Posted inଜାତୀୟ

ଦିଲ୍ଲୀ ସରକାରଙ୍କର ହୋମ୍‌ ଡେଲିଭରି ସେବାରେ ଯୋଡି ହେବ ଆଉ ୩୦ ସେବା

ନୂଆଦିଲ୍ଲୀ,୨୩।୬: ଦିଲ୍ଲୀ ସରକାରଙ୍କର ଆଉ ୩୦ଟି ସରକାରୀ ସେବା ହୋମ୍‌ ଡେଲିଭରି ମାଧ୍ୟମରେ ମିଳିପାରିବ ବୋଲି ଜଣାପଡିଛି। ଏଥିପାଇଁ ଏବେଠାରୁ କାମ ଆରମ୍ଭ ହୋଇଥିବା କୁହାଯାଇଛି। ପୂର୍ବରୁ ସରକାରଙ୍କର ୪୦ଟି ସେବାକୁ ହୋମ୍‌ ଡେଲିଭରି କରାଯାଉଥିବା ବେଳେ ଏବେ ଏହା ୭୦କୁ ବୃଦ୍ଧି ପାଇବ। ସୂଚନାଯୋଗ୍ୟ, ଗତବର୍ଷ ସେପ୍ଟେମ୍ବର ୧୦ରେ ଆରମ୍ଭ ହୋଇଥିବା ଏହି ହୋମ୍‌ ଡେଲିଭରି ସେବା ମାଧ୍ୟମରେ ଲୋକେ ଫୋନ୍‌ କରି ଘରେ ବସି ଅନେକ ସୁବିଧା ଉଠାଇ ପାରୁଛନ୍ତି। ଏଥର ଏଥିରେ ଶ୍ରମ ବିଭାଗର ଠିକାଦାରଙ୍କ ଲାଇାସେନ୍ସ, ଇଲେକ୍ଟ୍ରିକାଲ କଣ୍ଟ୍ରାକ୍ଟର ଓ ସୁପରଭାଇଜର ଲାଇସେନ୍ସ ଆଦିକୁ ସାମିଲ କରାଯାଇଛି। ଏହାସହ ଡୁପ୍ଲିକେଟ୍‌ ରାଶନ କାର୍ଡ କରିବା, ନାଁ ଓ ଠିକଣା ପରିବର୍ତ୍ତନ କରିବା ଆଦି ମଧ୍ୟ ଏଥର ହୋମ୍‌ ଡେଲିଭରି ସେବାରେ ସାମିଲ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପହିଲି ରଜରେ ସ୍ତ୍ରୀ ହେଉଥିଲେ ସଜବାଜ; କଟୁରୀରେ ହାଣିଲେ ସ୍ୱାମୀ, କାରଣ ଜାଣିଲେ ତାଜୁବ ହୋଇଯିବେ…

ଭୁବନେଶ୍ୱର୧୪।୬: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜର ଆନନ୍ଦ ଉଲ୍ଲାସ ମଧ୍ୟରେ ମଞ୍ଚେଶ୍ୱର ଅଞ୍ଚଳରେ ଘଟିଯାଇଛି ଏକ ରକ୍ତାକ୍ତ…

୧୮ଯାଏ ଝଡବର୍ଷା; ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୧୪।୬(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶାରେ ପ୍ରବେଶ କରିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା…

ନିଆଁ ସହ ଚାଲିଛି ଖେଳ

ଭୁବନେଶ୍ୱର,୧୪।୬(ରବିନାରାୟଣ ଜେନା): କଥାରେ ଅଛି ନିଆଁ ସହ ଖେଳନାହିଁ, ହେଲେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ଏବେ ନିଆଁ ସହିତ ଖେଳୁଛନ୍ତି। ଏଥିଯୋଗୁ କେତେବେଳେ…

ଜେଲ ଗଲେ ସରପଞ୍ଚ ଚାମେଲି ଓଝା

କେନ୍ଦ୍ରାପଡ଼ା/ମହାକାଳପଡା, ୧୪ା୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): ଗତ ୧୦ ତାରିଖଠାରୁ ଗଣମାଧ୍ୟମ ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ତିଖିରୀ ପଞ୍ଚାୟତ ସରପଞ୍ଚ ଚାମେଲି…

ନୂଆ ଭାରତରେ ନୂଆ ଆଇନ

ନୂଆ ଭାରତ ଆମ ପାଖରେ ଏତେ ଶୀଘ୍ର ଆସିଛି ଯେ, ଆମେ କେଉଁଠି ପହଞ୍ଚିଛୁ ତାହା ଆକଳନ କରିବା ପାଇଁ ପଛକୁ ଟିକେ ଫେରି ଚାହିଁବା ଗୁରୁତ୍ୱପୂର୍ଣ୍ଣ…

ଡିଜି ପାହ୍ୟା: ବରିଷ୍ଠତା ଦେଖିପାରନ୍ତି

ଭୁବନେଶ୍ୱର,୧୪।୬(ସୁନିତ୍‌ ମିଶ୍ର): କେନ୍ଦ୍ର ସରକାରଙ୍କ ଅଧୀନରେ ଆସୁଥିବା ବିଭିନ୍ନ ଡିଜି ପାହ୍ୟାର ପଦବୀରେ ନିଯୁକ୍ତି ପାଇବା ପାଇଁ ଦେଶର ୩୩ ଜଣ ଆଇପିଏସ୍‌ ଅଫିସରଙ୍କ ତାଲିକା ୧୨…

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri