ଦୁର୍ଗାଙ୍କ ପାର୍ଶ୍ୱ ମୂର୍ତ୍ତି ଚୋରି

କୋରୁକୋଣ୍ଡା, ୭।୧୦(ଡି.ଏନ୍‌.ଏ.)-ଓର୍‌କେଲ ଥାନା ଅଧୀନ ପର୍କନମାଳା ପଞ୍ଚାୟତ ସୁନାନଗର ଘାଟିସ୍ଥିତ ଦୁର୍ଗା ମନ୍ଦିରରୁ ମା’ଙ୍କ ପାର୍ଶ୍ୱ ଦେବୀଙ୍କ ମୂର୍ତ୍ତି ଚୋରି ହୋଇଛି। ସୋମବାର ସକାଳୁ ପୂଜାରୀ ମନ୍ଦିରକୁ ଯାଇ ଦୁର୍ଗାଙ୍କ ୩ଟି ପାର୍ଶ୍ୱ ମୂର୍ତ୍ତି ମଧ୍ୟରୁ ଗୋଟିଏ ନ ଥିବା ଦେଖିଥିଲେ। କିଛି ଦିନ ପୂର୍ବେ ଏହି ମନ୍ଦିରରୁ ଘଣ୍ଟି, ଠାକୁରଙ୍କ ଖଣ୍ଡା ଆଦି ଚୋରି ହୋଇଥିବା ସେ ସୂଚନା ଦେଇଛନ୍ତି। ଉକ୍ତ ଘଟଣାରେ ପିଲାକୁସୁମୀ ଗାଁର କିଛି ଯୁବକଙ୍କୁ ଅଟକ ରଖାଯାଇ ପଚରାଉଚରା କରାଯାଇଥିଲା। ଦଶହରା ସମୟରେ ମୂର୍ତ୍ତି ଚୋରିକୁ ନେଇ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ପ୍ରକାଶ ଯେ, କିଛିଦିନ ପୂର୍ବେ କୁଡୁମୁଲୁଗୁମ୍ମା ପଞ୍ଚାୟତ ଅନ୍ତର୍ଗତ ପୁରୁଣାଗୁମ୍ମାରେ ମା’ଭୈରବୀଙ୍କ ମୂର୍ତ୍ତି ମଧ୍ୟ ଚୋରି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗାର ଦୁଇ ଜଣ ଓପିଏସସିଙ୍କୁ ସମ୍ବର୍ଦ୍ଧନା: ଗରିବଙ୍କ ସମସ୍ୟା ବୁଝିବାକୁ ଉଭୟଙ୍କୁ କହିଲେ ବିଡିଓ

କେସିଙ୍ଗା, ୧୬।୬ (ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୨ ଜଣ ଓପିଏସସିଙ୍କୁ ବୃନ୍ଦାବନ ସଂସ୍କୃତି ଅନୁଷ୍ଠାନ ପକ୍ଷରୁ ବିଏସଏର ନୂତନ ସଭାଗୃହରେ ମଙ୍ଗଳବାର…

ମୃତ୍ୟୁ ପୂର୍ବରୁ ମା’ଙ୍କୁ ହ୍ବାଟଆପ୍‌ରେ ଚାଟିଂ କରିଥିଲେ ଚନ୍ଦ୍ରିକା, କହି ଦେଇଥିଲେ ଏହି କଥା…

କଟକ,୧୬।୬: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଡିଜିଟାଲ ତଥ୍ୟ ସଂଗ୍ରହ ହୋଇଛି। ଉଦଳା ସ୍ଥିତ ଚନ୍ଦ୍ରିକାଙ୍କ ଘରୁ ତଥ୍ୟ ସଂଗ୍ରହ କରାଯାଇଥିବା କଟକ ଡିସିପି ……

ଅଜଣା ରୋଗରେ ବହୁସଂଖ୍ୟକ ଛେଳି ମୃତ; ପ୍ରାଣୀ ବିଭାଗ ପାଖରେ ନାହିଁ ଖବର

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମ୍ମା, ଟିକରପଡ଼ା, ଢେପାପେଣ୍ଠ ପ୍ରଭୃତି ଗ୍ରାମମାନଙ୍କରେ ଗତ କିଛିଦିନ ହେଲା ଅଜଣା ରୋଗରେ…

ଥମୁନି ପଶୁ କାମୁଡ଼ା, ଟିକାକରଣ ଭରସାରେ ରୋଗୀ

ଛତ୍ରପୁର, ୧୬।୬ (ଦିଲୀପ ସାମଲ): ଘରେ ନିରୀହ ପଶୁ ପାଳିଲେ ଗୃହ ପରିବାର ଭିତରେ ଆତ୍ମୀୟତା ସହିତ ସେବା ମନୋବୃତ୍ତି ବଢ଼େ ବୋଲି ବିଶାସରେ ଅଛି। କିନ୍ତୁ…

ମୁହାଁମୁହିଁ ଧକ୍କା ହୋଇ ଜଳିଗଲା ଟ୍ରକ୍‌, ୨ ଚାଳକ ଜୀବନ୍ତ ଦଗ୍ଧ

ସୁନ୍ଦରଗଡ,୧୬।୬(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଭଷ୍ମା ଥାନା ଅନ୍ତର୍ଗତ କଇତରା ନିକଟରେ ବିଜୁ ଏକ୍ସପ୍ରେସ ଓ୍ବେରେ ମଙ୍ଗଳବାର ସକାଳେ ଦୁଇ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା…

ପୁଣି ରାଜଧାନୀରେ ଦୁର୍ଘଟଣା: ଦମ୍ପତିଙ୍କୁ ଚାପି ଦେଲା ଟ୍ରକ

ଭୁବନେଶ୍ୱର,୧୬।୬: ରାଜଧାନୀ ଭୁବନେଶ୍ୱର ପୁଣି ଏକ ଦୁର୍ଘଟଣା ଘଟିଛି। ମଙ୍ଗଳବାର ପୂର୍ବାହ୍ନରେ ସୈନିକ ସ୍କୁଲ ଦଶରଜା ମନ୍ଦିର ନିକଟରେ ଏକ ସ୍କୁଟରରେ ଯାଉଥିବା ଦମ୍ପତିଙ୍କୁ ଏକ ଟ୍ରକ…

ପାନୀୟ ଜଳ ପାଇ ରାଜ୍ୟ ରାଜପଥ ଅବରୋଧ, ଦୀର୍ଘ ସମୟ ଧରି ଯାତାୟାତ ବାଧାପ୍ରାପ୍ତ

ଭାପୁର,୧୬।୬(ପ୍ରଭାତ ବରାଡ): ବ୍ଲକ ପ୍ରଶାସନକୁ ବାରମ୍ବାର ଅଭିଯୋଗ କରିବା ପରେ ପାନୀୟ ନପାଇ ୪୮ନଂ ରାଜ୍ୟ ରାଜପଥ ରାସ୍ତା ଉପରେ ଗରା, ବାଲ୍‌ଟି ରଖି ବିକ୍ଷୋଭ ପ୍ରଦର୍ଶନ।…

ଗାଁରେ ମାତିଲା ପାଗଳ ମାଙ୍କଡ, ସକାଳ ହେଲେ ପଡିଯାଉଛି ତାଟି କବାଟ, ଆତଙ୍କିତ ଅବସ୍ଥାରେ ଲୋକେ

ଦିଗପହଣ୍ଡି,୧୬।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିିପୁର ଗ୍ରାମର ୮ରୁ ଅଧିକ ଜଣ ପାଗଳ ମାଙ୍କଡ କାମୁଡ଼ାରେ ଆହାତ ହୋଇଛନ୍ତି। ସେମାନଙ୍କୁ ନିକଟସ୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri