ଦୀପାବଳି ଶୁଭ ମୂହୁର୍ତ୍ତ ଟ୍ରେଡିଂ: ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ୍‌ର ୬୨ ବର୍ଷର ପରମ୍ପରା; ସନ୍ଧ୍ୟା ୬ଟା ୧୫ରୁ ୭ଟା ୧୫ ପର୍ଯ୍ୟନ୍ତ ଘଣ୍ଟେ ପାଇଁ ଅନୁଷ୍ଠିତ

ମୁମ୍ବାଇ,୨୭।୧୦: ଦୀପାବଳି ଉପଲକ୍ଷେ ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ୍‌ର ୬୨ ବର୍ଷର ପରମ୍ପରା ଶୁଭ ମୂହୁର୍ତ୍ତ ଟ୍ରେଡିଂ ରବିବାର ସନ୍ଧ୍ୟା ୬ଟା ୧୫ରୁ ୭ଟା ୧୫ ପର୍ଯ୍ୟନ୍ତ ଘଣ୍ଟେ ପାଇଁ ଅନୁଷ୍ଠିତ ହୋଇଛି। ଏହି ପରମ୍ପରା ୧୯୫୭ରୁ ଆରମ୍ଭ ହୋଇଥିଲା। ସେହିପରି ଏନ୍‌ଏସ୍‌ଇରେ ଶୁଭ ମୂହୁର୍ତ୍ତ ଟ୍ରେଡିଂ ୧୯୯୨ଠାରୁ ଅନୁଷ୍ଠିତ ହୋଇଆସୁଛି। ଏହି ଧାର୍ଯ୍ୟ ସମୟରେ ନିବେଶକ ଶେୟାର ବଜାରରେ ନିବେଶ କରିଥାନ୍ତି। ଚଳିତ ଥର ଶୁଭ ମୂହୁର୍ତ୍ତ ଟ୍ରେଡିଂରେ ଅଧିକାଂଶ ନିବେଶକ ଅର୍ଡର କିଣାରେ ନିବେଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri