Posted inଜାତୀୟ

ଦୀର୍ଘ ଦିନ ପରେ ଏକାଠି ମାଆଙ୍କ ସହ ଭୋଜନ କଲେ ମୋଦି

ଗାନ୍ଧିନଗର,୧୨ ।୩: ବିଧାନସଭା ନିର୍ବାଚନରେ ୪ ରାଜ୍ୟରେ ବିଜୟର ଧ୍ୱଜା ଉଡାଇବା ପରେ ଏବେ ଗୁଜରାଟକୁ ଟାର୍ଗେଟ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଶୁକ୍ରବାର ସେ ଦୁଇଦିନିଆ ଗୁଜରାଟ ଗସ୍ତରେ ଯାଇ ସେଠାରେ ମେଗା ରୋଡ ଶୋ’ କରିଛନ୍ତି । ଏହି ସମୟରେ ମୋଦି ପ୍ରାୟ ୨ ବର୍ଷ ପରେ ମାଆ ହିରାବେନଙ୍କୁ ଭେଟି ତାଙ୍କର ଆଶୀର୍ବାଦ ନେବା ସହ ତାଙ୍କସହ ମିଶି ଭୋଜନ କରିଛନ୍ତି । ଦିନରେ ରୋଡ ଶୋ’ ସରିବା ପରେ ସେ ତାଙ୍କର ଗାନ୍ଧିନଗର ସ୍ଥିତ ଘରକୁ ଯାଇ ମାଆଙ୍କୁ ଭେଟିଥିଲେ ।
ସୂଚନାଯୋଗ୍ୟ, ଶୁକ୍ରବାର ମୋଦି ଅହମଦାବାଦ ବିମାନ ବନ୍ଦରରେ ପହଞ୍ଚିବା ପରେ ସେହିଠାରୁ ହିଁ ଆରମ୍ଭ ହୋଇଥିଲା ରୋଡ ଶୋ’ । ଏହା ପ୍ରାୟ ୧୦ କିଲୋମିଟ ଅତିକ୍ରମ କରି ଗାନ୍ଧିନଗରରେ ଥିବା ଭାରତୀୟ ଜନତା ପାର୍ଟି(ଭାଜପା)ର ରାଜ୍ୟ କାର୍ଯ୍ୟାଳୟ ‘କମଲମ’ରେ ଶେଷ ହୋଇଥିଲା । ଏହି ସମୟରେ ରାସ୍ତାର ଉଭୟ ପାଶ୍ୱର୍ରେ ଥିବା ସମର୍ଥକଙ୍କୁ ମୋଦି ହାତ ହଲାଇ ଅଭିବାଦନ ଜଣାଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି ବିଜୟ ଥଲାପତିଙ୍କ ଶକ୍ତି: ୩ AIDMK ବିଧାୟକ ଦଳ ଛାଡି TVKରେ ସାମିଲ

ଚେନ୍ନାଇ,୨୫।୫: ତାମିଲନାଡୁରେ AIADMKର ତିନି ଜଣ ବିଦ୍ରୋହୀ ବିଧାୟକ ପଦବୀରୁ ଇସ୍ତଫା ଦେଇଛନ୍ତି। ଏହି ତିନି ଜଣ ବିଧାୟକ ସି.ଭି. ଶାନମୁଗମ ଏବଂ ଏସ.ପି. ଭେଲୁମଣିଙ୍କ ନେତୃତ୍ୱାଧୀନ…

ଖରାରେ ବୁଲୁଥିବାରୁ ତାଗିଦ କଲେ ମା’, ରାଗିଯାଇ ଝୁଲିପଡିଲେ ପୁଅ

କେନ୍ଦୁଝର,୨୫।୫ ( ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ବ୍ଲକ ଦେଉଳଡିହା ପଞ୍ଚାୟତ ଜେନାଦାର ଗାଁରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ମା’ ତାଗିଦ୍ କରିବାରୁ ପୁଅର ଆତ୍ମହତ୍ୟା…

ଗର୍ଲଫ୍ରେଣ୍ଡ ରୁମରେ ପତ୍ନୀଙ୍କୁ ହତ୍ୟା କଲେ ସ୍ବାମୀ, ବିବାହର ୩ ମାସ ପରେ…

ଚଣ୍ଡିଗଡ, ୨୫।୫: ହରିୟାଣାର ଗୁରୁଗ୍ରାମର ମାନେସରରୁ ଏକ ହୃଦୟବିଦାରକ ଏବଂ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ନବବିବାହିତା ମହିଳାଙ୍କୁ ତାଙ୍କ ବିବାହର ମାତ୍ର ତିନି…

ଗୁଲମାର୍ଗରେ ଅଟକିଲା ରୋପଓ୍ବେ; ଫସିଲେ ୩୦୦ ପର୍ଯ୍ୟଟକ, ଆଉ ତାପରେ…

ଶ୍ରୀନଗର,୨୫।୫: ଜମ୍ମୁ କଶ୍ମୀରର ପ୍ରସିଦ୍ଧ ଗୁଲମାର୍ଗ ଗୋଣ୍ଡୋଲାରେ ଏକ ଯାନ୍ତ୍ରିକ ତ୍ରୁଟି ଦେଖାଦେବା ପରେ ଶହ ଶହ ପର୍ଯ୍ୟଟକ ଫସି ରହିଛନ୍ତି । ଖବର ଲେଖାଯିବା ସୁଦ୍ଧା…

ଆଉ ପାଦେ ଆଗକୁ ବଢିଲା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ର: ଏଣିକି ପର୍ଯ୍ୟଟଙ୍କୁ ମିଳିବ…

ଦାରିଙ୍ଗବାଡି, ୨୫।୫ (ଅରୁଣ ସାହୁ):ଓଡିଶାର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲା ଦାରିଙ୍ଗବାଡି। ରାଜ୍ୟ ପର୍ଯ୍ୟଟନ ବିଭାଗର ମାନଚିତ୍ରରେ ରହିଥିବା ଦାରିଙ୍ଗବାଡି ପର୍ଯ୍ୟଟନ କ୍ଷେତ୍ରକୁ ରାଜ୍ୟ ସରକାର…

ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି ଉପରେ ଗୁରୁତ୍ୱାରୋପ: ଏସଆଇଆର୍‌ ଉପରେ…

ଭଞ୍ଜନଗର,୨୫।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଭଞ୍ଜନଗର ଉପଖଣ୍ଡର ବୁଥସ୍ତରୀୟ ଅଫିସର୍‌ ଏବଂ ସୁପରଭାଇଜରମାନଙ୍କୁ ନେଇ ସ୍ବତନ୍ତ୍ର ସଘନ ସଂଶୋଧନ ତାଲିମ କାର୍ଯ୍ୟକ୍ରମ…

ରାଜପଥ ପାର୍ଶ୍ୱରୁ ମୃତ ହରିଣ ଉଦ୍ଧାର: ଚୋରା ଚାଲାଣ ସନ୍ଦେହରେ…

ବାଲେଶ୍ୱର, ୨୫।୫ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୬୦ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରୁ ଏକ ମୃତ ହରିଣ ଉଦ୍ଧାର ହୋଇଛି। ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା…

ଏମିତି କାମ କରି ପ୍ରଶଂସା ସାଉଁଟିଲେ ବସନ୍ତ: ଜିଲାପାଳଙ୍କ ଅଭିଯୋଗ ଶୁଣାଣିବେଳେ…

ଦାରିଙ୍ଗବାଡି, ୨୫।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସରରେ ସୋମବାର ଜିଲାପାଳଙ୍କ ଅଭିଯୋଗ ଶୁଣାଣି ଚାଲିଥିବାବେଳେ ଦେଖିବାକୁ ମିଳିଛି ଏକ ନିଆରା ଘଟଣା। ଲୋକଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri