ବଲାଙ୍ଗୀର ଅଫିସ, ୯।୧- କଫ୍ସିରପ କାରବାରର ମାଷ୍ଟରମାଇଣ୍ଡ ସାନ ନେଗୀ ଓ ତାଙ୍କର ଦୁଇ ସହଯୋଗୀ ଅଜିତ ନନ୍ଦ ଓ ବାଦଶାହ ମାନଙ୍କୁ ଗୁରୁବାର ଭୁବନେଶ୍ୱରରୁ ଗିରଫ କରାଯାଇଥିବା ଜଣାପଡ଼ିଛି। ଅଭିଯୁକ୍ତମାନଙ୍କୁ ବଲାଙ୍ଗୀର ଅଣାଯାଇ ଏକ ଗୁପ୍ତ ସ୍ଥାନରେ ପଚରାଉଚୁରା କରାଯାଉଥିବା ଜଣାପଡିଛି ।
ବଲାଙ୍ଗୀର ଅଫିସ, ୯।୧- କଫ୍ସିରପ କାରବାରର ମାଷ୍ଟରମାଇଣ୍ଡ ସାନ ନେଗୀ ଓ ତାଙ୍କର ଦୁଇ ସହଯୋଗୀ ଅଜିତ ନନ୍ଦ ଓ ବାଦଶାହ ମାନଙ୍କୁ ଗୁରୁବାର ଭୁବନେଶ୍ୱରରୁ ଗିରଫ କରାଯାଇଥିବା ଜଣାପଡ଼ିଛି। ଅଭିଯୁକ୍ତମାନଙ୍କୁ ବଲାଙ୍ଗୀର ଅଣାଯାଇ ଏକ ଗୁପ୍ତ ସ୍ଥାନରେ ପଚରାଉଚୁରା କରାଯାଉଥିବା ଜଣାପଡିଛି ।
ହେମଗିର,୧୨ା୧୦(ଚୈତନ୍ୟ ପଟେଲ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ ଡୁରୁବଗା ବାଇପାସ ରାସ୍ତାରେ ଅଜଣା ଗାଡ଼ି ଧକ୍କାରେ ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ…
ମହାକାଳପଡ଼ା,୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାସ୍ଥିତ ପ୍ରମୁଖ ଶିକ୍ଷାନୁଷ୍ଠାନ ବାୟାବାବା କଲେଜରେ ଛାତ୍ର ସଂସଦ ନିର୍ବାଚନକୁ କେନ୍ଦ୍ରକରି ପରିସ୍ଥିତି ଉତ୍ତେଜନାପୂର୍ଣ୍ଣ ହୋଇପଡ଼ିଛି। ସୋମବାର ମଧ୍ୟାହ୍ନରେ କଲେଜ…
ଅତାବିରା,୧୨।୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ନୂଆଁ ଖଇରପାଲି କୋଶଲ ସ୍କୁଲକୁ ରବିବାର ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପତି ଗସ୍ତ କରିଥିଲେ। ଏହି ଅବସରରେ…
ପାଟଣାଗଡ଼,୧୨ା୧୦(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ଲରମ୍ଭା ଥାନା ଅନ୍ତର୍ଗତ ଗୋଏଲପିଟା ଗାଁର ଜାମଜୋର ନଦୀ ପାର୍ଶ୍ୱରୁ ସୋମବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ…
ମହାକାଳପଡ଼ା, ୧୨ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଛାତ୍ର ସଂସଦ ନିର୍ବାଚନ ପାଇଁ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ସଦର ମହକୁମାସ୍ଥିତ ବାୟା ବାବା କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଛି। ସଂସଦ…
ଧର୍ମଶାଳା,୧୨।୧୦(ଶିବପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ABEOଙ୍କ ଘରେ ଭିଜିଲାନ୍ସ ରେଡ୍ । ମୋଟ ୭ଟି ସ୍ଥାନରେ ଚଢାଉ ଜାରି ରହିଥିବା ସୂଚନା ରହିଛି । ଆୟ ବହିର୍ଭୂତ…
ବଲାଙ୍ଗୀର,୧୨।୧୦(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର-ଦେଓଗାଁ ମୁଖ୍ୟ ରାସ୍ତା ଏନଏଚ ୨୬ରେ ଦୁର୍ଘଟଣା ଘଟିଛି । ଦେଓଗାଁ ଚିନିକଳ କଲୋନୀ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଜଙ୍ଗଲ…
ହାଟଡିହୀ/ଆନନ୍ଦପୁର/ଛେନାପଦୀ,୧୨ା୧୦(ଶୁଭକାନ୍ତ ନାୟକ/ଶ୍ରୀଧର ମହାରଣା/ନିରାକାର ପରିଡା): କେନ୍ଦୁଝର ଜିଲା ଘସିପୁରା ଅଞ୍ଚଳର ଜଣେ ମହିଳାଙ୍କୁ କିଛି ଲୋକ ମିଳିମିଶି ଅଟକାଇବା, ଅଶ୍ଳୀଳ ଭାଷାରେ ଗାଳି ଦେବା ସହିତ ହତ୍ୟା…