ଦୀପାବଳି ପୂର୍ବରୁ ଅନ୍ଧାର ଆଶଙ୍କା…

ନୂଆଦିଲ୍ଲୀ,୧୧।୧୦: ଆଲୋକର ପର୍ବ ଦୀପାବଳିର ପୂର୍ବରୁ ଦେଶରେ ଅନ୍ଧାର ଘୋଟିବାକୁ ଯାଉଛି। ଦେଶରେ ବିଦ୍ୟୁତ ସଙ୍କଟ ଯୋଗୁ ଏଭଳି ପରିସ୍ଥିତି ସୃଷ୍ଟି ହେବାର ଆଶଙ୍କା ଦେଖାଦେଇଛି। ଭାରତର ୧୩୫ ତାପଜ ବିଦ୍ୟୁତ କେନ୍ଦ୍ର ରହିଛି। ଏଠାରେ କୋଇଲାରୁ ବିଦ୍ୟୁତ ଉତ୍ପାଦନ ହୁଏ, କିନ୍ତୁ ସେଥି ମଧ୍ୟରୁ ଅଧା କେନ୍ଦ୍ର ପାଖରେ ତିନି ଦିନରୁ କମ କୋଇଲା ଷ୍ଟକ ରହିଛି। ଭାରତର ପ୍ରାୟ ୭୦ ପ୍ରତିଶତ ବିଦ୍ୟୁତ୍‌ ଉତ୍ପାଦନ ତାପଜ କେନ୍ଦ୍ରରୁ ହୋଇଥାଏ। ଏକ୍ଷେତ୍ରରେ ଚାଇନା ପରେ ଭାରତ ବିଶ୍ୱରେ ଦ୍ୱିତୀୟ ସ୍ଥାନରେ ରହିଛି।

ଚାଇନାରେ ମଧ୍ୟ କୋଇଲା ସଙ୍କଟ ଦେଖାଦେଇଛି ଏବଂ ଏହାର ମୁକାବିଲା ପାଇଁ ଏବେ ବହୁ କାରଖାନା ଏବଂ ବିଦ୍ୟାଳୟଗୁଡ଼ିକ ବନ୍ଦ କରି ଦିଆଯାଇଛି। ଭାରତର ବିଦ୍ୟୁତ୍‌ ସଙ୍କଟ ସମ୍ପର୍କରେ କେନ୍ଦ୍ର ଶକ୍ତି ମନ୍ତ୍ରୀ ଆର.କେ ସିଂ ସୂଚନା ପ୍ରଦାନ କରିଛନ୍ତି ଯେ ଦେଶରେ କୋଇଲା ସଙ୍କଟ ନାହିଁ କିମ୍ବା ରହିବାର ଆଶଙ୍କା ନାହିଁ। ସେ କହିଛନ୍ତି ଯେ, ପ୍ରତିଦିନ କୋଇଲା ଷ୍ଟକ ଉପରେ ନଜର ରଖାଯାଉଛି। ଦେଶର କୌଣସି ଅସୁବିଧା ହେବନାହିଁ ବୋଲି ସେ ଦୃଢ଼ୋକ୍ତି ପ୍ରକାଶ କହିଛନ୍ତି।

ତେବେ କେତେକ ଗଣମାଧ୍ୟମ ରିପୋର୍ଟ ଅନୁସାରେ ୩ଟି ରାଜ୍ୟର ୨୦ରୁ ଅଧିକ ତାପଜ କେନ୍ଦ୍ର ବନ୍ଦ ରହିବାର ଆଶଙ୍କା ଦେଖା ଦେଇଛି। ଏଭଳି ସ୍ଥିତି ଜାରି ରହିଲେ ଅବସ୍ଥା ଅସମ୍ଭାଳ ହେବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍‌କୁ ଡରେନି ଏହି ସରକାର…’

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ଇଲେକ୍ଟ୍ରୋନିକ୍ସ ହବ୍ ହେବ ଭାରତ: ଘରୋଇ ଉତ୍ପାଦନ ବୃଦ୍ଧି ପାଇଁ କେନ୍ଦ୍ର ସରକାରଙ୍କ ୪.୬ ବିଲିୟନ ଡଲାର ଅନୁଦାନ

ନୂଆଦିଲ୍ଲୀ,୨ା୧: ଭାରତ ସରକାର ଦେଶର ଇଲେକ୍ଟ୍ରୋନିକ୍ସ ଯୋଗାଣ ଶୃଙ୍ଖଳାକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ଶୁକ୍ରବାର ଆଇଟି (IT) ମନ୍ତ୍ରଣାଳୟ...

ମାର୍ଚ୍ଚ ମାସରୁ ଏଟିଏମରେ ମିଳିବନି ୫୦୦ ଟଙ୍କିଆ ନୋଟ୍‌? ସ୍ପଷ୍ଟ କଲେ ସରକାର

ନୂଆଦିଲ୍ଲୀ,୨।୧: ଆଜିକାଲି ସୋସିଆଲ ମିଡିଆରେ ୫୦୦ ଟଙ୍କିଆ ନୋଟ ଚର୍ଚ୍ଚାର ଏକ ମୁଖ୍ୟ ବିଷୟ ପାଲଟିଛି। ପୋଷ୍ଟଗୁଡ଼ିକରେ ଦାବି କରାଯାଉଛି ଯେ ମାର୍ଚ୍ଚ ୨୦୨୬ ରୁ...

ଯିବାକୁ ପଡିବନି RTO: ଏଣିକି ଘରେ ବସି ରିନ୍ୟୁ ହେବ ଡ୍ରାଇଭିଂ ଲାଇସେନ୍ସ, ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨।୧: ଯଦି ଆପଣଙ୍କର ଡ୍ରାଇଭିଂ ଲାଇସେନ୍ସ (DL) ୨୦୨୬ରେ ଶେଷ ହେବାକୁ ଯାଉଛି, ତେବେ ଚିନ୍ତା କରିବାର କୌଣସି ଆବଶ୍ୟକତା ନାହିଁ। ଭାରତରେ ଆପଣଙ୍କର ଡ୍ରାଇଭିଂ...

ଇତିହାସ ରଚିଲା Dhurandhar: ଟିକସ ଛାଡ଼ ଘୋଷଣା କଲେ…

ମୁମ୍ବାଇ,୨।୧: ଫିଲ୍ମ “ଧୁରନ୍ଧର” ଡିସେମ୍ବର ୫, ୨୦୨୫ରେ ମୁକ୍ତିଲାଭ କରିଥିଲା। ଏହି ଫିଲ୍ମଟି ସାରା ବିଶ୍ୱରେ ହିଟ ହୋଇଥିଲା ଏବଂ ବକ୍ସ ଅଫିସରେ ଉଲ୍ଲେଖନୀୟ ପ୍ରଦର୍ଶନ...

ଏନ୍‌ଏସ୍‌ଏସ୍‌ ଅର୍ଥ ୧୦ ତାରିଖ ସୁଦ୍ଧା ଖର୍ଚ୍ଚ କର ଯଦି ନ ହୁଏ ତେବେ…

ଭଞ୍ଜନଗର,୨ା୧(ବାବୁଲା ପ୍ରଧାନ): ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ କିଭଳି ଖର୍ଚ୍ଚ ହେବ ସେନେଇ ଅନଲାଇନ ମାଧ୍ୟମରେ ଏକ ସମୀକ୍ଷା ବୈଠକ...

ନୂଆବର୍ଷରେ ମାଙ୍କଡ଼ କିଣିବା ପାଇଁ ମାଡ଼ପିଟ୍‌, ଗୋଟିକର ଦାମ୍‌…

ବେଜିଂ,୨ା୧: ନୂଆବର୍ଷ ପାଇଁ ଚାଇନାରେ ମାଙ୍କଡ଼ର ପ୍ରବଳ ଚାହିଦା ବଢ଼ିଛି। ପୂର୍ବରୁ କିଛି ହଜାର ଟଙ୍କାରେ ବିକ୍ରି ହେଉଥିବା ମାଙ୍କଡ଼ଗୁଡ଼ିକ ଏବେ ବେଜିଂରେ ୨୫ ଲକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri