Posted inଜାତୀୟ

ଦୀପାବଳିରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର: ଗୋରଖପୁରରେ ୫ ସନ୍ଦିଗ୍ଧ

ଲକ୍ଷ୍ନୌ,୧୭।୧୦: ଦୀପାବଳିରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ରଚାଯାଇଛି। ଏଥିପାଇଁ ୫ ସନ୍ଦିଗ୍ଧ ଗୋରଖପୁରରେ ପହଞ୍ଚିଛନ୍ତି। ସେମାନେ ଏକ ଧଳା ଡିଜାୟର ଗାଡ଼ିରେ ନେପାଳ ଯାଇଛନ୍ତି। ଭାରତ-ନେପାଳ ସୀମା ଜଙ୍ଗଲରେ ସନ୍ଦିଗ୍ଧମାନେ ଥିବା ଏନ୍‌ଆଇଏ ପକ୍ଷରୁ ଗୋଇନ୍ଦା ବିଭାଗକୁ ସୂଚନା ଦିଆଯାଇଛି। ସେମାନଙ୍କର ଅନ୍ୟ ସହଯୋଗୀ ଅକ୍ଟୋବର ୧୭ରେ ଦିଲ୍ଲୀରେ ପହଞ୍ଚିବେ ବୋଲି ସୂଚନା ମିଳିଛି। ସନ୍ଦିଗ୍ଧଙ୍କ ସହିତ ସେମାନଙ୍କର ଏକ ବୈଠକ ହେବ। ପ୍ରଥମଥର ପାଇଁ ଏନ୍‌ଆଇଏ ପକ୍ଷରୁ ଏଭଳି ଗୁପ୍ତ ତଥ୍ୟକୁ ବାହାରେ ପ୍ରକାଶ କରାଯାଇଛି। ସନ୍ଦିଗ୍ଧ ଆତଙ୍କବାଦୀମାନେ ଉତ୍ତରପ୍ରଦେଶରେ ପ୍ରବେଶ କରିଥିବା ଖବର ମିଳିବାର ପରେ ରାଜ୍ୟରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବାଣିଜି୍ୟକ ବିଶ୍ୱାସରେ ଖାଦ୍ୟାଭ୍ୟାସ

ଆପଣ କେବେ ଏହା ଜାଣିବାକୁ କୌତୂହଳୀ ହୋଇଛନ୍ତି କି, କାହିଁକି ଇହୁଦୀମାନେ କୋଶେର ନିୟମ ପାଳନ୍ତି, ମୁସଲମାନମାନେ ହଲାଲ ଖାଦ୍ୟ ଖାଆନ୍ତି? ଆପଣ କେବେ ଭାବିଛନ୍ତି କି,…

ଏସ୍‌ଇବିସି ପାଇଁ କମିଶନ ଗଢ଼ିଲେ ସରକାର

ଭୁବନେଶ୍ୱର, ୮।୧୦(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ବିଭିନ୍ନ ସ୍ଥାନୀୟ ସ୍ବାୟତ୍ତ ଶାସନ ସଂସ୍ଥାଗୁଡିକରେ(ପଞ୍ଚାୟତ ଓ ପୌରାଞ୍ଚଳ) ସାମାଜିକ ଓ…

ବିଭାଜିତ ରାୟ ପ୍ରତ୍ୟାହାର ଆବେଦନର ପୁନର୍ବିଚାର କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୮ା୧୦(ପି.ଟି.): ମୁଖ୍ୟ ନିର୍ବାଚନ କମିଶନର(ସିଇସି) ଏବଂ ନିର୍ବାଚନ କମିଶନର (ଇସି) ନିଯୁକ୍ତି ପାଇଁ ଅଣାଯାଇଥିବା ୨୦୨୩ ଆଇନକୁ ଚ୍ୟାଲେଞ୍ଜ କରି ଦାଏର ପିଟିଶନଗୁଡ଼ିକୁ ବୃହତ୍ତର ସାମ୍ବିଧାନିକ ପୀଠକୁ…

ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପାଇଁ ଲଢ଼େଇ ଜାରି ରହିବ

ନୂଆଦିଲ୍ଲୀ,୮୧୦ ମୁଖ୍ୟ ନିର୍ବାଚନ କମିଶନର(ସିଇସି)ଙ୍କ ବିରୋଧରେ କକ୍‌ରୋଚ ଜନତା ପାର୍ଟି (ସିଜେପି)ର ଆନ୍ଦୋଳନ ନିର୍ବାଚନ ବ୍ୟବସ୍ଥାରେ ପରିବର୍ତ୍ତନ ପର୍ଯ୍ୟନ୍ତ ଜାରି ରହିବ। ଏପରିକି ସିଇସି ଜ୍ଞାନେଶ କୁମାରଙ୍କ…

ଚୀରନିଦ୍ରାରେ ବଲିଉଡ଼ର ଭେଟେରାନ ଆକ୍ଟର ‘ନାନା ପାଟେକର’

ମୁମ୍ବାଇ: ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ଘଟିଛି। ଗୁରୁବାର ୭୫ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ଗୋଆର ଡୋନା ପାଉଲା ସ୍ଥିତ…

‘ଇଣ୍ଡି’ ମେଣ୍ଟର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଅଖଚକ ସବୁ ବନ୍ଦ

ଭୁବନେଶ୍ୱର,୮।୧୦: ଗୁରୁବାର ସକାଳୁ ସକାଳୁ ସାରା ଓଡ଼ିଶାରେ ‘ଓଡ଼ିଶା ବନ୍ଦ’ ଡାକରାର ପ୍ରଭାବ ଦେଖିବାକୁ ମିଳିଛି। ୪ଦଫା ଦାବିରେ କଂଗ୍ରେସ ସହ ୯ଟି ବିରୋଧି ଦଳ ଏହି…

ଆଜି ଓଡ଼ିଶା ବନ୍ଦ

ଭୁବନେଶ୍ୱର, ୮ା୧୦, (ରବିନାରାୟଣ ଜେନା): କଂଗ୍ରେସ ନେତୃତ୍ୱରେ ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ୪ ଦଫା ଦାବି ନେଇ ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ରୁ…

ପୂଜା କମିଟିଗୁଡ଼ିକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି: ପାର୍ବଣ ପାଇଁ ସମ୍ପୂର୍ଣ୍ଣ ଗ୍ରାଉଣ୍ଡ ରେଣ୍ଟ ଛାଡ଼

ଭୁବନେଶ୍ୱର,୭ା୧୦: ଆଗାମୀ ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂଜା କମିଟିଗୁଡ଼ିକ ପାଇଁ ଏକ ବଡ଼ ଘୋଷଣା କରିଛନ୍ତି। ଭୁବନେଶ୍ୱର ମହାନଗର ନିଗମ (BMC) ଅଞ୍ଚଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?