ଦୀପାବଳି : ଘରର ସୁଖ ସମୃଦ୍ଧି ଲାଗି ଏସବୁ ବିଷୟ ପ୍ରତି ଦିଅନ୍ତୁ ଧ୍ୟାନ

ଆଲୋକର ପର୍ବ ଦୀପାବଳି। ଏହି ପର୍ବରେ ଘରର ସୁଖ ସମୃଦ୍ଧି ଲାଗି ଅନେକ ବିଷୟ ଉପରେ ଧ୍ୟାନ ଦେବାକୁ ପଡ଼ିଥାଏ। ଏହି ଦିନରେ ମହାକାଳୀଙ୍କ ପୂଜା ଲାଗି ଘର ସାଜ୍ଜସଜ୍ଜା କରାଯାଇଥାଏ। ତେବେ ଜାଣନ୍ତୁ ଏହି ଦିନରେ କେଉଁସବୁ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ଉପରେ ଧ୍ୟାନ ଦେବାକୁ ପଡ଼ିଥାଏ।
ଦୀପାବଳି ଦିନ ସ୍ନାନ ସାରି ନୂତନ ବସ୍ତ୍ର ପରିଧାନ କରି ବୟୋଜ୍ୟେଷ୍ଠମାନଙ୍କ ଆଶୀର୍ବାଦ ନିଅନ୍ତୁ। ପୁଣି ସନ୍ଧ୍ୟାରେ ସ୍ନାନକରି ମା’କାଳୀଙ୍କ ପୂଜା ପ୍ରସ୍ତୁତିରେ ଲାଗିପଡ଼ନ୍ତୁ। ପରେ ମହାଲକ୍ଷ୍ମୀଙ୍କ ଫଟୋ ଲଗାଇ ଗଣେଶଙ୍କୁ ସ୍ଥାପନା କରି ପୂଜା ଆରମ୍ଭ କରନ୍ତୁ। ଘରେ ପ୍ରସ୍ତୁତ ଭୋଜନ ପ୍ରଥମେ ମା’ ଲକ୍ଷ୍ମୀଙ୍କୁ ଅର୍ପଣ କରନ୍ତୁ। ଠାକୁର ଘରେ ନିଜର ଇଷ୍ଟଦେବଦେବୀଙ୍କ ନିକଟରେ ଦୀପ ଲଗାଇ ସାରିବା ପରେ ବାହାରେ ଲଗାନ୍ତୁ। ପୂଜାରେ ଲକ୍ଷ୍ମୀ ଓ ଗଣେଶଙ୍କ ନିକଟରେ ଲଡ଼ୁ ଭୋଗ ଲଗାନ୍ତୁ। ଏପରି କଲେ ଘରେ ସୁଖ ସମୃଦ୍ଧି ବଜାୟ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

ରାଜରାସ୍ତାରେ ଯୁବତୀଙ୍କ ବେକରେ ଖଣ୍ଡା ଲଗାଇଲେ ଯୁବକ, ମୋତେ ବାହା ନ ହେଲେ ହାଣିଦେବି କହି…

ଡେରାବିଶ,୬ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ କଲେଜ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା କ୍ରମରେ ପ୍ରେମ ପ୍ରତାରଣାର କରୁଣ ପରିଣତି ଦେଖିବାକୁ ମିଳିଛି। ଯୁକ୍ତ…

ସୂର୍ଯ୍ୟକୁମାରଙ୍କୁ ବଦଳାଇ ଶ୍ରେୟସ ଆୟରଙ୍କୁ କାହିଁକି କରାଗଲା ଅଧିନାୟକ ପ୍ରକୃତ କାରଣ କହିଲେ ଅଜିତ ଅଗରକର

ନୂଆଦିଲ୍ଲୀ,୬।୬: ଶନିବାର ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଭାରତର ଟି-୨୦ ଦଳ ଘୋଷଣା କରିଥିଲେ, ସେତେବେଳେ ତାଲିକାରୁ ଅଧିନାୟକ…

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

ବକ୍ସ ଅଫିସରେ ଧମାକା କଲା ‘ପେଡ୍ଡି’: କ୍ଷମା ମାଗିଲେ ନିର୍ଦ୍ଦେଶକ

ତେଲୁଗୁ ସ୍ପୋଟର୍‌ସ ଆକ୍ସନ ଡ୍ରାମା ‘ପେଡ୍ଡି’ ରିଲିଜ ହେବାର ମାତ୍ର ଦୁଇ ଦିନ ମଧ୍ୟରେ ଭାରତୀୟ ବକ୍ସ ଅଫିସରେ ଧମାକା କରିଛି। ରାମ ଚରଣ ଏବଂ ଜାହ୍ନବୀ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଟିମ ଇଣ୍ଡିଆରେ କାହିଁକି ମିଳିଲା ସୁଯୋଗ? ଏମିତି କହିଲେ ଅଗରକର

ନୂଆଦିଲ୍ଲୀ,୬।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିବାକୁ ପ୍ରସ୍ତୁତ ଏବଂ ସେ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ ବୋଲି ଚର୍ଚ୍ଚା ଯୋର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri