Posted inଜାତୀୟ

ଦୁଇ ପାଓ୍ବାରଙ୍କ ମଝିରେ ମହାରାଷ୍ଟ୍ର ସଙ୍କଟ: ଫଡ୍‌ନବିସ୍‌ ସମ୍ଭାଳିଲେ ଦାୟିତ୍ୱ

ମୁମ୍ବାଇ,୨୫।୧୧: ଦୁଇ ପାଓ୍ବାରଙ୍କ ମଝିରେ ମହାରାଷ୍ଟ୍ରରେ ସଙ୍କଟ ଜାରି ରହିଛି। ଗୋଟିଏ ପଟେ ଶରଦ ପାଓ୍ବାର ଥିବାବେଳେ ଅନ୍ୟପଟେ ରହିଛନ୍ତି ଅଜିତ୍‌ ପାଓ୍ବାର। ରାଜ୍ୟରେ ସରକାର ଗଠନ ନେଇ ସୁପ୍ରିମ୍‌କୋର୍ଟରେ ଶୁଣାଣି ଚାଲିଥିବାବେଳେ ସୋମବାର ବିଧାନ ଭବନରେ ପହଞ୍ଚି ମୁଖ୍ୟମନ୍ତ୍ରୀ ଭାବେ ଦେବେନ୍ଦ୍ର ଫଡ୍‌ନବିସ୍‌ ଦାୟିତ୍ୱ ସମ୍ଭାଳିଛନ୍ତି। ଭାଜପା ପାଖରେ ଆବଶ୍ୟକ କୁହୁକ ସଂଖ୍ୟା ୧୪୫ ନ ଥିବାରୁ ସ୍ଥିତି ବେଶ୍‌ ଚିନ୍ତା ଜନକ ହେବାରେ ଲାଗିଛି। ଭାଜପାର ବିଧାୟକ ସଂଖ୍ୟା ୧୦୫ ଥିବା ବେଳେ ଦଳକୁ ଏନ୍‌ସିପିର ୨ ଜଣ, ଅନ୍ୟ ୮ ଏବଂ ୧୩ ଜଣ ସ୍ବାଧୀନ ବିଧାୟକଙ୍କ ସମର୍ଥନ ରହିଥିବା କୁହାଯାଉଛି। ଏପରି ହେଲେ ବିଧାନସଭାରେ ଭାଜପା ପାଖରେ ୧୨୮ ବିଧାୟକ ରହିଛନ୍ତି। ତେବେ ସରକାର ଗଠନ ପାଇଁ ଅବଶିଷ୍ଟ ୧୭ ଜଣ ବିଧାୟକଙ୍କ ଆବଶ୍ୟକତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

ଜନ୍ମଦିନର ୬ ଦିନ ପୂର୍ବରୁ ଆତ୍ମହତ୍ୟା କଲେ ଏହି ଅଭିନେତ୍ରୀ: ମୃତ୍ୟୁ ପୂର୍ବରୁ ସ୍ବାମୀଙ୍କୁ ଭିଡିଓ କଲ୍‌ କରି…

ଟିଭି ଅଭିନେତ୍ରୀ ସୁଭାଷିନୀ ତାଙ୍କ ଜନ୍ମଦିନର ମାତ୍ର ୬ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସୁଭାଷିନୀ ଫାଶୀ ଦେଇ ଦେଇଥିବା ଜଣାପଡ଼ିଛି। ସେ ସନ ଟିଭିରେ ପ୍ରସାରିତ…

କୋରାପୁଟ ବିଧାୟକଙ୍କୁ ନୂଆ ଦାୟିତ୍ବ,ଜିଲାପାଳଙ୍କ ଉପସ୍ଥିତିରେ….

କୋରାପୁଟ,୬।୪(ଅମିତାଭ ବେହେରା ): କୋରାପୁଟ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ କୋରାପୁଟ ବିଧାୟକ ରଘୁରାମ ମାଛ ସୋମବାର ଦାୟିତ୍ବ ଗ୍ରହଣ କରିଛନ୍ତି । ସୋମବାର କୋରାପୁଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri