ଦୁର୍ଘଟଣାରେ ଗୁରୁତର ଯୁବକଙ୍କ ଡାକ୍ତରଖାନାରେ ମୃତ୍ୟୁ

ଯୋଡ଼ା,୧୬।୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ଥାନା ବିଲେଇପଦା ଫାଣ୍ଡି ଅନ୍ତର୍ଗତ ଅଁଶେଇକଳା ଗ୍ରାମର ଲବ ମହାକୁଡ଼ ବାଇକ୍‌ ଦୁର୍ଘଟଣାରେ ଗୁରୁତର ହୋଇଥିଲେ। ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ତାଙ୍କର ମୃତ୍ୟୁ ଘଟିଛି ।
ସୂଚନାନୁଯାୟୀ, ଲବ ଗୁରୁବାର ସନ୍ଧ୍ୟାରେ ଝାଡଖଣ୍ଡ ରାଜ୍ୟର ସିଆଳିଯୋଡ଼ା ରାମପୁର ଅଞ୍ଚଳକୁ ଭଉଣୀ ଘରକୁ ଯାଉଥିବା ବେଳେ ଅଁଶେଇକଳା-ପୁରୁଷୋତ୍ତମପୁର ରାସ୍ତାରେ ତାଙ୍କ ବାଇକ୍‌ ( ଓଡି୧୪ ଆର୍‌ ୮୦୧୩) ଭାରସାମ୍ୟ ହରାଇ ଏକ ଜାମୁ ଗଛରେ ପିଟି ହୋଇଯାଇଥିଲା । ଫଳରେ ଲବ ଗୁରୁତର ହୋଇଥିଲେ । ତାଙ୍କୁ ଚମ୍ପୁଆ ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ପୁନର୍ଜୀବିତ ହେବ ଲୋପ ପାଉଥିବା ଲୋକକଳା: ତୁମୁଡିବନ୍ଧ ବ୍ଲକରେ ‘ଓଡ଼ିଆ ପକ୍ଷ-୨୦୨୬’ ପାଳିତ

ତୁମୁଡିବନ୍ଧ,୮।୪ (ଦୀପକ କୁମାର ପରାସେଠ): ଲୋପ ପାଉଥିବା ଲୋକକଳାକୁ ପୁନର୍ଜୀବିତ କରିବା ଉଦ୍ଦେଶ୍ୟରେ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟ ସଭାଗୃହରେ ‘ଓଡ଼ିଆ ପକ୍ଷ-୨୦୨୬’ ଅନୁଯାୟୀ ‘ଲୋକକଳା…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri