ଦୁଇ ବାଇକ୍‌ ମୁହାଁମୁହିଁ: ଜଣେ ଆରୋହୀଙ୍କ ମୃତ୍ୟୁ

ପଦ୍ମପୁର,୧୩।୩(ଡି.ଏନ୍‌.ଏ.): ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ କେଦାରପୁର ଗ୍ରାମରେ ଶୁକ୍ରବାର ଦୁର୍ଘଟଣା ଘଟିଛି। ଦୁଇ ବାଇକ୍‌ ମୁହାଁମୁହିଁ ଧକ୍ତାରେ ଜଣେ ଆରୋହୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଉତ୍ତମ କୁମାର ପାଳ (୨୮)। ଉତ୍ତମ ଗ୍ରାମ ରାସ୍ତାରେ ଏକ ବାଇକ୍‌ ନେଇ ଯାଉଥିବା ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ବାଇକ୍‌ ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ସରେଙ୍ଗ ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ବାଇକ୍‌ ଦ୍ୱୟକୁ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡି ଉଦ୍‌ଘାଟନ ପରେ ବି ଉଠୁନି ଚାଷୀଙ୍କ ଧାନ

କର୍ଲାମୁଣ୍ଡା,୨୮ା୫(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେ ଥିବା ବିଭିନ୍ନ ଧାନମଣ୍ଡି ଉଦଘାଟନ ହେବାର ୭ଦିନ ବିତିଯାଇଥିଲେ ସୁଦ୍ଧା ଚାଷୀଙ୍କ ଧାନ ଉଠିବାରେ ବିଳମ୍ବ…

ଭାଜପା ସାଂଗଠନିକ ସ୍ତରରେ ବଡ଼ଧରଣର ଅଦଳବଦଳ: ୪ ରାଜ୍ୟ ପାଇଁ ନୂଆ ସଭାପତି ଘୋଷଣା

ନୂଆଦିଲ୍ଲୀ,୨୮।୫: ଭାଜପା ସାଂଗଠନିକ ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ ହୋଇଛି। ଗୁରୁବାର ଦଳ ୪ଟି ରାଜ୍ୟରେ ରାଜ୍ୟ ସଭାପତିଙ୍କ ପରିବର୍ତ୍ତନ ଘୋଷଣା କରିଛି। ଦିଲ୍ଲୀରେ ବୀରେନ୍ଦ୍ର…

ଆଉଟ୍‌ ହେବା ପରେ କାହାକୁ ଗାଳି ଦେଲେ ବୈଭବ ସୂର୍ଯ୍ୟବଂଶୀ? ଚମକାଉଛି Video

ନୂଆଦିଲ୍ଲୀ,୨୮।୫: ଆଇପିଏଲ୍‌ ୨୦୨୬ର ଏଲିମିନେଟର୍‌ ମୁକାବିଲାରେ ସନରାଇଜର୍ସ ହାଇଦ୍ରାବାଦକୁ ଏକତରଫା ଭାବେ ପରାସ୍ତ କରିଛି ରାଜସ୍ଥାନ ରୟାଲ୍ସ। ଏହି ମ୍ୟାଚ୍‌ରେ ରାଜସ୍ଥାନର ବିଜୟର ହିରୋ ସାଜିଛନ୍ତି ୧୫…

ବିଜୁଳି ଚୋରି ଧରିବାକୁ ଯାଇଥିବା JEଙ୍କ ଉପରକୁ ମରଣାନ୍ତକ ଆକ୍ରମଣ; ପ୍ରଥମେ ଲାତ ଗୋଇଠା ମାରିଲେ, ପରେ ପୋଷା କୁକୁର ଛାଡିଦେଲେ

ଲକ୍ଷ୍ନୌ,୨୮।୫: ବିଦ୍ୟୁତ୍ ବିଭାଗ ବର୍ତ୍ତମାନ ସାରା ଦେଶରେ ବିଦ୍ୟୁତ୍ ଚୋରମାନଙ୍କୁ ଦମନ କରିବା ପାଇଁ ଏକ ଅଭିଯାନ ଚଳାଇଛି। ଏହି ଅଭିଯାନ ସମୟରେ, ବୁଧବାର ସନ୍ଧ୍ୟାରେ LESA…

ନିର୍ମାଣ ପରେ ବି ହସ୍ତାନ୍ତର ହେଉନି ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟର ନୂତନ କୋଠା, ଗ୍ରାମବାସୀ କହିଲେ…

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ତହସିଲ ଅନ୍ତର୍ଗତ ସୁନ୍ଦରପୁର ଗ୍ରାମରେ ଲୋକଙ୍କୁ ରାଜସ୍ବ ସେବା ଯୋଗାଇଦେବା ଲାଗି ସରକାରୀ ଅର୍ଥ ଖର୍ଚ୍ଚରେ ନିର୍ମାଣ କରାଗଲା ନୂତନ…

ଭାରତ-ଚାଇନା ମଧ୍ୟରେ ଭୟଙ୍କର ଯୁଦ୍ଧ ଆଶଙ୍କା! ସେନା ବେସ୍‌ରେ ବଡ଼ ହଲଚଲ,ଚମକାଇଲା IISSର ରିପୋର୍ଟ

ନୂଆଦିଲ୍ଲୀ,୨୮।୫: ଭାରତର ଦୁଇ ପଡ଼ୋଶୀ ପାକିସ୍ତାନ ଏବଂ ଚାଇନା ସହିତ ସୀମା ବିବାଦ ଦଶନ୍ଧି ଧରି ଜାରି ରହିଛି। ପାକିସ୍ତାନ ବିରୋଧରେ ପୂର୍ୱରୁ ଅନେକ ଯୁଦ୍ଧ ହୋଇସାରିଛି।…

ଅମୃତ ଧାରା ପ୍ରକଳ୍ପ ଅଚଳ: ଲୋକେ ହଟହଟା

ଲୋଇସିଂହା,୨୮।୫(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପରିସର୍‌ ଅମୃତ ଧାରା ପ୍ରକଳ୍ପ ଦୀର୍ଘ ଦିନ ହେଲା ଅଚଳ ହୋଇପଡିଛି। ଫଳରେ ଡ଼ାକ୍ତରଖାନାକୁ ଆସୁଥିବା…

ପିଇବା ପାଣି ଲାଗି ବିକ୍ଷୋଭ: ଟ୍ରାକ୍ଟର ଜବତ କଲା ପୋଲିସ

ଲୋଇସିଂହା ୨୮।୫ (ସୁଶାନ୍ତ ବାଇକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡ଼ା ପଞ୍ଚାୟତ ଅଧୀନ ଛେଲବାହାଲ ସୁକତେଲ ନଦୀ ଗ୍ୟାଲେରୀ ଉପରୁ ବେଇଆନ ବାଲି ଚାଲାଣ ହେଉଛି। ଏହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri