ଦୁଇ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୧୦ ଗୋରୁ ମୃତ

ଖୋର୍ଦ୍ଧା ଅଫିସ,୨୬।୫: ଖୋର୍ଦ୍ଧା ଟାଉନ ଅଧୀନ ତରତୁଆ ନିକଟତବର୍ତ୍ତୀ ଚିଙ୍ଗୁଡ଼ି ଝରଠାରେ ଦୁଇଟି ଟ୍ରକ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଦୁଇଟି ଗାଡିର ଡ୍ରାଇଭର ଗୁରୁତର ହୋଇଥିବା ସହ ୧୦ ଗୋରୁଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛିl
ସୂଚନା ଅନୁଯାୟୀ ରବିବାର ଭୋର ୪ଟା ସମୟରେ ବାଘମାରୀ ଆଡୁ ଦ୍ରୁତଗତିରେ ଏକ ଗୋରୁବୋଝଇ ଟ୍ରକ୍‌ ଖୋର୍ଦ୍ଧା ଅଭିମୁଖେ ଆସୁଥିବା ବେଳେ ନୟାଗଡ଼ ଅଭିମୁଖେ ଯାଉଥିବା ଏକ ମାଲ୍‌ ବୋଝଇ ଟ୍ରକ୍‌ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା l ଏଥିରେ ଉଭୟ ଡ୍ରାଇଭର ଗୁରୁତର ହେବାସହ ଘଟଣାସ୍ଥଳରେ ୧୦ ଗୋରୁଙ୍କ ମୃତ୍ୟୁ ଘଟିଥିଲା। ଘଟଣା ପ୍ରଘଟ ହୋଇଯିବା ଭୟରେ ତରବରିଆ ହୋଇ ମୃତ ଏବଂ ଜୀବିତ ଗୋରୁଙ୍କୁ ଏକ ପିକ୍‌ଅପ୍‌ ଭ୍ୟାନରେ ଅନ୍ୟତ୍ର ନିଆଯାଉଥିବା ଦେଖିବାକୁ ମିଳିଥିଲ। ତେବେ ଏଯାବତ୍‌ ଘଟଣାସ୍ଥଳରେ ପୋଲିସ ପହଞ୍ଚି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଜନ୍ମଦିନ ପାଳିବାକୁ ଆସିଥିଲେ, ଭଡ଼ା ଘରୁ ମିଳିଲା CDA ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ: ସୁଇସାଇଡ୍ ନୋଟ୍‌କୁ ନେଇ ବଢ଼ିଲା…

ବାଲେଶ୍ୱର,୧୭। ୭(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅଧୀନ ଆଜିମାବାଦ ଅଞ୍ଚଳର ଏକ ଭଡ଼ା ଘରୁ ଜଣେ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯନ୍ତ୍ରୀ…

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

ଦେଶୀ ମଦ କାରବାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୧୭ା୭ (ମନ୍ମଥ ମିଶ୍ର): ଅଡବା ଥାନା ପୋଲିସ ଗମ୍ଭାରିଗାଁ ଗ୍ରାମରେ ଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି କରିବା ବିରୋଧରେ ଚଢ଼ାଉ କରି ୨ଙ୍କୁ ଗିରଫ…

ଟୋକନ ମିଳିଲାନି, ବିକ୍ରି ହେଲାନି ଧାନ: ପ୍ରଶାସନ ନ ଶୁଣିବାରୁ ଓକିଲ ସଂଘର ଦ୍ୱାରସ୍ଥ ହେଲା କୃଷକ ସଂଗଠନ

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଗତ ଜୁନ୍ ମାସ ୩୦ ତାରିଖରୁ ରବିଧାନ ସଂଗ୍ରହ ପ୍ରକ୍ରିୟା ଶେଷ ହୋଇଯାଇଥିଲେ ମଧ୍ୟ ହଜାର ହଜାର ଚାଷୀ ଧାନ ବିକ୍ରିରୁ…

ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ କାର୍ଯ୍ୟକ୍ରମକୁ ନେଇ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି, ସ୍ଥିତି ପରଖିଲେ ଜିଲାପାଳ, ଏସ.ପି

ଦିଗପହଣ୍ଡି,୧୭|୭(ଅଶେଷ ନାଥ ମିଶ୍ର) ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ମ ପସ୍ରବଣ ତପ୍ତପାଣି ପରିଦର୍ଶନ କାର୍ଯ୍ୟକ୍ରମ କୁ ଦୃଷ୍ଟିରେ ରଖି…

ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ: ଭାଜପା ସାମିଲ ହେଲେ ଗୁଡାରି ବ୍ଲକ ଅଧ୍ୟକ୍ଷ, ସମୀକରଣ ଉପରେ…

ଗୁଡାରି, ୧୭।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ଶବର ଶୁକ୍ରବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟି (ଭାଜପା)ରେ ସାମିଲ…

ଖରିଫ ଚାଷ ପାଇଁ ୨୪ରେ ଛଡ଼ାଯିବ ପାଣି, ଘୋଡ଼ାହାଡ଼ ଡ୍ୟାମରେ ହେଲା ବୃଷ୍ଟିଯଜ୍ଞ

ଦିଗପହଣ୍ଡି, ୧୭ା୭ (ଅଶେଷ ନାଥ ମିଶ୍ର): ଖରିଫ ଧାନ ଚାଷ ନିମନ୍ତେ ଚଳିତ ବର୍ଷ ମଧ୍ୟ ଦିଗପହଣ୍ଡି ବ୍ଲକ୍‌ ଖମାରି ଗାଁ ନିକଟରେ ଥିବା ଘୋଡ଼ାହାଡ଼ ଡ୍ୟାମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri