ଦୁମାଗୁଡ଼ା ନିକଟରେ ହାତୀ ଶାବକର ମୃତ୍ୟୁ

ନୂଆଗାଁ, ୧୭।୧୦ (ଡି.ଏନ୍‌.ଏ.)- ସୁନ୍ଦରଗଡ ଜିଲା ନୂଆଗାଁ ବ୍ଲକ ବୀରମିତ୍ରପୁର ବନାଞ୍ଚଳ ଅନ୍ତର୍ଗତ ହାତୀବାରୀ ଦୁମାଗୁଡା ନିକଟସ୍ଥ ରାଣୀବଗିଚା ଜବତି ଜଙ୍ଗଲରେ ଗୁରୁବାର ଏକ ହାତୀ ଶାବକର ମୃତ୍ୟୁ ଘଟିଛିା ଖବରପାଇ ବୀରମିତ୍ରପୁର ବନାଞ୍ଚଳ ଅଧିକାରୀ ଆର୍‌.କେ. ଦାଶ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଉଦ୍ୟମ ଜାରି ରଖିଛନ୍ତି। ବ୍ୟବଚ୍ଛେଦ ପରେ ମୃତଦେହକୁ ପୋତାଯିବ ବୋଲି ବନାଞ୍ଚଳ ଅଧିକାରୀ ପ୍ରକାଶ କରିଛନ୍ତିା

ବନାଞ୍ଚଳ ଅଧିକାରୀ ଦାଶଙ୍କଠାରୁ ମିଳିଥିବା ସୂଚନାନୁଯାୟୀ, ଦୁମାଗୁଡା ନିକଟ ରାଣୀବଗିଚା ଜଙ୍ଗଲରେ ୪ଟି ବଣୁଆ ହାତୀ ଦୀର୍ଘ ମାସ ହେବ ଥିଲେ। ସେହି ହାତୀପଲରେ ଉକ୍ତ ହାତୀ ଶାବକଟି ଥିଲା। ହେଲେ ହାତୀ ହାତୀ ମଧ୍ୟରେ ଲଢ଼େଇ ଯୋଗୁ ଶାବକଟିର ମୃତ୍ୟୁ ଘଟିଥାଇପାରେ ବୋଲି ସେ ପ୍ରକାଶ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ମେଗା ପ୍ରକଳ୍ପର ମେନ୍ ପାଇପ୍ ଫାଟିଲା, ପ୍ରବଳ ଗ୍ରୀଷ୍ମ ପ୍ରବାହ ମଧ୍ୟରେ ୫ରୁ ଊର୍ଦ୍ଧ୍ୱ ଗ୍ରାମକୁ ପାନୀୟ ଜଳ ଯୋଗାଣ ଠପ୍

ଭେଡ଼େନ, ୬ ଜୁନ୍ (ହୃଷିକେଶ ଖମାରୀ): ସମଗ୍ର ଅଞ୍ଚଳରେ ତାପମାତ୍ରା ଥମିବାର ନାଁ ନେଉ ନଥିବା ବେଳେ ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏଭଳି…

କୂଅ ସଫା କରିବା ବେଳେ ବ୍ଲିଚିଂ ଗ୍ୟାସରେ ଶ୍ରମିକ ଅଣନିଶ୍ୱାସୀ, ଅଗ୍ନିଶମ ବାହିନୀ ଦ୍ୱାରା…

ଭଞ୍ଜନଗର, ୬ ଜୁନ୍ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରର ଏକ ସାହିରେ କୂଅ ସଫା କରିବା ସମୟରେ ଜଣେ ଶ୍ରମିକ ବିଷାକ୍ତ ଗ୍ୟାସ ସଂସ୍ପର୍ଶରେ…

ଶୁଳିଆ ପାହାଡ଼ରେ ରୋପଣ ହେଲା ୪ ହଜାର ବାଉଁଶ ଚାରା: ଜଙ୍ଗଲ ଓ ବନ୍ୟପ୍ରାଣୀ ସୁରକ୍ଷା ପାଇଁ…

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପୋଡ଼ାମାରି ଗ୍ରାମ ସ୍ଥିତ ଚନ୍ଦ୍ରଗିରି ବନାଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ରେଞ୍ଜର ରୂପକ ପ୍ରଧାନ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ…

ଥୁଆମୂଳ ରାମପୁରରେ ପରିବର୍ତ୍ତନ କ୍ଲାସେସ୍ ପକ୍ଷରୁ ବିଶ୍ୱ ପରିବେଶ ଦିବସ ପାଳିତ: ସଫେଇ ଅଭିଯାନ ସହ ଛାତ୍ରଛାତ୍ରୀ ପୁରସ୍କୃତ

ଥୁଆମୂଳ ରାମପୁର, ୦୬ ଜୁନ୍ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରଠାରେ ସ୍ଥାନୀୟ ଅଗ୍ରଣୀ ଶିକ୍ଷାନୁଷ୍ଠାନ ‘ପରିବର୍ତ୍ତନ କ୍ଲାସେସ୍’ ଆନୁକୂଲ୍ୟରେ ବିଶ୍ୱ ପରିବେଶ ଦିବସ ସମାରୋହ…

RI ଚାକିରି ଆଶା ଦେଖାଇ ଲୁଟିଥିଲେ ୫.୫ ଲକ୍ଷ ଟଙ୍କା; ହୀରାକୁଦରୁ ଅଭିଯୁକ୍ତଙ୍କୁ ବାନ୍ଧିଲା କେନ୍ଦୁଝର ପୋଲିସ

କେନ୍ଦୁଝର,୬।୬(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାରୀ ଚାକିରି ଯୋଗାଇଦେବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଲକ୍ଷ ଲକ୍ଷ ଟଙ୍କା ଠକେଇ କରିବା ମାମଲାରେ କେନ୍ଦୁଝର ଟାଉନ ପୋଲିସକୁ ଏକ ବଡ଼…

ମା ଙ୍କୁ ଆକ୍ରମଣ ପରେ ଝିଅଙ୍କୁ ବଳାତ୍କାର ଉଦ୍ୟମ: ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୬|୬(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଚୁଡୁଙ୍ଗପୁର ଗ୍ରାମର ଜଣେ ବିବାହିତା ଯୁବତୀ ତାଙ୍କ ଘର ବାରଣ୍ଡାରେ ବସିଥିବା ବେଳେ  ଗ୍ରାମର ଏ.ଶଙ୍କର ପାତ୍ର ତାଙ୍କୁ…

ରକ୍ତ ଦାନ ମହତ ଦାନ: ଆୟୋଜନ ପାଇଁ ପ୍ରସ୍ତୁତି

ଦିଗପହଣ୍ଡି, ୬|୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡିର ଜଣାଶୁଣା ଫଟୋ ଏବଂ ଭିଡିଓଗ୍ରାଫର ସ୍ବର୍ଗତ ଓଡ଼ି ପ୍ରଦୀପ କୁମାରଙ୍କ ଦ୍ଵାଦଶାହ ସ୍ମୃତି ସଭା ଅବସରରେ  ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri