Posted inଜାତୀୟ

ଦିଲ୍ଲୀରେ କୃଷକଙ୍କ ରଣହୁଙ୍କାର

ନୂଆଦିଲ୍ଲୀ,୧୮।୯: କୃଷକ ଓ ଶ୍ରମିକଙ୍କ ସମସ୍ୟାକୁ ନେଇ ଦିଲ୍ଲୀରେ ଗର୍ଜିବ ଭାରତୀୟ କୃଷକ ସଂଗଠନ। ଭାରତୀୟ କୃଷକ ସଂଗଠନ ନେତୃତ୍ୱରେ ହଜାର ହଜାର କୃଷକ ସହାରନପୁରରୁ ଦିଲ୍ଲୀ ପର୍ଯ୍ୟନ୍ତ ପଦଯାତ୍ରାରେ ଯିବେ। ଆଉ ଏହି ଯାତ୍ରାର ନାଁ ରହିଛି ‘କିଶାନ ମଜଦୁର ଯାତ୍ରା’। ଏହି ପଦଯାତ୍ରା ମଙ୍ଗଳବାର ମିରଠରୁ ଆରମ୍ଭ ହୋଇଥିବା ବେଳେ ବୁଧବାର ଗାଜିଆବାଦରେ ପହଞ୍ଚିଛି। ଏହାପରେ ଏହି ଯାତ୍ରା ନଏଡା ହୋଇ ହୋଇ ସେପ୍ଟେମ୍ବର ୨୧ରେ ଦିଲ୍ଲୀରେ ପହଞ୍ଚି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମ୍ମୁଖରେ କୃଷକ ସଂଗଠନ ଏକ ୧୫ଦଫା ଦାବି ସମ୍ବଳିତ ପତ୍ର ରଖିବେ।


Enter your email to get our daily news in your inbox.

All Right Reserved By Dharitri.Com

୯ ଦିନ ପରେ ମିଳିଲା ଗୌରାଙ୍ଗଙ୍କ ଗଳିତ ମୃତଦେହ, ପାଖରେ ପଡ଼ିଥିବା ଏସବୁ ଜିନିଷ ଦେଖି…

ଆଳି,୫ା୬(ବନମାଳୀ ସେନାପତି): ବହୁ ଚର୍ଚ୍ଚିତ ଆଳି ମହାଦେଇପାଟଣା ଗ୍ରାମର ନିଖୋଜ ଗୌରାଙ୍ଗ ସେଠୀଙ୍କ ଗଳିତ ମୃତଦେହ ୯ ଦିନ ପରେ ଉଦ୍ଧାର ହୋଇଛି। ଆଳି ଥାନା ଅନ୍ତର୍ଗତ…

କାହିଁକି ଭାଜପା ଛାଡିଲେ ଆନ୍ନାମଲାଇ? ନିଜେ କହିଲେ ଏହାର ବଡ଼ କାରଣ

ନୂଆଦିଲ୍ଲୀ,୫।୬: ତାମିଲନାଡୁରେ କେ. ଆନ୍ନାମଲାଇ ଏବଂ ଭାଜପା ଅଲଗା ହୋଇଯାଇଛନ୍ତି; ଭାଜପା ଆନ୍ନାମଲାଇଙ୍କ ଇସ୍ତଫା ଗ୍ରହଣ କରିଛି। ଭାଜପାରୁ ଅଲଗା ହେବା ପରେ ତୁରନ୍ତ ଆନ୍ନାମଲାଇ ଘୋଷଣା…

ରାଜନୀତିରେ ବଡ଼ ହଲଚଲ: NAC ଅଧ୍ୟକ୍ଷଙ୍କ ସହ ୧୧ କାଉନସିଲର ଛାଡ଼ିଲେ ବିଜେଡି

ବାଲିଗୁଡ଼ା,୫ା୬: କନ୍ଧମାଳ ଜିଲା ବାଲିଗୁଡ଼ା ରାଜନୀତିରେ ଏକ ବଡ଼ ହଲଚଲ ହୋଇଛି। ଏକାଧିକ ନେତା ବିଜେଡି ଛାଡ଼ିଛନ୍ତି। ବାଲିଗୁଡ଼ା NAC ଅଧ୍ୟକ୍ଷଙ୍କ ସମେତ ୧୧ କାଉନସିଲର ଏକାବେଳକେ…

ଆନ୍ନାମଲାଇ ଦଳ ଛାଡିବା ପରେ ଆସିଲା ଭାଜପାର ପ୍ରଥମ ପ୍ରତିକ୍ରିୟା, କହିଲା ସେ ଦଳ ଛାଡିଲେ କିଛି…

ନୂଆଦିଲ୍ଲୀ,୫।୬: ତାମିଲନାଡୁ ଭାଜପାର ଅନ୍ୟତମ ପ୍ରମୁଖ ନେତା କେ. ଆନ୍ନାମଲାଇ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ଦିନକର କଳ୍ପନାଜଳ୍ପନା ପରେ, ଭାଜପା ଶୁକ୍ରବାର ତାଙ୍କ ଇସ୍ତଫା…

ମହିଳାଙ୍କୁ ବଳାତ୍କାର: ଧରାପଡ଼ିଲେ ମୌଲାନା

କଟକ,୫।୬(ପ୍ରଭୁ କଲ୍ୟାଣ ପାଲ): ମହିଳାଙ୍କୁ ବଳାତ୍କାର କରିଥିବା ଅଭିଯୋଗରେ ଜଗତପୁର ଥାନା ପୋଲିସ ଶୁକ୍ରବାର ଜଣେ ମୌଲାନାଙ୍କୁ ଗିରଫ କରିଛି। ସେ ହେଲେ ଏସ୍‌.କେ ନାଜମୁଲ ଆରଫିନ…

ଆଉ କାଗଜ ନୁହେଁ, ଭାରତରେ କାରବାର ହେବ ପ୍ଲାଷ୍ଟିକ ନୋଟ; ଆରବିଆଇ ଗଭର୍ନରଙ୍କ ବଡ଼ ଘୋଷଣା!

ନୂଆଦିଲ୍ଲୀ,୫।୬: ଆରବିଆଇ (RBI) ଗଭର୍ନର ସଞ୍ଜୟ ମଲହୋତ୍ରା ଘୋଷଣା କରିଛନ୍ତି ଯେ ଭାରତୀୟ ରିଜର୍ଭ ବ୍ୟାଙ୍କ ଦେଶରେ ‘ପଲିମର’ (Polymer) କରେନ୍ସି ନୋଟ ପ୍ରଚଳନ କରିବା ପ୍ରସ୍ତାବ…

ମାତ୍ର ୧୫ ବର୍ଷ ବୟସରେ ଏତିକି କୋଟି ଟଙ୍କାର ମାଲିକ ବୈଭବ ସୂର୍ଯ୍ୟବଂଶୀ: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୫।୬:ନିକଟରେ ଶେଷ ହୋଇଥିବା IPLରେ ଚମତ୍କାର ପ୍ରଦର୍ଶନ କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଥମୁନି ଚର୍ଚ୍ଚା। କେବଳ ଲୋକପ୍ରିୟତା ନୁହେଁ ବରଂ ବିଶ୍ୱର ସବୁଠାରୁ ବଡ଼ କ୍ରିକେଟ…

ସତନ୍ତ୍ର ସଘନ ସଂଶୋଧନରେ ଯାଇଥିବା ବିଏଲଓଙ୍କୁ ଠେଲାପେଲା କରିବା ଘଟଣା: ଜନସାଧାରଣଙ୍କୁ ଏମିତି ନିବେଦନ କଲା ଜିଲା ପ୍ରଶାସନ

ପାଟଣା,୫।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବେଗନା ଗ୍ରାମରେ ସତନ୍ତ୍ର ସଘନ ସଂଶୋଧନ ଗୁରୁବାର ପୂର୍ବାହ୍ନରେ ଚାଲିଥିବାବେଳେ ବିଏଲଓ ସଦାନନ୍ଦ ସେଠୀଙ୍କୁ ଠେଲାପେଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri