ଦୁଇ ମୋବାଇଲ୍‌ ଲୁଟେରା ଗିରଫ

ଆନନ୍ଦପୁର,୬।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ଅଧୀନ ଜେନାପଦା ଅଞ୍ଚଳରୁ ପୋଲିସ ଦୁଇ ମୋବାଇଲ ଲୁଟେରାଙ୍କୁ ଗିରଫ କରିଛି। ଜଣେ କଲେଜ ଛାତ୍ରଙ୍କ ଅଭିଯୋଗକୁ ଆଧାର କରି ରବିବାର ପୋଲିସ ୧୪୯/୧୯ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲା। ପୋଲିସ ଚଢ଼ାଉ କରି ସାଇଁକୁଳ ଅଞ୍ଚଳରୁ ଜିତେନ୍ଦ୍ର ରଣା ଏବଂ ସୁଶାନ୍ତ ବାରିକକୁ ଗିରଫ କରିଛି। ସେମାନଙ୍କ ନିକଟରୁ ଦୁଇଟି ମୋବାଇଲ୍‌ ଜବତ କରାଯାଇଥିବା ବେଳେ ଅଧିକ ତଥ୍ୟ ପାଇଁ ପୋଲିସ ପଚରାଉଚୁରା ଜାରି ରଖିଛି।
ପ୍ରକାଶ ଯେ, ଜେନାପଦା ଅଞ୍ଚଳର ଜଣେ କଲେଜ ଛାତ୍ର ଟିଉସନ୍‌ ଯାଉଥିବା ବେଳେ ସାଇଁକୁଳ ବଜାରରେ ଗିରଫ ଲୁଟେରା ଦ୍ୱୟ ତାଙ୍କୁ କଥା ହେବା ପାଇଁ ମୋବାଇଲ ମାଗିଥିଲେ। ମୋବାଇଲରେ ଏକ ନମ୍ବର ଡାଏଲ କରିବା ଆଳରେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ପରେ ଛାତ୍ର ଜଣଙ୍କ ରାମଚନ୍ଦ୍ରପୁର ଥାନାରେ ଅଭିଯୋଗ କରିଥିବା ଆଇଆଇସି ରାଜେନ୍ଦ୍ର ପ୍ରସାଦ ସ୍ବାଇଁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିମାନ ବନ୍ଦରରେ ଏମିତି କିଛି କଥା କହିଲେ ଅନୁଷ୍କା, ହସ ରୋକି ପାରିଲେନି ବିରାଟ, ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୨୨।୨: ଭାରତୀୟ କ୍ରିକେଟର ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ବର୍ତ୍ତମାନ ଭାରତରେ ଅଛନ୍ତି। ସେମାନଙ୍କ ଗସ୍ତ ସମୟରେ, ସେମାନେ ପ୍ରେମାନନ୍ଦ ମହାରାଜ ଜୀଙ୍କ ଆଶ୍ରମ ପରିଦର୍ଶନ…

ଥାଳ ଧରି ବୁଲୁଛି ପାକିସ୍ତାନ, କିନ୍ତୁ ‘ରାଣୀ’ ମରିୟମ କିଣୁଛନ୍ତି ଏତେ ଟଙ୍କାର ବିମାନ, ଜାଣନ୍ତୁ ନୱାଜ ସରିଫଙ୍କ ରାଜକୁମାରୀ କେତେ ଧନୀ

ଇସଲାମାଦାଦ,୨୨।୨: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫଙ୍କ ଝିଅ ଏବଂ ପଞ୍ଜାବର ମୁଖ୍ୟମନ୍ତ୍ରୀ ମରିୟମ ନୱାଜ ବର୍ତ୍ତମାନ ଏକ ବିଳାସପୂର୍ଣ୍ଣ ବିମାନ କିଣିବାକୁ ନେଇ ଖବରରେ ଅଛନ୍ତି।…

ଏହି ହୋଟେଲରେ ରୁଟି ଖାଉଥିଲେ ସାବଧାନ! ଛେପ ପକାଇ କରୁଥିଲେ, ଭାଇରାଲ ହେଉଛି ଭିଡିଓ

ଲକ୍ଷ୍ନୌ,୨୨।୨: ଛେପ ପକାଇ ରୁଟି ପ୍ରସ୍ତୁତ କରିବାର ଏକ ଭିଡିଓ ଦ୍ରୁତ ଗତିରେ ସୋସିଆଲ ମିଡିଆରେ ଭାଇରାଲ ହେଉଛି । ଉତ୍ତରପ୍ରଦେଶ ଆଲିଗଡ ରୋରାୱାର ପୋଲିସ ଷ୍ଟେସନ…

ଫସିଗଲା ପାକିସ୍ତାନ: ପ୍ରଥମ ମ୍ୟାଚ୍‌ ବାତିଲ, ସେମିଫାଇନାଲ ଖେଳିବା ଏକପ୍ରକାର ମୁସ୍କିଲ? କିଛି ଏମିତି…  

କଲମ୍ବୋ,୨୨।୨: ଆଇସିସି ଟି-୨୦ ବିଶ୍ୱକପ୍‌ ୨୦୨୬ର ସୁପର-୮ ପର୍ଯ୍ୟାୟର ପ୍ରଥମ ମ୍ୟାଚ୍‌ରେ ବର୍ଷା ବାଧକ ସାଜିଛି। ଗ୍ରୁପ-୨ ରେ ଥିବା ପାକିସ୍ତାନ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ କଲମ୍ବୋର…

ଦୋଳ ଯାତ୍ରା: ଡିଜେ କଟକଣା, ଫୁଟିବନି ବାଣ

ଗଞ୍ଜମ,୨୨।୧(ବିଦ୍ୟାଧର ସାହୁ): ଆସନ୍ତା ମାର୍ଚ୍ଚ ୧ରୁ ଆରମ୍ଭ ହେବ ଗଞ୍ଜାମ ଐତିହାସିକ ଦୋଳପୂର୍ଣ୍ଣମୀ ଯାତ୍ରା। ଏଥିପାଇଁ ସମସ୍ତ ସାହି ଗୁଡିକରେ ଯାତ୍ରା ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ଏହି…

ରାସ୍ତା ପାଶର୍‌ବକୁ ଖସିଲା ଫର୍ଣ୍ଣିଚର ବୋଝେଇ ଟ୍ରକ

ବାଲେଶ୍ୱର,୨୨।୨( ବାଞ୍ଛାନିଧି ଦେ ): ବାଲେଶ୍ବର ଜିଲା ୧୬ ନଂ ଜାତୀୟ ରାଜପଥର ବସ୍ତା ଥାନା ଅନ୍ତର୍ଗତ ଗୁଡିଖାଳ ଛକ ନିକଟରେ ଘଟିଛି ମର୍ମନ୍ତୁଦ ସଡକ ଦୁର୍ଘଟଣା।ଶନିବାର…

IRS ଅଫିସରଙ୍କ ନାଁରେ ସଙ୍ଗୀନ ଅଭିଯୋଗ, କେହି ନଥିବା ବେଳେ ଯୁବତୀଙ୍କୁ ସରକାରୀ କ୍ୱାର୍ଟର୍ସରେ ବଳାତ୍କାର

ଭୁବନେଶ୍ୱର,୨୨।୨: ଆଇଆରଏସ୍ ଅଫିସରଙ୍କ ବିରୋଧରେ ବଳାତ୍କାର ଅଭିଯୋଗ । ସତ୍‌ସଙ୍ଗ ବିହାର ସରକାରୀ କ୍ବାର୍ଟର୍ସରେ ବଳାତ୍କାର ହୋଇଥିବା ଅଭିଯୋଗ ହୋଇଛି । ଏହାସହ ବଳାତ୍କାର ସମୟରେ ଭିଡିଓ…

ଚଳନ୍ତା ଟ୍ରେନ୍‌ରେ ମହିଳାଙ୍କ ପ୍ରସବ ବେଦନା, ତାପରେ ହଠାତ୍ ହେଲା…

ଭୁବନେଶ୍ୱର,୨୨।୨(ତ୍ରିନାଥ ମହାନ୍ତି): ଦୂରୋନ୍ତ ଏକ୍ସପ୍ରେସ୍‌ରେ ବେଙ୍ଗାଲୁରୁରୁ ହାଓଡ଼ା ଯାଉଥିଲେ ଜଣେ ଗର୍ଭବତୀ। ଶନିବାର ସକାଳ ୧୦ଟାରେ ଚଳନ୍ତା ଟ୍ରେନରେ ଗର୍ଭବତୀ କାତ୍ରିନା କୁଲୁ ପ୍ରସବଜନିତ ଯନ୍ତ୍ରଣା ପାଇଥିଲେ। ଚଳନ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri