ବୌଦ୍ଧ, ୨୧ା୪(ସ୍ବ.ପ୍ର)
ବୌଦ୍ଧ ଥାନା ତେଲିବନ୍ଧ ପଞ୍ଚାୟତ ଅନ୍ତର୍ଗତ କାଶଲପୁର ଗ୍ରାମ ସମୀପ ଏକ କ୍ଷେତରୁ ରବିବାର ଗଁାର ଦୁଃଶାସନ ଗୁରୁ (୪୫)ଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର କରାଯାଇଥିଲା ା ବୌଦ୍ଧ ପୋଲିସ ମୃତଦେହ ଜବତ କରତ ତଦନ୍ତ ଆରମ୍ଭ କରିଥିଲା ା ବିବାହିତ ଦୁଃଶାସନ ପାରିବାରିକ କଳହ ଯୋଗଁୁ ପିଲାଛୁଆଙ୍କୁ ଛାଡି ଗତ ୭ ବର୍ଷ ହେବ ଗାଁ ବାହାରେ ଏକ ମଠ କରି ରହୁଥିଲେ। ଗତବର୍ଷ ତାଙ୍କ ଝିଅର ବାହାଘର ହୋଇଥିଲେ ମଧ୍ୟ ତାଙ୍କୁ ଡକା ଯାଇ ନ ଥିଲା ା ପାରିବାରିକ କଳହ ଯୋଗୁ ଏହି ହତ୍ୟାକାଣ୍ଡ ଘଟିଥାଇ ପାରେ ବୋଲି ଅନୁମାନ କରି ପୋଲିସ ସୋମବାର ମୃତକଙ୍କ ସ୍ତ୍ରୀ, ଝିଅ, ଜ୍ୱାଇଁ ଓ ଜଣେ ପଡୋଶୀଙ୍କୁ ଥାାନକୁ ଆଣି ପଚାରଉଚରା କରୁଛି। ଖୁବଶୀଘ୍ର ହତ୍ୟାକାଣ୍ଡର ପର୍ଦ୍ଦାଫାଶ ଗିରଫ କରାଯିବ ବୋଲି ଥାନା ଅଧିକାରୀ ତପସ୍ବନୀ କହଁର କହିଛନ୍ତି।
ପୁଣି ୪ ଗେଟ୍ ଖୋଲିଲା ହୀରାକୁଦ
ସମ୍ବଲପୁର,୧୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ପରିମାଣର ବୃଦ୍ଧି ପାଇଛି। ଏହାସହ ଜଳଭଣ୍ଡାରର…
ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ, ସନ୍ଦେହ ଘେରରେ ଘରମାଲିକ
ତୁମୁଡ଼ିବନ୍ଧ,୧୩ା୯(ଦୀପକ କୁମାର ପରାସେଠ): ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ। ଏପରି ଏକ ସମ୍ବେଦନଶୀଳ ତଥା ଅମାନୁଷିକ ଘଟଣା କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ…
ୟୁଏଇରୁ ଫେରିଲେ ମୁଖ୍ୟମନ୍ତ୍ରୀ, ଓଡ଼ିଶା ପାଇଁ ଆଣିଛନ୍ତି ଖୁସିଖବର, କହିଲେ ଏଥର ଆମ…
ଭୁବନେଶ୍ୱର,୧୩ା୯: ସଂଯୁକ୍ତ ଆରବ ଏମିରେଟ୍ସ ଗସ୍ତ ସାରି ରବିବାର ଓଡ଼ିଶା ଫେରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଓଡ଼ିଶା ନିବେଶକ ସମ୍ମିଳନୀରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ଆଜି…
ଘର କାମ ସାରି ବାହାରେ ଥିବାବେଳେ ଯୁବକଙ୍କୁଦୁଇ ରାଉଣ୍ଡ ଗୁଳି
ସୋରଡ଼ା, ୧୩।୯ (ରଜନୀ ମହାପାତ୍ର): ଗଞ୍ଜାମ ଜିଲାର ବଡ଼ଗଡ଼ ଥାନା ଅଧୀନ ଯୋଡ଼ାବନ୍ଧ ଛକ ନିକଟରେ ଗୁଳିକାଣ୍ଡ ଘଟିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ଯୁବକଙ୍କୁ…
ନୂଆଁଖାଇରେ ସମ୍ବଲପୁରୀ ଲୁଗାର କ୍ରେଜ୍, ବଢ଼ୁଛି ବେପାର: ବଜାରରେ ଜମୁଛି ଭିଡ଼
ଅମରପାଲି, ୧୩/୯ (ପୀତାମ୍ବର ସାହୁ): ନୂଆଁଖାଇ ପର୍ବକୁ ଆଉ କିଛି ଦିନ ବାକି ଥିବାବେଳେ ପଶ୍ଚିମ ଓଡ଼ିଶାର ବଜାରରେ ଦେଖାଦେଇଛି ଉତ୍ସବର ରଙ୍ଗ। ନୂଆଁଖାଇରେ ନୂଆ ପୋଷାକ…
ବିରଳ ପ୍ରଜାତିର ସବୁଜ ଶାମୁକା, ଏଥିରୁ ପ୍ରସ୍ତୁତ ହୁଏ ବିଭିନ୍ନ ରୋଗର ମହୌଷଧି
ମହାକାଳପଡ଼ା,୧୩ା୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ନୀଳ ଜଳରାଶିର ସାମୁଦ୍ରିକ ବିରଳ ସବୁଜ ଶାମୁକା ଅନ୍ୟତମ। ଗହୀରମଥା ଅଞ୍ଚଳର…
ଚାଲିଗଲେ ହରି ନନା, ହାଣ୍ଡିରେ ରହିଗଲା ସ୍ୱାଦ: ଆଉ ମିଳିବନି…
ବଡ଼ଗାଁ, ୧୩।୯ (ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ଓ ଆଖପାଖ ଅଞ୍ଚଳରେ ସ୍ୱାଦିଷ୍ଟ ବ୍ୟଞ୍ଜନ ପ୍ରସ୍ତୁତି ପାଇଁ ବେଶ୍ ପରିଚିତ ରୋଷେୟା ହରିହର ବିଶି (୬୨)ଙ୍କ…
ସମ୍ବଲପୁରରେ ଏନ୍ କାଉଣ୍ଟର: କୁଖ୍ୟାତ ଅପରାଧୀ ଇରଫାନ ଆହତ, ଦୁଇ ସହଯୋଗୀ …
ସମ୍ବଲପୁର, ୧୩।୯ (ପ୍ରମୋଦ ବହିଦାର): ସମ୍ବଲପୁର ସଦର ଥାନା ଅଞ୍ଚଳରେ ପୋଲିସ ଓ ଦୁର୍ଦ୍ଦାନ୍ତ ଅପରାଧୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ସୁନାପାଲି ଅଞ୍ଚଳର କୁଖ୍ୟାତ…

