Posted inଜାତୀୟ

ଦିଲ୍ଲୀରେ ପହଞ୍ଚିଲେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ: ମୋଦି, ସୋନିଆଙ୍କୁ କରିବେ ସାକ୍ଷାତକାର

ନୂଆଦିଲ୍ଲାୀ,୨୧।୨: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ତଥା ଶିବେସେନା ମୁଖ୍ୟ ଉଦ୍ଧବ ଠାକରେ ଶୁକ୍ରବାର ଦିଲ୍ଲୀରେ ପହଞ୍ଚିଛନ୍ତି। ପୂର୍ବରୁ ନିର୍ଦ୍ଧାରିତ ହୋଇଥିବା କାର୍ଯ୍ୟକ୍ରମ ଅନୁସାରେ ଉଦ୍ଧବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସୌଜନମୂଳକ ସାକ୍ଷାତକାର କରିବେ। ମୋଦିଙ୍କୁ ଭେଟିବା ପରେ ଦିଲ୍ଲୀ ସଫଦରଜଙ୍ଗ ଲେନ୍‌-୧୫ରେ ଥିବା ଶିବସେନାର ମୁଖପାତ୍ର ସଞ୍ଜୟ ରାଉତଙ୍କ ସରକାରୀ ବାସଭବନରେ ଉଦ୍ଧବ ଖବରଦାତା ସମ୍ମିଳନୀକୁ ସମ୍ବୋଧିତ କରିବେ। ଏନେଇ ସଞ୍ଜୟ ରାଉତ ଟୁଇଟ କରି ସୂଚନା ଦେଇଛନ୍ତି। ଏହାପରେ ସେ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଓ ଭାଜପାର ବରିଷ୍ଠ ନେତାଙ୍କୁ ଲାଲକୃଷ୍ଣ ଆଡଭାନୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀ ହେବା ପରେ ଉଦ୍ଧବଙ୍କ ଏହା ପ୍ରଥମ ଦିଲ୍ଲୀ ଗସ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ଚେକିଂ ବେଳେ ଧରାପଡ଼ିଲେ ବାପ-ପୁଅ, ୨ ଦେଶୀ ବନ୍ଧୁକ ସହ ବିପୁଳ ଗୁଳି ଜବତ

ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୧ା୧୦(ଶୁଭକାନ୍ତ ନାୟକ/ ଶ୍ରୀଧର ମହାରଣା/ ନିରାକାର ପରିଡ଼ା): ପାର୍ବଣକୁ ଦୃଷ୍ଟିରେ ରଖି କେନ୍ଦୁଝର ପୋଲିସ କଡ଼ା ପଦକ୍ଷେପ ନେଇଛି। ଆନନ୍ଦପୁର ଉପଖଣ୍ଡରେ ପ୍ରଥମଥର ପାଇଁ ପୋଲିସ ଏକ…

ମାନସିକ ଅସୁସ୍ଥ ମହିଳାଙ୍କୁ ବଳାତ୍କାର ଉଦ୍ୟମ କଲାବେଳେଯୁବକଙ୍କୁ ମାଡ଼ିବସିଲେ ଲୋକେ: ବହେ ଛେଚିଲେ

ପୁରୀ,୧୦।୧୦: ପୁରୀ ଜିଲା ଚନ୍ଦନପୁର ଥାନା ଅନ୍ତର୍ଗତ ଜଳକବର ନିକଟରେ ଜଣେ ମାନସିକ ଅସୁସ୍ଥ ମହିଳାଙ୍କୁ ଜଣେ ନିଶାସକ୍ତ ଯୁବକ ବଳାତ୍କାର ଉଦ୍ୟମ କରିଥିବା ଅଭିଯୋଗକୁ ନେଇ…

ଏନକ୍ଲୋଜର୍ ଭିତରକୁ ପଶିଗଲେ ବ୍ୟକ୍ତି, ଝୁଣି ଖାଇଲା ରକ୍ତମୁଖା ବାଘ, ପୂରା ଘଟଣା ଜାଣିଲେ…

ଲଣ୍ଡନ,୧୧ା୧୦: ଇଂଲଣ୍ଡର ୟର୍କସାୟର୍ ଓ୍ବାଇଲ୍ଡଲାଇଫ୍‌ ପାର୍କରେ ଜଣେ ବ୍ୟକ୍ତି ବାଘ ରହୁଥିବା ଏନକ୍ଲୋଜର୍ (ଖୁଆଡ଼) ଭିତରକୁ ପଶିଯିବା ପରେ ବାଘ ଆକ୍ରମଣର ଶିକାର ହୋଇ ପ୍ରାଣ ହରାଇଛନ୍ତି।…

ଶୁକ୍ର-ମଙ୍ଗଳଙ୍କ ଯୋଗରେ ବଡ଼ ପରିବର୍ତ୍ତନ! ମେଷ, ମକର ସମେତ ୪ ରାଶିଙ୍କର ହେବ ଧନହାନି, ପାଖରୁ ପଳାଇବ ଟଙ୍କା!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଶୁକ୍ର ଗ୍ରହ ତୁଳା ରାଶିରେ ଏବଂ ମଙ୍ଗଳ ଗ୍ରହ କର୍କଟ ରାଶିରେ ଅବସ୍ଥାନ କରୁଛନ୍ତି। ଶୁକ୍ରଙ୍କୁ ଧନ, ସୁଖ-ସୁବିଧା ଓ ସମ୍ପର୍କର…

ସ୍କୁଟି ଧକ୍କାରେ ଚାଲିଗଲା ଦିନ ମଜୁରିଆଙ୍କ ଜୀବନ

ବଲାଙ୍ଗୀର, ୧୧।୧୦ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସଇଁତଳା ୨୬ ନମ୍ବର ଜାତୀୟ ରାଜପଥର ବିଜାଖମନ ନର୍ସରୀ ନିକଟରେ ରବିବାର ଭୋର ସମୟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ କୁଶପୁତ୍ତଳିକା ଦାହ କଲେ ବାମପନ୍ଥୀ

ବିଦ୍ୟାଧର ସାହୁ, ୧୧।୧୦: ଗଞ୍ଜାମ, ୧୦/୧୦: କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ, ଓଡ଼ିଶା କୃଷକ ସଭା ଓ କ୍ଷେତ ମଜଦୁର ୟୁନିୟନ ପକ୍ଷରୁ ଗଞ୍ଜାମ ତହସିଲ ଅନ୍ତର୍ଗତ ରାମଗଡ଼…

ସମଲେଶ୍ବରୀଙ୍କ ଶୈଳପୁତ୍ରୀ ବେଶ

ବରଗଡ଼,୧୧।୧୦(ପ୍ରେମାନନ୍ଦ ଖମାରୀ): ଆଜିଠାରୁ ଆରମ୍ଭ ହୋଇଛି ଶାରଦୀୟ ନବରାତ୍ର ପୂଜା। ଏହି ଅବସରରେ ନବରାତ୍ର ପୂଜାର ପ୍ରଥମ ଦିବସରେ ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା ସମଲେଶ୍ବରୀ ଶୈଳପୁତ୍ରୀ…

ସରକାରଙ୍କ ବଡ଼ ଘୋଷଣା: ବଢିବ ମାସିକ ପେନସନ! ଜାଣନ୍ତୁ କେତେ …

ଲକ୍ଷ୍ନୌ,୧୧।୧୦: ଉତ୍ତରପ୍ରଦେଶର ବୟସ୍କ ନାଗରିକ, ନିରାଶ୍ରିତ ମହିଳା ଓ ଦିବ୍ୟାଙ୍ଗଜନଙ୍କ ପାଇଁ ବଡ଼ ଖବର। ଯୋଗୀ ଆଦିତ୍ୟନାଥ ସରକାର ଏହି ବର୍ଗର ହିତାଧିକାରୀଙ୍କୁ ମିଳୁଥିବା ପେନସନ ରାଶି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?