାନବନ୍ଦରରୁ ପୁଣି କଶ୍ମୀରକୁ ପଠାଇ ଦିଆଯାଇଛି। ଏଥିସହ ଶାହ ଫୈସଲଙ୍କୁ ତାଙ୍କ ଘରେ ନଜରବନ୍ଦୀ ରଖାଯାଇଥିବା ନେଇ ସୂଚନା ମିଳିଛି। ଯେବେଠାରୁ କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଇବା ପାଇଁ ନିଷ୍ପତ୍ତି ନେଇଛନ୍ତି ସେହି ଦିନରୁ ଫୈସଲ ବିବାଦୀୟ ବୟାନ ଦେଉଥିବା ଅଭିଯୋଗ ହୋଇଛି। ବୁଧବାର ମଧ୍ୟ ଶାହ କଶ୍ମୀର ଉପରେ ବିବାଦୀୟ ବୟାନ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Bankipur By-Election: ବାଙ୍କିପୁରରେ BJPକୁ କାହିଁକି ହରାଇବା ଦରକାର? ୩ କାରଣ କହିଲେ ପିକେ

ପାଟନା,୧୦।୭: ଜନ ସୁରାଜ ପ୍ରାର୍ଥୀ ପ୍ରଶାନ୍ତ କିଶୋର ବାଙ୍କିପୁର ନିର୍ବାଚନମଣ୍ଡଳୀରେ ସକ୍ରିୟ ଭାବରେ ଗସ୍ତ କରୁଛନ୍ତି, ଲୋକଙ୍କୁ ବୁଝାଉଛନ୍ତି ଯେ ଉପନିର୍ବାଚନରେ ଭାଜପାକୁ କାହିଁକି ପରାସ୍ତ କରାଯିବା…

ଇଂଲଣ୍ଡ ଗସ୍ତ ସହ ଶେଷ ହେଲା ଏହି ୩ ଖେଳାଳିଙ୍କ T20 କ୍ୟାରିୟର! ଲଗାତାର ଫ୍ଲପ୍‌ ପରେ…

ନୂଆଦିଲ୍ଲୀ,୧୦।୭: ବ୍ୟାକ-ଟୁ-ବ୍ୟାକ ବିଶ୍ୱବିଜେତା ହେବା ପରେ ଟିମ ଇଣ୍ଡିଆ ଏବେ କ୍ରମାଗତ ୨ଟି ଟି-୨୦ ସିରିଜ ହାରିଛି। ପ୍ରଥମେ ଆୟରଲ୍ୟାଣ୍ଡ ଏବଂ ଏବେ ଇଂଲଣ୍ଡ, ଦୁଇ ଦେଶ…

ଦ୍ୱନ୍ଦ୍ୱ ଦୂର କଲେ ଉଚ୍ଚଶିକ୍ଷାମନ୍ତ୍ରୀ, କହିଲେ ବ୍ଲକ୍‌ଗ୍ରାଣ୍ଟ କଲେଜକୁ ସରକାର ଟଙ୍କା ଦେବେ

ଭୁବନେଶ୍ୱର,୧୦ା୭: କେଜିରୁ ପିଜି ମାଗଣା ଶିକ୍ଷା ନେଇ ଦ୍ୱନ୍ଦ୍ୱ ଦୂର କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ସେ କହିଛନ୍ତି, ପ୍ରଫେଶନାଲ ଓ ସେଲ୍ଫ ଫାଇନାନ୍ସିଂ କୋର୍ସକୁ…

Sunil Gavaskar Love Story: ଅଟୋଗ୍ରାଫ ନେବାକୁ ଆସିଥିବା ପ୍ରଶଂସକଙ୍କ ପ୍ରେମରେ ପଡ଼ିଯାଇଥିଲେ ସୁନୀଲ ଗାଭାସ୍କର, ଜାଣନ୍ତୁ ‘ଲିଟିଲ ମାଷ୍ଟର’ଙ୍କ ଲଭ ଷ୍ଟୋରୀ

ନୂଆଦିଲ୍ଲୀ,୧୦।୭: ପୂର୍ବତନ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଜି ତାଙ୍କର 77ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ, ଆସନ୍ତୁ ତାଙ୍କ ପ୍ରେମ କାହାଣୀକୁ ଶେୟାର କରିବା,…

ଭାଜପା ରାଜ୍ୟ ସଭାପତିଙ୍କ କେସିଙ୍ଗା ଗସ୍ତ, କର୍ମୀଙ୍କ ଏକାଠି କରି…

କେସିଙ୍ଗା,୧୦ା୭(ତୁମେଶ୍ୱର ସାହୁ): ଭାଜପାର ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର କେସିଙ୍ଗା ଗସ୍ତ କରି କର୍ମୀମାନଙ୍କୁ ନେଇ ଏକ ସାଙ୍ଗଠାନିକ କାର୍ଯ୍ୟକ୍ରମକୁ ସୁଦୃଢ କରିବା ପାଇଁ ଜଣେ…

IND vs ENG 5th T20I Playing-11: ବୈଭବ ସୂର୍ଯ୍ୟବଂଶୀ ଆଉଟ, ସଞ୍ଜୁ ସାମସନ ଇନ୍‌… ଇଜ୍ଜତ ବଞ୍ଚାଇବାକୁ ଗମ୍ଭୀର ଖେଳିବେ ଶେଷ ଗଣିତ

ନୂଆଦିଲ୍ଲୀ,୧୦।୭: ଗୁରୁବାର ରାତିରେ ବ୍ରିଷ୍ଟଲରେ ଭାରତୀୟ କ୍ରିକେଟ ଦଳର ନୈରାଶ୍ୟଜନକ ପ୍ରଦର୍ଶନ ପୁଣି ଥରେ ଦେଖାଯାଇଥିଲା, ଯାହା ଫଳରେ ମ୍ୟାଚ ଏବଂ ସିରିଜ ଉଭୟ ହାରିଯାଇଥିଲା ଟିମ୍‌।…

ପୁଣି ଜେଲ୍‌ ଯିବେ ରାଜପାଲ ଯାଦବ, କୋର୍ଟ କହିଲେ ତାଙ୍କୁ ଅନେକ ସୁଯୋଗ ଦେବା ପରେ ବି…

ମୁମ୍ବାଇ,୧୦ା୭: ବଲିଉଡ୍‌ ଅଭିନେତା ରାଜପାଲ ଯାଦବ ତାଙ୍କ ଚେକ୍‌ ବାଉନ୍ସ ମାମଲା ପାଇଁ ଚର୍ଚ୍ଚାରେ ରହିଛନ୍ତି। ଶୁକ୍ରବାର ଦିଲ୍ଲୀ ହାଇକୋର୍ଟ ଏହି ମାମଲାର ଶୁଣାଣି କରି ୭ଟି…

ରୋଷେଇ ଘରୁ ବାହାରିଲା ୮ ଫୁଟ୍‌ ଅହିରାଜ, ଉଦ୍ଧାର ବେଳେ ପାଟିରୁ ବାହାରିଲା ଢମଣା ସାପ, ଦେଖିବାକୁ ଲୋକଙ୍କ ଭିଡ଼

ଦିଗପହଣ୍ଡି,୧୦।୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାଧାଦେଇପୁର ପଞ୍ଚାୟତ ଜୟନଗର ଗ୍ରାମର ସିମାଞ୍ଚଳ ସ୍ବାଇଁଙ୍କ ଘରୁ ଏକ ୮ ଫୁଟ୍‌ ଲମ୍ବର କିଙ୍ଗକୋବ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri