ଖଲ୍ଲିକୋଟ,୩ା୧୧(ଡି.ଏନ.ଏ.)-ଖଲ୍ଲିକୋଟ ବ୍ଲକ କେଶପୁର ବଜାରରେ ପୁଣି ଦୁଇଗୋଷ୍ଠୀ ମଧ୍ୟରେ ଛକାପଞ୍ଝା ଲାଗି ରହିଛି। ବଜାରରେ ଶୃଙ୍ଖଳା ବଜାୟ ରଖିବା ପାଇଁ ରବିବାର ସନ୍ଧ୍ୟାରେ ଶ୍ରୀକୃଷ୍ଣଶରଣପୁର ଓ କେଶପୁର ସରପଞ୍ଚଙ୍କ ସହ କେଶପୁର ବଜାର କମିଟି ସଭାପତି ଜ୍ୟୋତିଷ ନନ୍ଦ ଆଲୋଚନା କରିଛନ୍ତି। ଶୁକ୍ରବାର ରାମଚନ୍ଦ୍ରପୁର ଏବଂ ତେନ୍ତୁଳିଆପଡ଼ା ଗ୍ରାମର କେତେକ ଯୁବକଙ୍କ ମଧ୍ୟରେ ପୂର୍ବ ଶତ୍ରୁତାକୁ ନେଇ ମାରପିଟ ହୋଇଥିଲା। ଉଭୟ ପକ୍ଷର ଏତଲା କ୍ରମେ ଖଲ୍ଲିକୋଟ ପୋଲିସ ଘଟଣାର ତଦନ୍ତ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିିଛିି। ଏଥିସହ କେଶପୁର ବଜାର ବ୍ୟବସାୟୀ ସଂଘ ନିଜକୁ ସୁରକ୍ଷିତ ମଣୁ ନଥିବ ଖଲ୍ଲିକୋଟ ଥାନାରେ ଅଭିଯୋଗ କରିଥିଲେ। ରବିବାର କେଶପୁର ବଜାରରେ ୩ ପୋଲିସ ମୁତୟନ ରହିଛିି।
Posted inଆମ ଜିଲା ଖବର, ଗଞ୍ଜାମ View All
ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀକୁ ହତ୍ୟା: ପାଇଖାନା ଟାଙ୍କିରେ ପୋତିଦେଲେ….
ଢେଙ୍କାନାଳ,୨୯।୮(ରତନ ନାୟାର): ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀଙ୍କୁ ବୀଭତ୍ସ ଭାବେ ହତ୍ୟା କରିଥିବା ଅଭିଯୋଗରେ ଜଣେ ମଦ୍ୟପ ସ୍ୱାମୀଙ୍କୁ ପୋଲିସ ଗିରଫ କରିଛି। ଢେଙ୍କାନାଳ ସଦର…
ଚାଷୀ ପଞ୍ଜୀକରଣ ଅବଧି ବୃଦ୍ଧି ଦାବି, ଅତିରିକ୍ତ ଜିଲାପାଳଙ୍କୁ ଚାଷୀ ସଂଗଠନ ଭେଟି…
ଛତ୍ରପୁର,୨୯ା୮(ଦିଲ୍ଲୀପ ସାମଲ): ଖରିଫ ଋତୁରେ ଧାନ ମଣ୍ଡିରେ ଧାନ ବିକ୍ରି ପାଇଁ ଚାଷୀଙ୍କ ଅନଲାଇନ ପଞ୍ଜୀକରଣ ଅବଧି ଆସନ୍ତା ୩୧ରେ ଶେଷ ହେବାକୁ ଯାଉଛି। ତେବେ ଏପର୍ଯ୍ୟନ୍ତ…
ମୋରମ୍ ଖାଦାନରେ ଅଘଟଣ: ପଥର ତଳେ ଚାପି ହୋଇ ନାବାଳକ ମୃତ , ଅନ୍ୟ ଜଣେ ଗୁରୁତର
ଦିଗପହଣ୍ଡି,୨୯।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପଟିଗୁଡ଼ା ପଞ୍ଚାୟତ ଉସ୍ତପଲ୍ଲୀ ଗ୍ରାମ ନିକଟ ମୋରମ୍ ଖାଦାନରେ ଶନିବାର ସକାଳେ ମୋରମ୍ ଖୋଳୁଥିବା ବେଳେ ପଥର…
ନିଶାଦ୍ରବ୍ୟ କବଳରେ ପଡ଼ି ଆଜିର ଯୁବସମାଜ ପଥଭ୍ରଷ୍ଟ, ଏଥିରୁ ମୁକୁଳିବା ପାଇଁ…
ଦିଗପହଣ୍ଡି,୨୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପକ୍ଷରୁ ପାଟପୁର ବିଶ୍ୱାସରାୟ ସାଇନ୍ସ କଲେଜ ପରିସରରେ ସାଇବର କ୍ରାଇମରୁ କିଭଳି ସୁରକ୍ଷିତ ରହିବା ଏବଂ ନିଶାମୁକ୍ତ…
ଡିଜିଟାଲ ଆରେଷ୍ଟ, ସାଇବର କ୍ରାଇମ୍ ନେଇ ସଚେତନ
ପୁରୁଷୋତ୍ତମପୁର,୨୯ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସ ସବ୍ଡିଭିଜିନ ପକ୍ଷରୁ ବରିଷ୍ଠ ନାଗରିକଙ୍କୁ ଡିଜିଟାଲ ଆରେଷ୍ଟ ଓ ସାଇବର ଅପରାଧ ସମ୍ପର୍କରେ ସଚେତନତା କାର୍ଯ୍ୟକ୍ରମ ଏସ୍ଡିପିଓ ସୁଜିତ…
ମାର୍ଶାଘାଇରେ ଚାଞ୍ଚଲ୍ୟ: ଘର ଆଗରେ ହାତଗୋଡ଼ ବନ୍ଧା ଅବସ୍ଥାରେ ଯୁବକଙ୍କ ମୃତଦେହ, ପୋଲିସ ଜବତ କରି…
ମାର୍ଶାଘାଇ,୨୯ା୮(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ବେରୁହାଁ ପଞ୍ଚାୟତର ହଳଦିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍ଥାନୀୟ ଅଶୋକ ଦାସଙ୍କ ପୁଅ…
ମାଛଧରା ବନ୍ଦର ପୋତାଶ୍ରୟରେ ଅଘଟଣ: ନିଆଁ ଲାଗି ପୋଡ଼ିଗଲା ମାଛଧରା ଟ୍ରଲର
ପାରାଦୀପ, ୨୮।୮ (ଶରତ ରାଉତ): ପାରାଦୀପ ମାଛଧରା ବନ୍ଦର ପୋତାଶ୍ରୟରେ ଥିବା ଏକ ମାଛଧରା ଟ୍ରଲରରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଟ୍ରଲରଟି ସମ୍ପୂର୍ଣ୍ଣ…
କାର୍ ଶୋ’ ରୁମ୍ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଗାଡ଼ି
ବ୍ରହ୍ମପୁର,୨୯ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପକଣ୍ଠ ହଳଦିଆ ପଦର ବସ୍ ଟର୍ମିନାଲ୍ସ ନିକଟରେ ଥିବା ଏକ କାର୍ ଶୋ’ ରୁମ୍ରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଶୋ’ରୁମ୍ ଭିତରେ…
Archives

