Posted inରାଜ୍ୟ

ଦିଲ୍ଲୀ ହିଂସାରେ କ୍ଷତିଗ୍ରସ୍ତ କନଷ୍ଟେବଳ ଆସିନଙ୍କୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୩(ବ୍ୟୁରୋ): ନୂଆଦିଲ୍ଲୀରେ ଘଟିଥିବା ହିଂସାରେ ମାଲକାନଗିରି ସ୍ବାଭିମାନ ଅଞ୍ଚଳରେ କାର୍ଯ୍ୟରତ କନଷ୍ଟେବଳ ମହମ୍ମଦ ଆସିନଙ୍କ ଘର ପୋଡ଼ି ଦିଆଯାଇଥିଲା। ରବିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ୧୦ ଲକ୍ଷ ଟଙ୍କାର କ୍ଷତିପୂରଣ ଦେବା ଲାଗି ଘୋଷଣା କରିଛନ୍ତି। ଆସିନ ଏବେ ବିଏସ୍‌ଏଫ୍‌ ୯ମ ବାଟାଲିୟନରେ କାର୍ଯ୍ୟରତ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରଲୋଭନ ଦେଖାଇ ବିଧବା ମହିଳାଙ୍କଠୁ ୬୦ ଲକ୍ଷର ଠକେଇ, ବାପାଙ୍କ ରୋଗ କଥା କହି….

​ଛତ୍ରପୁର,୨।୮(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ) : କନ୍ଧମାଳ ଜିଲା ଚକାପାଦ ଥାନା ଅନ୍ତର୍ଗତ ତଳସାହିର ଉତ୍ତମ କୁମାର ସାହୁ (୩୧)ଙ୍କୁ ଗିରଫ କରିଛି ଗଞ୍ଜାମ ସାଇବର କ୍ରାଇମ୍ ଥାନା…

ବଡ଼ଓସ୍ତିଆ ପଞ୍ଚାୟତର ହଜାର ହଜାର ହେକ୍ଟର ଚାଷଜମି ଜଳମଗ୍ନ, କୃଷି ଋଣ ଛାଡ଼ ଦାବି

ଚାନ୍ଦବାଲି,୨।୮(କିଷାନ ପାତ୍ର): ଲଗାଣ ବର୍ଷା ଓ ବୈତରଣୀ ନଦୀର ବନ୍ୟା ଜଳ ମାଡ଼ି ଆସି ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅନ୍ତର୍ଗତ ବଡ଼ଓସ୍ତିଆ ପଞ୍ଚାୟତର ଅନେକ ଅଞ୍ଚଳ…

ଜମିରେ ତଳି ରୋଇବା ବେଳେ ବଜ୍ରପାତ, ମହିଳା ଅଚେତ ହୋଇ…

ଦିଗପହଣ୍ଡି,୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ କୃଷ୍ଣପୁର ଗ୍ରାମରୁ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ସ୍ଥାନୀୟ ଜଣେ ମହିଳା ଚାଷଜମିରେ…

ହୃଦଘାତରେ ଚାଲିଗଲା ପରମବ୍ରହ୍ମ ଯୋଶୀଙ୍କ ଜୀବନ, କଳାହାଣ୍ଡିରେ ଶୋକର ଛାୟା

ଭବାନୀପାଟଣା,୨।୮(ଉତ୍ତମ କୁମାର ଦାଶ): ବରିଷ୍ଠ ପ୍ରଶାସନିକ ଅଧିକାରୀ ତଥା କଳାହାଣ୍ଡି ଜିଲା ଜୁନାଗଡ଼ର ପୂର୍ବତନ ବିଡ଼ିଓ ପରମ ବ୍ରହ୍ମ ଯୋଶୀ (୬୭)ଙ୍କ ଶନିବାର ଅପରାହ୍ନରେ ହୃଦଘାତରେ ପରଲୋକ…

ଭଞ୍ଜନଗର ପାଇଁ ଗର୍ବ ଆଣିଲେ ଅଭିଲିପ୍ସା, ସଙ୍ଗୀତ ପ୍ରତିଯୋଗିତାରେ ରାଜ୍ୟରେ ପ୍ରଥମ

ଭଞ୍ଜନଗର,୨।୮(ବାବୁଲା ପ୍ରଧାନ): ରାଜ୍ୟସ୍ତରୀୟ ସଙ୍ଗୀତ ପ୍ରତିଯୋଗିତାରେ ପ୍ରଥମ ସ୍ଥାନ ଅଧିକାର କରି ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି ଦଶମ ଶ୍ରେଣୀର ଛାତ୍ରୀ ଅଭିଲିପ୍ସା ତ୍ରିପାଠୀ।…

ବର୍ଷା ବିପନ୍ନଙ୍କ ପାଖରେ ପହଞ୍ଚିଲେ ହାଟଡିହି ବ୍ଲକ ଉପାଧ୍ୟକ୍ଷ, ଅଞ୍ଚଳବାସୀଙ୍କ ପ୍ରଶଂସା

ବଞ୍ଚୋ,୨।୮(ପ୍ରଦୋଷ ବିଶ୍ୱାଳ ): ଲଗାଣ ବର୍ଷା ଓ ବନ୍ୟା ପ୍ରଭାବରେ ଆନନ୍ଦପୁର ଉପଖଣ୍ଡର ଅନେକ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ବଞ୍ଚୋ ଗ୍ରାମପଞ୍ଚାୟତର ୧୧ ଓ…

ଦାରିଙ୍ଗବାଡିରେ ବ୍ୟବସାୟୀଙ୍କ ଘରୁ ଲୁଟ୍ ଘଟଣା, ସନ୍ଧାନୀ କୁକୁର ପହଞ୍ଚି…

ଦାରିଙ୍ଗବାଡି,୨।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦାରିଙ୍ଗବାଡି ବଜାରର ଲୁଗା ବ୍ୟବସାୟୀ ଅଶୋକ କୁମାର ସାହୁଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟ୍ ଚର୍ଚ୍ଚାର…

ମଦ ଦୋକାନରୁ ଚୋରି, ଭାଇରାଲ ହେଉଛି ସିସିଟିଭି ଫୁଟେଜ୍‌

ଛତ୍ରପୁର,୨ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ଥାନା ବଉଳ ଗାଁରେ ଥିବା ବିଦେଶୀ ମଦ ଦୋକାନରୁ ଶନିବାର ବିଳମ୍ବିତ ରାତିରେ ତାଲା ଭାଙ୍ଗି ଚୋରି ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri