ଦୁଇ ଟନ୍‌ରୁ ଊର୍ଦ୍ଧ୍ୱ ଚୋରା କୋଇଲା ଜବତ: ଜଣେ ଗିରଫ

ପଦ୍ମପୁର,୬।୬(ଡି.ଏନ.ଏ): ଭଦ୍ରକ ଜିଲା ଧାମରା ବନ୍ଦରରୁ କୋଇଲା ପରିବହନ ହେଉଥିବା ବେଳେ ବ୍ୟାପକ ଚୋରା ଚାଲାଣ ହୋଇଛି। ଗୁରୁବାର ସକାଳୁ ତିହିଡି ଅଞ୍ଚଚଳର ଏକ ପିକ୍‌ଅପ୍‌ ଭ୍ୟାନ ଦୃତ ଗତିରେ ଆସୁଥିବା ବେଳେ ସାବରଙ୍ଗ ଫାଣ୍ଡି ପୋଲିସ ଗାଡିକୁ ଅଟକାଇଥିଲେ। ଯାଞ୍ଚ ସମୟରେ ସେଥିରୁ ଦୁଇ ଟନ୍‌ରୁ ଊର୍ଦ୍ଧ୍ୱ ଚୋରା କୋଇଲା ଜବତ ହୋଇଥିଲା। ପୋଲିସ ଗାଡ଼ିକୁ ଜବତ କରିବା ସହ ଚାଳକଙ୍କୁ ଗିରଫ କରିଛି। ଭଦ୍ରକ ଗ୍ରାମାଞ୍ଚଳରେ କେଶ ନଂ ୨୮୮/୧୯ରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇବା ସହ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ଜବରଦସ୍ତ Family Pack, କରିବାକୁ ପଡିବନି ଅଲଗା ଅଲଗା ରିଚାର୍ଜ! ଗୋଟିଏ ପ୍ଲାନରେ ସବୁ ଫ୍ରି….

ଆପଣ କ’ଣ ଆପଣଙ୍କ ପରିବାରର ଚାରି ଜଣ ସଦସ୍ୟଙ୍କ ପାଇଁ ପୃଥକ ପୃଥକ ରିଚାର୍ଜ କରୁଛନ୍ତି? ପ୍ରତି ମାସରେ ୧୫୦୦ରୁ ୨୦୦୦ ଟଙ୍କା ଖର୍ଚ୍ଚ କରୁଛନ୍ତି? ପ୍ରତ୍ୟେକ…

ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆକ୍ରମଣ କଲା ଆମେରିକା: ଆକାଶଛୁଆଁ ହେବ କି ପେଟ୍ରୋଲ ଡିଜେଲ…

ତେହରାନ,୭।୪: ଡେଡଲାଇନ୍‌ ପୂର୍ବରୁ ଇରାନର ଖାର୍ଗ ଦ୍ବୀପ ଉପରେ ଆମେରିକା ଆକ୍ରମଣ କରିଛି। ଏହାରି ମଧ୍ୟରେ କାସନରେ ଏକ ବଡ଼ ରେଲୱେ ବ୍ରିଜକୁ ଉଡ଼ାଇ ଦେଇଛି ଇସ୍ରାଏଲ।…

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri