ଦୁଗ୍ଧ ଶୀତଳୀକରଣ କେନ୍ଦ୍ରରେ ଅନିୟମିତତା:କର୍ତ୍ତୃପକ୍ଷ ଧ୍ୟାନ ନ ଦେଲେ ରାଜରାସ୍ତାକୁ ଓହ୍ଲାଇବ ଚାଷୀ ସଂଘ

ଛେଣ୍ଡିପଦା,୧୫।୬(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଛେଣ୍ତିପଦା ଶୀତଳୀକରଣ କେନ୍ଦ୍ର କ୍ଷୀର ଚାଷୀଙ୍କଠାରୁ କ୍ଷୀର ନେବା ସହିତ ୧୦ ଦିନରେ ଥରେ ଚାଷୀଙ୍କୁ ପଇସା ଦେଇଥାଆନ୍ତି। ମାତ୍ର ଓମ୍‌ଫେଡ୍‌ କର୍ତ୍ତୃପକ୍ଷ ଏହି କ୍ଷୀରକୁ ନିମ୍ନମାନର ଦର୍ଶାଇବା ସହିତ ଓଜନରେ ମଧ୍ୟ ଠକୁୁଥିବା ଚାଷୀମାନେ କହିଛନ୍ତି। ୫୦ ଲିଟର କ୍ଷୀର ଛେଣ୍ଡିପଦା ଓମ୍‌ଫେଡ୍‌ କେନ୍ଦ୍ରରେ ଦେଲେ ତାହାର ଓଜନ ୩୫ ଲିଟର ହେଉଥିବା କର୍ତ୍ତୃପକ୍ଷ କହୁଛନ୍ତି ବୋଲି ଚାଷୀ ଅଭିଯୋଗ କରିଛନ୍ତି।
ଏପରିକି ଚାଷୀଙ୍କ ପାଇଁ ଆସୁଥିବା ବିଭିନ୍ନ ପ୍ରକାରର ଔଷଧ ସେମାନଙ୍କୁ ନ ଦେଇ ବାହାରେ ବିକ୍ରି କରି ଦେଉଥିବା ସେ କହିଛନ୍ତି। ଅନ୍ୟପଟେ ଦାନା କେଜି ୪୦ ରୁ ୫୦ ଟଙ୍କା ମୂଲ୍ୟରେ ମିଳୁଥିବା ବେଳେ କ୍ଷୀର ଲିଟର ପିଛା ୨୨ ଟଙ୍କା ଚାଷୀଙ୍କ ଆର୍ଥିକ ମେରୁଦଣ୍ଡକୁ ଭାଙ୍ଗି ଦେଉଛି।
ଅନ୍ୟପଟେ ଓମ୍‌ଫେଡ୍‌ କର୍ତ୍ତୃପକ୍ଷ ଚାଷୀଙ୍କୁ ୬ ମାସ ତଳେ ଦେଇଥିବା କ୍ଷୀରଟଙ୍କା ସେମାନେ ପାଇ ନ ଥିବା ଅଭିଯୋଗ କରିଛନ୍ତି। ଦୁଗ୍ଧ ଶୀତଳୀକରଣ ଅଧିକାରୀ କେବେ ସେଠାକୁ ଆସୁ ନ ଥିବାରୁ ଘଟଣା ସମ୍ପର୍କରେ ଫୋନ ଯୋଗେ ଅଭିଯୋଗ ଜଣାଇଥିଲେ ମଧ୍ୟ କିଛି କାର୍ଯ୍ୟାନୁଷ୍ଠାନ ହେଉ ନାହିଁ। ଏ ସବୁ ସମସ୍ୟା ପ୍ରତି ଭବିଷ୍ୟତରେ କର୍ତ୍ତୃପକ୍ଷ ଧ୍ୟାନ ନ ଦେଲେ ଚାଷୀ ସଂଘ ରାଜରାସ୍ତାକୁ ଓହ୍ଲାଇବ ବୋଲି କଡ଼ା ଚେତାବନୀ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

CJP ପ୍ରଦର୍ଶନରେ ପାକିସ୍ତାନୀ ଷଡ଼ଯନ୍ତ୍ର! ଜନ୍ତର-ମନ୍ତର ପ୍ରଦର୍ଶନକୁ ନେଇ ବଡ଼ ଖୁଲାସା, ବ୍ଲକ ହେଲା ୪୮୦…

ନୂଆଦିଲ୍ଲୀ,୪।୭: ଦିଲ୍ଲୀର ଜନ୍ତର-ମନ୍ତରଠାରେ ‘କକ୍ରୋଚ ଜନତା ପାର୍ଟି’ (CJP) ର ବିରୋଧ ପ୍ରଦର୍ଶନ ମଧ୍ୟରେ ଦିଲ୍ଲୀ ପୋଲିସ ଏକ ବଡ଼ ଖୁଲାସା କରିଛି। ପୋଲିସ ଏକ ବଡ଼…

ବାହୁଡ଼ା ଯାତ୍ରା ସମୟରେ ଅଘଟଣ: ଅଣନିଶ୍ବାସୀ ହୋଇ ଜଣଙ୍କର ମୃତ୍ୟୁ, ମିଳିଛି ପରିଚୟ

ପୁରୀ,୨୪।୭: ପବିତ୍ର ବାହୁଡ଼ା ଯାତ୍ରା ଅବସରରେ ପୁରୀ ଶ୍ରୀକ୍ଷେତ୍ରରେ ଏକ ଦୁଃଖଦ ଘଟଣା ଘଟିଛି। ଅଧିକ ଭିଡ଼ ଓ ଅଣନିଶ୍ବାସୀ ହୋଇ ଜଣେ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି।…

କେନ୍ଦ୍ରମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ରବନୀତ ସିଂ ବିଟ୍ଟୁ, ଜାଣନ୍ତୁ କାହିଁକି ଛାଡ଼ିବାକୁ ପଡ଼ିଲା…

ନୂଆଦିଲ୍ଲୀ,୪।୭: କେନ୍ଦ୍ର ରେଳ ରାଷ୍ଟ୍ରମନ୍ତ୍ରୀ ରବନୀତ ସିଂ ବିଟ୍ଟୁ କେନ୍ଦ୍ର ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ତାଙ୍କର ଇସ୍ତଫାକୁ ଗ୍ରହଣ କରିଥିବା ନେଇ ଶୁକ୍ରବାର…

NEET ପେପର ଲିକ୍ ନେଇ NTAରେ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ, ୪୭ ଅଧିକାରୀ ଚାକିରିରୁ ବିଦା

ନୂଆଦିଲ୍ଲୀ,୨୪ା୭: NEET ପେପର ଲିକ୍ ଏବଂ ଦେଶବ୍ୟାପୀ ପ୍ରଦର୍ଶନ ମଧ୍ୟରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରେ ବ୍ୟାପକ ପରିବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାର ଏକ…

ଜାତୀୟ ରାଜନୀତିରେ ହଲଚଲ: ଆଜି ରାତି ୮ଟାରେ ବଡ଼ ଘୋଷଣା କରିବେ ସରକାର…

ନୂଆଦିଲ୍ଲୀ,୨୪।୭: NEET ପେପର ଲିକ୍ ପରେ କକରୋଚ ଜନତା ପାର୍ଟି (CJP) ର ପ୍ରତିବାଦ ଏବଂ ଜେନ୍-ଜି (Gen-Z) ଙ୍କ ଆନ୍ଦୋଳନ ପରେ କେନ୍ଦ୍ର ସରକାର ଆଲର୍ଟ…

CJPକୁ ସମର୍ଥନ କରି ଚାକିରି ଛାଡିଲେ ଉତ୍ତରାଖଣ୍ଡ ପୋଲିସ! ଆନ୍ଦୋଳନକୁ ନେଇ କଲେ ବଡ଼ ଖୁଲାସା,ଦେଶରେ ଚହଳ…

ନୂଆଦିଲ୍ଲୀ,୨୪।୭: CJP ମଞ୍ଚ ଏହାର ଚାଲିଥିବା ପ୍ରତିବାଦ ଯୋଗୁଁ ଦେଶବ୍ୟାପୀ ଦୃଷ୍ଟି ଆକର୍ଷଣ କରିଛି। ଏବେ, ସେଠାରେ ଏକ ଘଟଣା ଘଟିଛି ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ…

ମନ୍ତ୍ରୀଙ୍କୁ ପରାମର୍ଶ ଦେଲେ ମୋଦି, Gen-Z ଙ୍କ ସହ ମିଶିବା ପାଇଁ Insta ଖୋଲନ୍ତୁ…

ନୂଆଦିଲ୍ଲୀ,୨୪।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନିଜ ମନ୍ତ୍ରୀମାନଙ୍କୁ ଜେନ୍-ଜି (Gen-Z) ବା ଆଜିକାଲିର ଯୁବବର୍ଗଙ୍କ ସହ ଯୋଡ଼ିହେବା ପାଇଁ ଇନ୍‌ଷ୍ଟାଗ୍ରାମ୍ (Instagram) ବ୍ୟବହାର କରିବାକୁ ପରାମର୍ଶ ଦେଇଛନ୍ତି।…

କ୍ୟାବିନେଟ ମିଟିଂ ପରେ ଧର୍ମେନ୍ଦ୍ରଙ୍କୁ ନେଇ ଆସିଲା ବଡ଼ ଖବର, ଇସ୍ତଫା…

ନୂଆଦିଲ୍ଲୀ,୨୪।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ଶୀର୍ଷ ସରକାରୀ ସୂତ୍ରରୁ ସ୍ପଷ୍ଟ କରାଯାଇଛି ଯେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫାର କୌଣସି ସମ୍ଭାବନା ନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri