ଦୁଇମୁଣ୍ଡିଆ କଇଁଛ

ଓ୍ବାଶିଂଟନ: ପ୍ରକୃତିରେ ବେଳେବେଳେ ଅନେକ ପ୍ରକାରର ବିସ୍ମୟ ବି ଦେଖିବାକୁ ମିଳିଥାଏ। ଠିକ୍‌ ଏମିତି ଏକ ବିସ୍ମୟ ଦେଖିବାକୁ ମିଳିଛି ଏକ କଇଁଛ ପାଖରେ। ସାଧାରଣତଃ କଇଁଚର ଗୋଟିଏ ମୁଣ୍ଡଥିବା ସମସ୍ତେ ଦେଖିଛନ୍ତି, କିନ୍ତୁ ଦୁଇଟି ମୁଣ୍ଡଥିବା ଏକ ବିରଳ କଇଁଛ ଏବେ ମିଳିଛି ଆମେରିକାରେ। ଏଠାରେ ଭିର୍ଜିନିଆ ଲିଭିଙ୍ଗ୍‌ ମ୍ୟୁଜିଅମ୍‌ରେ ଏହି କଇଁଚଟି ରହିଛି। ଦୁଇମୁଣ୍ଡ ଥିବା ଏହି କଇଁଛ ସମ୍ପର୍କରେ ସୋସିଆଲ୍‌ ମିଡିଆରେ ଏକ ଭିଡିଓ ପୋଷ୍ଟହେବା ପରେ ଏହି ଖବର ଜଣାପଡ଼ିଛି।
ସୋସିଆଲ୍‌ ମିଡିଆରେ ପୋଷ୍ଟ ହୋଇଥିବା ଭିଡିଓ ଅନୁସାରେ କଇଁଛଟି ଏକ ଟ୍ୟାଙ୍କ୍‌ ମଧ୍ୟରେ ଥିବା ଶିଉଳି ଓ ଗୁଳ୍ମ ଭିତରେ ରହିଛି। ଦୁଇଟି ମୁଣ୍ଡଥିବାରୁ ଏହା ଦେଖିବା ପାଇଁ ଭିନ୍ନ ମନେ ହେଉଛି। ତେବେ ଏହାର ଦୁଇଟି ମୁଣ୍ଡ ହେବା ନେଇ ବୈଜ୍ଞାନିକମାନେ କହନ୍ତି, ଏଭଳି ସ୍ଥିତିକୁ ପଲିସିଫାଲି ଅର୍ଥାତ୍‌ ଦୁଇମୁଣ୍ଡବିଶିଷ୍ଟ କୁହାଯାଏ। ଏଭଳି ଘଟଣା ବିରଳ ହୋଇଥିଲେ ବି ଅନେକ ସମୟରେ କଇଁଛଙ୍କ କ୍ଷେତ୍ରରେ ଏହା ଦେଖାଯିବା ଅସମ୍ଭବ ନୁହେଁ। ତେବେ କଇଁଛର ଦୁଇଟି ମୁଣ୍ଡ ଥିବା ନେଇ ଅଧିକାଂଶ ଲୋକ ଏହାକୁ ଏକ ଭିନ୍ନ ତଥା କ୍ୟୁଟ୍‌ ଜୀବ ବୋଲି ବର୍ଣ୍ଣନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟ ପରାଗରେ ଶନିଙ୍କ ରାଶିରେ ଖରାପ ପ୍ରଭାବ, ଏହି ୩ଟି ରାଶିରେ ଘୋଟିଯିବ ବିପଦ!

ସୂର୍ଯ୍ୟ ବର୍ତ୍ତମାନ ମକର ରାଶିରେ ଅଛନ୍ତି। ଏହା ଫେବୃଆରୀ ୧୩ ତାରିଖରେ କୁମ୍ଭ ରାଶିରେ ପ୍ରବେଶ କରିବ ଏବଂ ତା’ପରେ ଫେବୃଆରୀ ୧୭ ତାରିଖରେ ସୂର୍ଯ୍ୟଗ୍ରହଣ ହେବ।…

କ୍ରାଶ ହେଉଥିଲା ବିମାନ, ପତ୍ନୀଙ୍କ ପାଇଁ ଏମିତି ବାର୍ତ୍ତା ଦେଲେ ପାଇଲଟ, ଭିଡ଼ିଓ ହେଉଛି ଭାଇରାଲ

ଜର୍ଜିଆ,୧୧।୨: ଆମେରିକାର ଜର୍ଜିଆ ରାଜ୍ୟର ଏକ ବ୍ୟସ୍ତବହୁଳ ରାସ୍ତାରେ ଏକ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟବଶତଃ, ଏଥିରେ କୌଣସି କ୍ଷତି ହୋଇନାହିଁ। ଏହି ଘଟଣା ଘଟିଥିଲା…

ଶ୍ରମିକଙ୍କୁ ୧୦୦ ମିଟର ଘୋଷାଡି ନେଲା ବସ, ଆଉ ତା’ପରେ ଘଟିଲା…

ଭଞ୍ଜନଗର,୧୧/୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ଭାଲିଆଖାଇ ଛକରେ ବୁଧବାର ନୀଳକଣ୍ଠ ନାମକ ଏକ ଘରୋଇ ବସ ଧକ୍କାରେ ଜଣେ ସାଇକେଲ ଆରୋହୀ ଗୁରୁତର ଭାବେ…

ଭାରତରେ ୪୦୦କୋଟିରୁ ଅଧିକ ଆୟ କରେ ପେଙ୍ଗୁଇନ, ପ୍ରତିବର୍ଷ ଛପାଯାଏ ମାତ୍ର ଏତିକି ବହି…

ନୂଆଦିଲ୍ଲୀ,୧୧।୨: ଗତ କିଛି ଦିନ ଧରି ପୂର୍ୱତନ ସେନା ମୁଖ୍ୟ ଜେନେରାଲ ମନୋଜ ମୁକୁନ୍ଦ ନାରଭାଣେଙ୍କ ପୁସ୍ତକ “ଫୋର୍‌ ଷ୍ଟାର୍‌ ଅଫ ଡେଷ୍ଟିନି” ସମ୍ପର୍କରେ ଜାତୀୟ ରାଜନୀତି…

ରିଲ୍ସ ନିଶାରେ ବନ୍ଧୁକ ଧରି ଡ୍ୟାନ୍ସ କଲେ କଂଗ୍ରେସ ବିଧାୟକ, ଭିଡିଓ ଭାଇରାଲ

ବେଙ୍ଗାଲୁରୁ,୧୧।୨: ବ୍ଲକବଷ୍ଟର ଫିଲ୍ମ ଧୁରନ୍ଧରର ଲୋକପ୍ରିୟ ଗୀତ ‘Fa9la’ ଉପରେ ଆଧାରିତ ଏକ ରିଲ ତିଆରି କରି ଜଣେ କଂଗ୍ରେସ ନେତା ଅଡୁଆରେ ଫସି ଯାଇଛନ୍ତି। କର୍ନାଟକ…

ବଳାତ୍କାର ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତି ଏମିତି ଏକ ପ୍ରବନ୍ଧ ଲେଖିବାରୁ ଦଣ୍ଡ କମ୍‌ କରି ଦେଲେ ହାଇକୋର୍ଟ

ମୁମ୍ବାଇ,୧୧।୨: ବମ୍ବେ ହାଇକୋର୍ଟ ଜଣେ ନାବାଳିକା ଝିଅକୁ ବଳାତ୍କାର କରିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ଜଣେ ବ୍ୟକ୍ତିଙ୍କ ଆଜୀବନ କାରାଦଣ୍ଡକୁ ୧୨ ବର୍ଷକୁ ହ୍ରାସ କରିଛନ୍ତି।…

‘ବନ୍ଦେ ମାତରମ’କୁ ନେଇ ନୂଆ ନିର୍ଦ୍ଦେଶାବଳୀ ଜାରି: ଏଣିକି ଠିଆ ହେବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୧।୨: ବନ୍ଦେ ମାତରମ ସମ୍ପର୍କରେ ନୂତନ ନିର୍ଦ୍ଦେଶାବଳୀ ଜାରି କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଦ୍ୱାରା ଜାରି ନୂତନ ନିର୍ଦ୍ଦେଶାବଳୀ ଅନୁଯାୟୀ, ବନ୍ଦେ ମାତରମ ପାଇଁ ଠିଆ…

ପାର୍କରେ ଦୁର୍ବୃତ୍ତଙ୍କ ଉନ୍ମକ୍ତ କାଣ୍ଡ: ୪୨ଟି ଗଛ ଭାଙ୍ଗି ଛାରଖାର କଲେ ପାର୍କ

ବଲାଙ୍ଗୀର, ୧୧।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ପାର୍କ ଭିତରେ ସୌନ୍ଦର୍ଯ୍ୟ ବୃଦ୍ଧି ସକାଶେ ଲଗାଯାଇଥିବା ୪୨ଟି ଗଛକୁ କେହି ଦୁର୍ବୃତ୍ତ ଭାଙ୍ଗି ଦେବା ସହ କାଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri