Posted inଜାତୀୟ

ଦିଲ୍ଲୀ ହିଂସା ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ବିଫଳତା: ରଜନୀକାନ୍ତ

ଚେନ୍ନାଇ,୨୭।୨: ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ନେଇ ଦିଲ୍ଲୀରେ ଉପୁଜିଥିବା ହିଂସାକୁ ଏବେ ପ୍ରାୟ ସବୁ ମହଲରେ ନିନ୍ଦା କରାଯାଉଛି। ଏହାକୁ ନେଇ ସାଉଥ୍‌ ସୁପରଷ୍ଟାର ରଜନୀକାନ୍ତ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଅଭିନେତାରୁ ରାତନେତା ହୋଇଥିବା ରଜନୀକାନ୍ତ କହିଛନ୍ତି ଏହା କେନ୍ଦ୍ର ସରକାରଙ୍କ ଗୁଇନ୍ଦା ବିଫଳତାର ପରିଣାମ। ଚେନ୍ନାଇରେ ଖବରଦାତାଙ୍କ ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି, ଲୋକେ ହାତରେ ଲୁହା ରଡ ଧରି ବିରୋଧ ପ୍ରଦର୍ଶନ କରୁଛନ୍ତି ହେଲେ ଏହି ସମୟରେ ଗୁଇନ୍ଦା ବିଭାଗ କରୁଛି କ’ଣ। ତେଣୁ ଏହା ଗୁଇନ୍ଦା ବିଭାଗର ବିଫଳତା ଏହାର ଅର୍ଥ ହେଉଛି ଏହା ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ମଧ୍ୟ ବିଫଳତା। ସୂଚନାଯୋଗ୍ୟ, ଉତ୍ତର-ପୂର୍ବ ଦିଲ୍ଲୀରେ ସିଏଏକୁ ନେଇ ହୋଇଥିବା ବିରୋଧ ଏବେ ହିଂସାର ରୂପ ନେଇଛି। ଏଥିରେ ଏବେସୁଦ୍ଧା ୩୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ଶହରୁ ଅଧିକ ଆହତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟାଜଳରେ ବୁଡ଼ିଲା କୁକୁଡ଼ା ଫାର୍ମ, ୩ ହଜାରରୁ ଅଧିକ କୁକୁଡ଼ା ମୃତ

ଗଞ୍ଜାମ, ୨୬/୯ (ଅନାଥ ତରାଇ/ଦିଲୀପ ସାମଲ): ଗଭୀର ଅବପାତ ପ୍ରଭାବରେ ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଅଞ୍ଚଳରେ ଏକ କୁକୁଡ଼ା ଫାର୍ମରେ ପାଣି…

ବାଇକ୍‌-ବୋଲେରୋ ମୁହାଁମୁହିଁ ଧକ୍କା: ଯୁବକ ମୃତ

ବଲାଙ୍ଗିର, ୨୬।୯(ସୁନିଲ ମହାନ୍ତି ): ବଲାଙ୍ଗୀର-ସୋନପୁର ରାସ୍ତାର ମଳମୁଣ୍ଡା ନିକଟରେ ଶୁକ୍ରବାର ଏକ ବାଇକ୍‌ ଓ ବୋଲେରୋ ମଧ୍ୟରେ ଦୁର୍ଘଟଣା ଘଟି ଜଣେ ଯୁବ ବାଇକ୍‌ ଚାଳକଙ୍କ…

ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ : କଳାହାଣ୍ଡି ଝିଅ ରେଶମା ବେହେରା ଜିତିଲେ ସ୍ୱର୍ଣ୍ଣ ପଦକ

ଭବାନୀପାଟଣା, ୨୬।୯ (ଉତ୍ତମ କୁମାର ଦାଶ): ବିହାରର ପାଟନାଠାରେ ଗତ ୩ ଦିନ ଧରି ପୂର୍ବାଞ୍ଚଳ ଜୁନିଅର ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଆୟୋଜିତ ହୋଇଥିଲା। ଏଥିରେ କଳାହାଣ୍ଡିର ଝିଅ…

ତାମ୍ପରା ହ୍ରଦର ଜଳସ୍ତର : ଆଉ ୪ ଫୁଟ ପାଣି ବଢ଼ିଲା, ଜଳନିଷ୍କାସନ ନ ହେଲେ ବଢ଼ିବ ସମସ୍ୟା

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ପୌରପରିଷଦ ଉପକଣ୍ଠ ତାମ୍ପରା ହ୍ରଦ କୂଳରେ ଅବସ୍ଥିତ ବ୍ୟାଙ୍କ କଲୋନୀ ଅଞ୍ଚଳରେ ଜମି ରହିଥିବା ଜଳସ୍ତର ଶନିବାର ସକାଳୁ…

ମାଡ଼ି ଆସୁଛି ସମୁଦ୍ର: ଗର୍ଭରେ ଲୀନ ହେବାକୁ ବସିଲାଣି ଆଉ ଦୁଇ ମନ୍ଦିର

ଛତ୍ରପୁର, ୨୬।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀ ସମୁଦ୍ରକୂଳରେ ଦିନକୁ ଦିନ ସମୁଦ୍ର ଅତିକ୍ରମଣ କରିବା ସହ ଉଚ୍ଚ ଜୁଆର ଢେଉ…

ଘରେ ତାଲା ଭାଙ୍ଗି ଗହଣା ଲୁଟ୍‌

ଡେରାବିଶ, ୨୬।୯ (ବାର୍ତ୍ତାଦାତା ଅଜୟ ଦାସ): ନିକିରେଇ ଥାନା ଅନ୍ତର୍ଗତ ଡେରାବିଶ ବ୍ଲକ ଛୋଟୀ ପଞ୍ଚାୟତର ଛୋଟୀ ଗ୍ରାମରେ ଗୃହକର୍ତ୍ତାଙ୍କ ଅନୁପସ୍ଥିତିର ସୁଯୋଗ ନେଇ ଶୁକ୍ରବାର ବିଳମ୍ବିତ…

ଆସନ୍ତା ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ମୂର୍ତ୍ତି ନିର୍ମାଣରେ ନିମଗ୍ନ କାରିଗର

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଆଗକୁ ପାର୍ବଣ ଋତୁ। ଏଥିପାଇଁ ଚାରିଆଡ଼େ ଚଳଚଞ୍ଚଳ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଏହି ପର୍ବ ପାଳନ ପାଇଁ ମା’…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ବୈଠକ: CEC ଓ ଦୁଇ କମିଶନରଙ୍କ ଉପସ୍ଥିତିରେ ନେଲେ ବଡ଼ ନିଷ୍ପତ୍ତି!

ନୂଆଦିଲ୍‌ଲୀ,୨୬।୯: ଦେଶର ମୁଖ୍ୟ ନିର୍ୱାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କୁ ନେଇ ଲାଗିରହିଥିବା ବିବାଦ ମଧ୍ୟରେ ନିର୍ୱାଚନ ଆୟୋଗ ଶନିବାର (୨୬ ସେପ୍ଟେମ୍ୱର, ୨୦୨୬) ଏକ ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?