ଦିଲ୍ଲୀ ହିଂସା, ସୁବର୍ଣ୍ଣପୁରରେ କଂଗ୍ରେସର ବିକ୍ଷୋଭ

ସୋନପୁର,୨୯।୨(ନି.ପ୍ର.)
ସିଏଏକୁ ନେଇ ଦେଶର ରାଜଧାନୀ ଅଶାନ୍ତ ହୋଇପଡିଛି। ସପକ୍ଷବାଦୀ ଓ ବିପକ୍ଷବାଦୀଙ୍କ ମଧ୍ୟରେ ସଂଘର୍ଷ ଲାଗିରହିଛି । ତେବେ ହିଂସା ରୋକିବା କ୍ଷେତ୍ରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ବିଫଳ ହୋଇଥିବା କଂଗ୍ରେସ ଅଭିଯୋଗ କରିଛି। ଶୁକ୍ରବାର କଂଗ୍ରେସ ନେତୃବୃନ୍ଦ ସୁବର୍ଣ୍ଣପୁର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିବା ସହିତ ଶାହାଙ୍କ କୁଶପୁତ୍ତଳିକା ଦାହ କରିଥିଲେ। ପ୍ରାକ୍ତନ ବିଧାୟକ ବିନୋଦ ପାତ୍ର, ପ୍ରାକ୍ତନ ଜିଲା କଂଗ୍ରେସ କମିଟି ସଭାପତି ଶଙ୍କର ଦାଶ, ମାଧବ କୁମ୍ଭାର, ଟାଉନ ସଭାପତି ସୁଧୀରପଣ୍ଡା, ରାଜେଶ ମିଶ୍ର, ନିମାଇଁ ପାଣିଗ୍ରାହୀ, ସଂଗ୍ରାମ କେଶରୀ ନାଏକ, ଦୟାନିଧି ସାହୁ, ଧର୍ମେନ୍ଦ୍ର ମେହେର, ରାଜୁ ମେହେର, କୃଷ୍ଣଚନ୍ଦ୍ର ବାଘ, ମହମ୍ମଦ ଇମ୍ରାନ ଓ ପ୍ରେମାନନ୍ଦ ଜଟି ପ୍ରମୁଖ ଏଥିରେ ସାମିଲ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର୍ ଭିତରୁ ୮.୪୭ଲକ୍ଷର ଜାଲ ନୋଟ ଜବତ, ବରଗଡ-ଛତିଶଗଡକୁ ଲମ୍ବିଛି ଚେର

ସୋନପୁର,୧୫।୪(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହର ସ୍ଥିତ ଏସ୍‌ବିଆଇ ମୁଖ୍ୟ ଶାଖା ସମ୍ମୁଖରେ ପୋଲିସ ଚଢାଉ କରି ବିପୁଳ ପରିମାଣର ଜାଲ ନୋଟ ଜବତ କରିଛି । ଏଥିରେ…

ସିକ୍ରେଟ କ୍ୟାବିନରେ ଚାଲାଣ ହେଉଥିଲା ୧୮୭ କେଜି ଗଞ୍ଜେଇ, ମାଡ଼ିବସିଲା ସୁବଳୟା ପୋଲିସ

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ପୋଲିସ ଗୁରୁବାର ସୋନପୁର-ବୀରମହାରାଜପୁର ରାସ୍ତାର ଦୁରଦୁରା ନର୍ସରୀ ନିକଟରୁ ଏକ ପିକଅପରେ ଚାଲାଣ ହେଉଥିବା ୧୮୭ କେଜି ଗଞ୍ଜେଇ…

ପୂର୍ବ ଶତ୍ରୁତାରୁ ତୁମୁଳ କାଣ୍ଡ, ଗାଁଦାଣ୍ଡରେ ଯୁବକଙ୍କୁ ପିଟି ହତ୍ୟା

ଅମରପାଲି,୨୭ା୩(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ପିତାମହୁଲ ଗାଁ ଦାଣ୍ଡରେ ଜଣେ ଯୁବକଙ୍କୁ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାର ଶିକାର ହୋଇଛନ୍ତି…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

ଭଉଣୀ ଘରକୁ ଯିବା ବେଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଦୁଇ ବାଇକ ମୁହାଁମୁହିଁ ଧକ୍କାରେ…

ଅମରପାଲି,୧।୩(ପୀତାମ୍ବର ସାହୁ): ବୀରମହାରାଜପୁର-ଅମରପାଲି ରାସ୍ତାର ମୁର୍ଷୁଣ୍ଢୀ ବିଦ୍ୟୁତ ଗ୍ରୀଡ ସମ୍ମୁଖରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହୋଇଛି । ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା…

ପ୍ରେମିକ ଜେଲ୍‌ରେ, ଘରକୁ ଗଲେ ନବବଧୂ : ବନ୍ଧୁକ ଦେଖାଇ ଅପହରଣ ଘଟଣାରେ ନୂଆମୋଡ

ତରଭା,୨୬ା୨(ମାନଭଞ୍ଜନ ମିଶ୍ର): ସୁବର୍ଣ୍ଣପୁର ଜିଲା ତରଭା ପୋଲିସ ସମ୍ବଲପୁରରୁ ଉଦ୍ଧାର କରିଥିବା ନବବଧୂଙ୍କୁ ବୁଧବାର ତାଙ୍କ ମା’ଙ୍କୁ ହସ୍ତାନ୍ତର କରାଯାଇଛି l ସେ ମା’ଙ୍କ ସହିତ ଘରକୁ…

୨ ଦିନରେ ୨ କିଡ୍‌ନୀ ଆକ୍ରାନ୍ତଙ୍କ ମୃତ୍ୟୁ: ମୃତକଙ୍କୁ ମିଳୁନି ସରକାରୀ ସହାୟତା

ଅମରପାଲି, ୨୪ା୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ କିଡ୍‌ନୀ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଗତ ଦୁଇଦିନ ମଧ୍ୟରେ ୨ କିଡନୀ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri