ଦୁଇ ସପ୍ତାହ ବଢିଲା ଲକ୍‌ଡାଉନ ଅବଧି

ନୂଆଦିଲ୍ଲୀ,୧।୫: ଦେଶରେ କରୋନା ଭାଇରସ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦେଖି ଶୁକ୍ରବାର କେନ୍ଦ୍ର ସରକାର ଲକ୍‌ଡାଉନ ଅବଧିକୁ ଆଉ ୨ ସପ୍ତାହ ବୃଦ୍ଧି କରିଛନ୍ତି। ଅର୍ଥାତ୍‌ ଦେଶରେ ମେ’ ୧୭ ପର୍ଯ୍ୟନ୍ତ ଲକ୍‌ଡାଉନ ବଳବତ୍ତର ରହିବ ବୋଲି କେନ୍ଦ୍ର ସରକାର ଘୋଷଣା କରିଛନ୍ତି। ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଦେଶରେ ଜାରି କରାଯାଇଥିବା ଲକ୍‌ଡାଉନ ୨.୦ର ଅବଧି ମାର୍ଚ୍ଚ ୩ରେ ଶେଷ ହେଉଥିବା ବେଳେ ଏହା ପୂର୍ବରୁ ମୋଦି ସରକାର ଦେଶବ୍ୟାପୀ ଲକ୍‌ଡାଉନ ଅବଧିକୁ ଆଉ ୨ ସପ୍ତାହ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏବେ ଲକ୍‌ଡାଉନ୍‌ ୩.୦ର ଅବଧି ମେ’ ୧୭ ପର୍ଯ୍ୟନ୍ତ ରହିବ। ଏହି ସମୟରେ କେଉଁ ନିୟମ ପାଳନ କରାଯିବ ସେ ସମ୍ପର୍କରେ ମଧ୍ୟ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଆଡଭାଭିଜରୀ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଉପାନ୍ତରେ ବିକାଶ ବାଟବଣା: ଖଣ୍ଡିଏ ପକ୍କା ରାସ୍ତା ପାଇଁ ଆକୁଳ ନିବେଦନ କରୁଛନ୍ତି ତଳ କନ୍ଦାଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର, ୩୧।୭(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅନ୍ତର୍ଗତ ତଳ କନ୍ଦାଗୁଡ଼ା ଗ୍ରାମରେ ସ୍ଵାଧୀନତାର ବହୁ ବର୍ଷ ପରେ ବି…

‘ଆତ୍ମନିର୍ଭର ଭାରତ ଗଠନରେ ଛାତ୍ରୀଛାତ୍ରଙ୍କ ଭୂମିକା’

ଦିଗପହଣ୍ଡି,୩୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଖେମୁଣ୍ଡି କଲେଜରେ ଶୁକ୍ରବାର ‘ନବସୃଜନ ଓ ନବଉଦ୍ୟମ ପ୍ରତିଯୋଗିତା ୨୦୨୬’ ସମ୍ପର୍କିତ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କଲେଜ…

କେନ୍ଦ୍ର କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଏହିସବୁ ପ୍ରସ୍ତାବକୁ ମିଳିଲା ଅନୁମୋଦନ

ନୂଆଦିଲ୍ଲୀ,୩୧।୭: ଶୁକ୍ରବାର ବସିଥିବା କେନ୍ଦ୍ର କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପିଏମ କିଷାନ ଯୋଜନା ଉପରେ ସରକାର ବଡ଼ ଘୋଷଣା କରିଛନ୍ତି। ମିଳିଥିବା ସୂଚନାନୁଯାୟୀ, ଆଉ ୫…

Assam Floods: ବନ୍ୟାର ତାଣ୍ଡବ: ମୃତ୍ୟୁ ସଂଖ୍ୟା ୮୦କୁ ବୃଦ୍ଧି ପାଇଛି

ଗୁଆହାଟି,୩୧।୭: ଆସାମ ବନ୍ୟାରେ ମୃତ୍ୟୁ ସଂଖ୍ୟା ୮୦ରେ ପହଞ୍ଚିଛି, ଯେତେବେଳେ ଆଠଟି ଜିଲ୍ଲାର ୨.୧୨ ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି; ଅଧିକାରୀମାନେ ଶୁକ୍ରବାର ଏହି ସୂଚନା ଦେଇଛନ୍ତି।…

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲାର ରାୟ ପ୍ରକାଶ, ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ

ନୂଆଦିଲ୍ଲୀ,୩୧।୭: ଫେବୃଆରୀ ୨୦୨୦ରେ ଦିଲ୍ଲୀ ଦଙ୍ଗା ସମୟରେ ଆଇବି ଅଧିକାରୀ ଅଙ୍କିତ ଶର୍ମାଙ୍କ ହତ୍ୟା ପାଇଁ କରକାରଡୁମା କୋର୍ଟ ପୂର୍ବତନ ଏଏପି କାଉନସିଲର ତାହିର ହୁସେନଙ୍କ ସମେତ…

କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି: ପିଏମ କିଷାନ ହିତାଧିକାରୀଙ୍କ ପାଇଁ ଖୁସିଖବର, ବଢିଲା…

ନୂଆଦିଲ୍ଲୀ,୩୧।୭: କେନ୍ଦ୍ର କ୍ୟାବିନେଟର ବଡ଼ ନିଷ୍ପତ୍ତି। ଆଉ ୫ ବର୍ଷ ବଢିଲା ପିଏମ କିଷାନ ଯୋଜନା। ୨୦୩୦-୩୧ ଯାଏ ପିଏମ କିଷାନ ଯୋଜନା ବଢିଲା। ଏନେଇ କେନ୍ଦ୍ର…

ବାଜା ବଜାଇ ବିଦାୟୀ ଶିକ୍ଷକଙ୍କୁ ଗ୍ରାମ ପରିକ୍ରମା କଲେ ଗ୍ରାମବାସୀ, ପ୍ରଶଂସାରେ ପୋତି ପକାଇଲେ…

କର୍ଲାମୁଣ୍ଡା,୩୧ା୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସ.ମାଲପଡ଼ା ପଞ୍ଚାୟତ ସର୍ଗୁଲସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ସୁଦର୍ଶନ ସାହୁ ଶୁକ୍ରବାର ଚାକିରିରୁ…

ଦୁଃଖଦ ଖବର: ଦଳରେ ସ୍ଥାନ ନପାଇବାରୁ ୧୭ ବର୍ଷୀୟ କ୍ରିକେଟର କଲେ ଆତ୍ମହତ୍ୟା

ମୁମ୍ବାଇ,୩୧।୭: ମହାରାଷ୍ଟ୍ରର ନାଗପୁରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏକ ରିଜିଓନାଲ କ୍ରିକେଟ ଆସୋସିଏଶନରେ ମନୋନୀତ ନହେବାରୁ ଜଣେ ୧୭ ବର୍ଷୀୟା ଝିଅ(କ୍ରିକେଟର) ନିରାଶ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri