ଦୁଇ ବାଇକ୍‌ ମୁହାଁମୁହିଁ : ଜଣଙ୍କ ଜୀବନଗଲା

ଯୋଡ଼ା,୧୧।୧୨(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ବିଲେଇପଦା ଫାଣ୍ଡି ଅନ୍ତର୍ଗତ ୫୨୦ ନଂ. ଜାତୀୟ ରାଜପଥ ଟାଟାସ୍ପଞ୍ଜ ମେଟେରିଆଲ ଗେଟ୍‌ ସମ୍ମୁଖରେ ବୁଧବାର ଅପରାହ୍ନରେ ଦୁଇଟି ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇ ଜଣ ଆହତ ହୋଇଛନ୍ତିା
ସୂଚନାନୁଯାୟୀ, ଅପରାହ୍ନରେ ନୂଆମୁଣ୍ଡି ଅଞ୍ଚଳରୁ ଏମ୍‌ଡି ଅଜିଜ୍‌ କ୍ୟୁରେସି(୩୦) ଓ ଇସ୍ରାଇଲ କ୍ୟୁରେସି ଏକ ବାଇକ ଯୋଗେ ଯୋଡ଼ା ଅଭିମୁଖେ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ବଳିତା ଅଞ୍ଚଳର କାଳିଆ ନାୟକଙ୍କ ବାଇକ୍‌ ସହିତ ମୁହାଁମୁହିଁ ଧକ୍କା ହୋଇଥିଲା ା ଫଳରେ ଏମ୍‌ଡି ଅଜିଜ୍‌ଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଇସ୍ରାଇଲ୍‌ ଓ କାଳିଆ ଆହତ ହୋଇଥିଲେ। ତାଙ୍କୁ ଯୋଡ଼ାସ୍ଥିତ ଟାଟା ଷ୍ଟିଲ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତଦେହ ଉଦ୍ଧାରକରି ତଦନ୍ତ ଆରମ୍ଭ କରିଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୋମଟାଙ୍କୁରା ଘଟଣା; ନିଶାରେ ଯୁବତୀଙ୍କୁ ଗଣବଳାତ୍କାର କଲେ ୪ ଯୁବକ, ପ୍ରମାଣ ନଷ୍ଟ କରିବା ପାଇଁ ଫାଶୀ ଦେଇଦେଲେ

ହାଇଦ୍ରାବାଦ,୧୦।୪: ତେଲଙ୍ଗାନାର ୱାରାଙ୍ଗଲ ଜିଲାରେ ଜଣେ  ୨୧ବର୍ଷୀୟା ଆଦିବାସୀ ଯୁବତୀଙ୍କୁ ଗଣବଳାତ୍କାର ଏବଂ ହତ୍ୟା ମାମଲା ସାମ୍ନାକୁ ଆସିଛି । ଯାହା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ନେଇ…

ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍‌ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍‌ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି…

କ୍ଷତିଗ୍ରସ୍ତ ଚାଷୀଙ୍କୁ ଠିକ୍‌ଭାବେ ପ୍ରଦାନ କରାଯାଉନାହିଁ ବୀମାରାଶି, ଜିଲାରେ ପୁଣି…

ବରଗଡ଼,୧୦।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇପଡ଼ିଛି। ବିଭିନ୍ନ ସମୟରେ ଚାଷୀମାନେ ଫସଲକ୍ଷତିର ସମ୍ମୁଖୀନ ହେଉଛନ୍ତି, ଅଥଚ କ୍ଷତିଗ୍ରସ୍ତ ଚାଷୀମାନଙ୍କୁ ଠିକ୍‌ଭାବେ ବୀମାରାଶି…

ଅଧ୍ୟାପିକାଙ୍କୁ ନିର୍ଯାତନା ଦେଇ ଜେଲ୍‌ ଗଲେ କଲେଜ ଅଧ୍ୟକ୍ଷ

ଝାରବନ୍ଧ,୧୦ା୪(ଦେବେନ୍ଦ୍ର ସାହୁ): ଜଣେ ଅଧ୍ୟାପିକାଙ୍କୁ ମାନସିକ ନିର୍ଯାତନା ଦେବା ବରଗଡ଼ ଜିଲା ଝାରବନ୍ଧ ଜୁନିଅର ଅଧ୍ୟକ୍ଷ ପ୍ରମୋଦ କୁମାର ସାହୁଙ୍କୁ ମହଙ୍ଗା ପଡ଼ିଛି। ଶେଷରେ ତାଙ୍କୁ ଜେଲ୍‌…

ମା’ ଆଖି ସାମ୍ନାରେ ବୋରୱେଲରେ ପଡ଼ିଗଲା ଶିଶୁ, ୭୦ ଫୁଟ ଗଭୀରରେ….

ଭୋପାଳ,୧୦।୪: ଉଜ୍ଜୈନଠୁ ପ୍ରାୟ ୭୫ କିଲୋମିଟର ଦୂରରେ ଥିବା ବଡ଼ନଗର ନିକଟବର୍ତ୍ତୀ ଝଲାରିଆ ଗାଁରେ ଅଘଟଣ । ତିନି ବର୍ଷର ନିର୍ଦ୍ଦୋଷ ଶିଶୁ ଏକ ବୋରୱେଲରେ ପଡ଼ିଯାଇଛି…

ଏଇ ଭାରତରେ

ପଶ୍ଚିମବଙ୍ଗ ସୁନ୍ଦରବନର ବହୁ ଅଞ୍ଚଳର ଜମିକୁ ଲୁଣାପାଣି ଚାଷ ଅନୁପଯୋଗୀ କରିଦେଇଥିଲା। ହେଲେ ଏବେ ସେଠାରେ ୧୫୦୦ କୃଷକ ସେହି ଜମିରେ ୧୯୨ କିସମର ଧାନ ଚାଷକରି…

ରାତ୍ରିଭୋଜନ ଓ ସଂଘର୍ଷ

ମ୍ପ୍ରତିକ ପରିସ୍ଥିତିରେ ଅନେକ ସମୟରେ ଦେଖାଯାଏ ରାତ୍ରିଭୋଜନ ଟେବୁଲଗୁଡ଼ିକ ପ୍ରାୟତଃ ଅଭିଭାବକଙ୍କ ଅପ୍ରତ୍ୟାଶିତ ଶ୍ରେଣୀଗୃହ ହୋଇଯାଏ। ପ୍ରାୟତଃ ପରିବାରରେ ଥିବା ପିଲାଟିର ଦିନସାରାର କାର୍ଯ୍ୟ ମୂଲ୍ୟାୟନ ମାତାପିତାମାନେ…

ଆଗ ଗଛ

ବର୍ତ୍ତମାନ ସମୟର ଇଏ ସବୁଠାରୁ ବଡ଼ ଆହ୍ବାନ। ଆମେ ସବୁ କାମକୁ ପଛରେ ପକାଇ ଆଗ ଗଛ ଲଗାଇବା ଉପରେ ପ୍ରାଧାନ୍ୟ ଦେବା। ଗଛ ଲଗାଇବା, ତା’ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri