Posted inଜାତୀୟ

ଦିଲ୍ଲୀରେ ଦଙ୍ଗା ଭିଆଇବା ପାଇଁ ଉତ୍ତରପ୍ରଦେଶରୁ ଆସିଥିଲେ ୩୦୦ରୁ ଅଧିକ ଲୋକ: ଶାହା

ନୂଆଦିଲ୍ଲୀ, ୧୧।୩: ଦିଲ୍ଲୀ ଦଙ୍ଗା ଏକ ଷଡ଼ଯନ୍ତ୍ର ଥିଲା। ଦଙ୍ଗା ଭିଆଇବା ପାଇଁ ଉତ୍ତରପ୍ରଦେଶରୁ ୩୦୦ରୁ ଅଧିକ ଲୋକ ଆସିଥିଲେ। ଉତ୍ତର-ପୂର୍ବ ଦିଲ୍ଲୀର ସୀମା ଉତ୍ତରପ୍ରଦେଶକୁ ଲାଗିଥିବାରୁ ଦଙ୍ଗାକାରୀ ସହଜରେ ସହରରେ ପ୍ରବେଶ କରିଥିବା ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଲୋକ ସଭାରେ ସୂଚନା ଦେଇଛନ୍ତି। ଇତିମଧ୍ୟରେ ୭୦୦ରୁ ଅଧିକ ମାମଲା ଦାଏର କରାଯାଇଛି। ସେହିପରି ୧୦୦ରୁ ଅଧିକ ଅସ୍ତ୍ରଶସ୍ତ୍ର ଜବତ ହୋଇଛି। ସିଏଏକୁ ନେଇ ଦଙ୍ଗା ହୋଇଥିବା କହି ଲୋକଙ୍କୁ ଭ୍ରମିତ କରାଯାଉଛି। ଦଙ୍ଗା ଉପରେ କମ୍‌ ସମୟ ମଧ୍ୟରେ ନିୟନ୍ତ୍ରଣ ଅଣାଯାଇଥିବା ଶାହା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

BCCI ଡାକିଲା ଜରୁରୀ ବୈଠକ; ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା; ରୋହିତ-ବିରାଟ, ଏବଂ ଗମ୍ଭୀର-ଆୟରଙ୍କ ସମ୍ପର୍କରେ ପ୍ରମୁଖ ନିଷ୍ପତ୍ତି ଆଶା କରାଯାଉଛି

ନୂଆଦିଲ୍ଲୀ,୧୧।୭: ଭାରତୀୟ କ୍ରିକେଟରେ ସବୁକିଛି ଠିକ ଅଛି କି? ଏହା ବର୍ତ୍ତମାନ ଏକ ପ୍ରମୁଖ ପ୍ରଶ୍ନ ପାଲଟିଛି। ଭାରତୀୟ ଦଳ ଆୟରଲ୍ୟାଣ୍ଡ ବିପକ୍ଷରେ ଦୁଇ ମ୍ୟାଚ ବିଶିଷ୍ଟ…

ମିଷ୍ଟ୍ରି ଗର୍ଲଙ୍କ ସହ ଭାଇରାଲ ହେଉଛି ଶୁବମନ ଗିଲଙ୍କ ଫଟୋ, କିଏ ସେହି ରହସ୍ୟମୟୀ ଝିଅ? ସାରା ତେନ୍ଦୁଲକରଙ୍କୁ ଦେବେ ଟକ୍କର

ନୂଆଦିଲ୍ଲୀ,୧୧।୭: ଟିମ ଇଣ୍ଡିଆର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲ ୱିମ୍ବଲଡନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ତାଙ୍କୁ ସଚିନ ତେନ୍ଦୁଲକର ଏବଂ ତାଙ୍କ ପରିବାର ସହିତ…

TMCକୁ ଆଉ ଏକ ଝଟକା! ମମତାଙ୍କ ଠାରୁ ଅଲଗା ହେବାକୁ ଯାଉଛନ୍ତି ଅନୁବ୍ରତ ମଣ୍ଡଳ

କୋଲକାତା,୧୧।୭: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ବୋଲି ବିବେଚିତ ଅନୁବ୍ରତ ମଣ୍ଡଳ ଏବେ ତାଙ୍କଠାରୁ ଅଲଗା ହୋଇ ରୀତାବ୍ରତ ବାନାର୍ଜୀଙ୍କ ଶିବିରରେ ଯୋଗ ଦେଇପାରନ୍ତି।…

ମୋଦି ରହୁଥିବା ହୋଟେଲରେ ପଶିଲେ ବିକ୍ଷୋଭକାରୀ, ଆଉ ତା’ପରେ…

ମେଲ୍‌ବୋର୍ନ,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ଅଷ୍ଟ୍ରେଲିଆ ଗସ୍ତରେ ଯାଇ ବୁଧବାର ସେଠାରେ ପହଞ୍ଚତ୍ବାର କିଛି ସମୟ ପରେ ମେଲ୍‌ବୋର୍ନର ଏକ ହୋଟେଲରେ ଜଣେ ଅତି…

ଡ୍ରାଗନର ନୂଆ ଚାଲ: ଚାଇନାର ନଦୀବନ୍ଧ ଭାରତ ପାଇଁ ସାଜିବ କି ବଡ଼ ବିପଦ?

ବେଜିଂ,୧୧ା୭: ତିବ୍ବତର ୟାରଲୁଙ୍ଗ୍‌ ସାଙ୍ଗପୋ ନଦୀରେ ଚାଇନା ବିଶ୍ୱର ସର୍ବବୃହତ ଜଳବିଦ୍ୟୁତ୍‌ ପ୍ରକଳ୍ପ ନିର୍ମାଣ କରୁଥିବାବେଳେ ଉକ୍ତ ନଦୀବନ୍ଧ ପ୍ରତି ପ୍ରାକୃତିକ ବିପଦ ରହିଥିବା ଚାଇନା ସରକାରଙ୍କ…

ସଚିନଙ୍କ ସହ ୱିମ୍ବଲଡନ ଦେଖିବାକୁ ଗଲେ ଶୁବମନ ଗିଲ୍‌: ଲୋକେ କହିଲେ…

ନୂଆଦିଲ୍ଲୀ,୧୧।୭: ଭାରତର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲଙ୍କୁ ୱିମ୍ବଲଡନରେ ରୟାଲ ବକ୍ସରେ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଏବଂ ତାଙ୍କ ସ୍ତ୍ରୀ ଅଞ୍ଜଳିଙ୍କ…

IND vs ENG: ବାହାନା ପରେ ବାହାନା… ଟିମ ଇଣ୍ଡିଆର ଦୁଃଖଦ ଅବସ୍ଥା ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୧୧।୭: ଭାରତର T20 ଦଳର ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ପାଖରେ ଅସୀମ ବାହାନା ଥିବା ପରି ମନେହୁଏ। ସେ ଏବେ ଆଉ ଏକ ବାହାନା ବାହାର…

ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ, ଆଉ ୩…

ଝରିଗାଁ,୧୧ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ନୂତନ କୋର୍ଟ ନିକଟରେ ବାଇକ୍‌ ଦୁର୍ଘଟଣା ଯୋଗୁ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଥିବାବେଳେ ବାଇକ୍‌ରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri