Posted inଜାତୀୟ

ଦିଲ୍ଲୀରେ ଏବେ ସ୍କୁଲ ଖୋଲିବ ନାହିଁ: ମନୀଷ ସିସୋଦିଆ

ନୂଆଦିଲ୍ଲୀ,୧୦।୬: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଏବେ ସ୍କୁଲ ଖୋଲାଯିବ ନାହିଁ ବୋଲି ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିିଆ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ.,କରୋନା ଜୀବାଣୁ ସଂକ୍ରମଣକୁ ରୋକିବା ପାଇଁ ମୁମ୍ବାଇ ଏବଂ ଅନ୍ୟାନ୍ୟ ଦେଶ ନେଇଥିବା ପଦକ୍ଷେପରୁ ଦିଲ୍ଲୀ ସରକାର ଶିଖୁଛନ୍ତି। ୩୧ ଜୁଲାଇ ସୁଦ୍ଧା ଦିଲ୍ଲୀରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ୫.୫ ଲକ୍ଷରେ ପହଞ୍ଚିପାରେ। ଏଥିପାଇଁ ଡାକ୍ତରଖାନାରେ ଶଯ୍ୟା ପ୍ରସ୍ତୁତ ହୋଇସାରିଛି। ସେ ଏହା ମଧ୍ୟ ସ୍ପଷ୍ଟ କରିଛନ୍ତି ଯେ ବର୍ତ୍ତମାନ ଦିଲ୍ଲୀରେ ସ୍କୁଲ ଖୋଲିବାର କୌଣସି ପ୍ରଶ୍ନ ଉଠୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଜଣେ ଅଧିକାରୀଙ୍କ ବଦଳିରୁ ଆରମ୍ଭ ହୋଇଥିଲା ପରିବର୍ତ୍ତନ, ମନ୍ତ୍ରଣାଳୟରେ ପଡିଯାଇଥିଲା ହାହାକାର!

ନୂଆଦିଲ୍ଲୀ,୨୬।୭: ପେପର ଲିକ୍‌ ପ୍ରସଙ୍ଗରେ ଯନ୍ତରମନ୍ତର ସମେତ ଦେଶର ବିଭିନ୍ନ ସ୍ଥାନରେ ପ୍ରଦର୍ଶନ ଜାରି ରହିଥିଲେ ମଧ୍ୟ ଶିକ୍ଷା ମନ୍ତ୍ରଣାଳୟରେ ସ୍ଥିତି ସାଧାରଣ ଜଣାପଡୁଥିଲା, କିନ୍ତୁ ମାତ୍ର…

ବିରାଟକାୟ ଗଛ ପଡ଼ି ଭାଙ୍ଗିଲା ବିଦ୍ୟୁତ୍‌ ଖୁଣ୍ଟ, ଅନ୍ଧାରରେ ଗାଁ

ଦାରିଙ୍ଗବାଡ଼ି,୨୬ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶନିବାର ବିଳମ୍ବିତ ରାତିରୁ ଲଘୁଚାପ ଜନିତ ବର୍ଷା ଜାରି ରହିଛି ଏଥିପାଇଁ ଅଞ୍ଚଳର ଦୁର୍ଗମ ଗ୍ରାମଗଡ଼ିକ ଅଧିକ…

ଇସ୍ତଫା ଦେବା ପରେ ନିଜ ପ୍ରୋଫାଇଲ ବଦଳାଇଲେ ଧର୍ମେନ୍ଦ୍ର ପ୍ରଧାନ, ଲେଖିଲେ ଏମିତି…

ନୂଆଦିଲ୍ଲୀ,୨୬।୭: ନିଟ୍‌ (NEET) ପରୀକ୍ଷା ପେପର ଲିକ୍‌ ପ୍ରସଙ୍ଗରେ ଦେଶବ୍ୟାପୀ ଛାତ୍ରମାନଙ୍କର ପ୍ରବଳ ପ୍ରତିବାଦ ପରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର (୨୫ ଜୁଲାଇ,…

ଡ୍ରେନ୍‌ ସଫେଇ ପରେ ରାସ୍ତାକଡ଼ରେ ସ୍ଲାବ୍‌, ବଢୁଛି ଟ୍ରାଫିକ୍‌ ଜାମ୍‌

ତିହିଡ଼ି,୨୬ା୭(କାଳନ୍ଦୀ ବେହେରା): ଭଦ୍ରକ-ଆରଡ଼ି ମୁଖ୍ୟ ରାସ୍ତାର ଆରଡ଼ି ଛକ ନିକଟରେ ଡ୍ରେନ୍‌ ସଫେଇ କରାଯିବା ପରେ ଡ୍ରେନ୍‌ ଉପରେ ଥିବା ସ୍ଲାବ୍‌ଗୁଡ଼ିକୁ ରାସ୍ତାପାର୍ଶ୍ୱରେ ରଖି ଦିଆଯାଇଥିବାରୁ ଯାତାୟାତରେ…

ଧର୍ମେନ୍ଦ୍ର ପ୍ରଧାନ ନିଜେ ଦୁଇଥର ଦେଇଥିଲେ ଇସ୍ତଫା ପ୍ରସ୍ତାବ? ହେଲେ ସରକାର…ସାଂଘାତିକ ଖୁଲାସା

ନୂଆଦିଲ୍ଲୀ,୨୬।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଶନିବାର ଇସ୍ତଫା ଦେଇଥିବା ଧର୍ମେନ୍ଦ୍ର ପ୍ରଧାନ କଥିତ ଭାବରେ NEET ପେପର ଲିକ୍‌ ବିବାଦ ଏବଂ ଛାତ୍ରମାନଙ୍କ ପ୍ରତିବାଦ ସମୟରେ…

ନୂଆ ପିଢ଼ି, ନୂଆ ଆଭିମୁଖ୍ୟ: କୌଣସି ପଞ୍ଜିକୃତ ଦଳ ନାହିଁ, କୌଣସି ତୃଣମୂଳ ସ୍ତରର ଆଧାର ନାହିଁ, ତଥାପି ଏକାଠି ହେଲେ ଯୁବପିଢ଼ି, ଦୋହଲିଗଲା…

ନୂଆଦିଲ୍ଲୀ,୨୬।୭: ‘କକ୍ରୋଚ ଜନତା ପାର୍ଟି’ (CJP), ଯୁବପିଢ଼ିଙ୍କ ସମ୍ପର୍କରେ ସୁପ୍ରିମକୋର୍ଟଙ୍କ ‘କକ୍ରୋଚ’ ମନ୍ତବ୍ୟକୁ ନେଇ ସୃଷ୍ଟି ହୋଇଥିବା ବିବାଦରୁ ଜନ୍ମିତ – ମାତ୍ର ୩୬ ଦିନର ଆନ୍ଦୋଳନ…

ହଜିଥିବା ମୋବାଇଲ ହିତାଧିକାରୀଙ୍କୁ ହସ୍ତାନ୍ତର: ୬ ମାସରେ ମିଳିଲାଣି ୧୬୫ ମୋବାଇଲ

ଭଞ୍ଜନଗର,୨୬ା୭(ବାବୁଲା ପ୍ରଧାନ): ଦିନ ଥିଲା ମୋବାଇଲ ହଜିଲେ ଏବଂ ଚୋରି ହେଲେ ହିତାଧିକାରୀଙ୍କ ଚିନ୍ତା ବଢ଼ିଯାଉଥିଲା। କିନ୍ତୁ ସମୟ ବଦଳିବା ସହ ବୈଜ୍ଞାନିକମାନଙ୍କ ନୂଆ ନୂଆ ବୈଷୟିକ…

Dharmendra Pradhan Resignation: ଇସ୍ତଫା ପରେ କେନ୍ଦ୍ରମନ୍ତ୍ରୀଙ୍କୁ କେତେ ମିଳେ ପେନସନ୍? ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୬ା୭:ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌କୁ ନେଇ ଚାପ ବଢ଼ିବା ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶନିବାର ଇସ୍ତଫା ଦେଇଛନ୍ତି। ଧର୍ମେନ୍ଦ୍ରଙ୍କ ଇସ୍ତଫା କକ୍‌ରୋଚ ଜନତା ପାର୍ଟି (ସିଜେପି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri