ଦୁର୍ଘଟଣାରେ ଜଣେ ମୃତ, ରାସ୍ତାରୋକୋ

ଖଜୁରିପଡା,୨୯ା୬(ଡି.ଏନ୍‌.ଏ.): ଖଜୁରିପଡା ବ୍ଲକ ଢାଡମେରୁ ଗ୍ରାମଛକ ୧୫୭ନଂ. ଜାତୀୟ ରାଜପଥ ନିକଟରେ ଶନିବାର ସକାଳେ ସଡକ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସୁଡ୍ରୁକୁମ୍ପା ଉପରସାହିର ଶଙ୍କର ବେହେରା (୬୨)। ଶନିବାର ଭୋରରେ ଶଙ୍କର ଛେଳି ଖୋଜିବାକୁ ଯାଇଥିବାବେଳେ କୌଣସି ଏକ ଗାଡି ତାଙ୍କ ଉପରେ ଚଢି ଚାଲିଯାଇଥିଲା। ପରିବାର ଲୋକେ ଓ ଗ୍ରାମବାସୀ କ୍ଷତିପୂରଣ ଦାବିରେ ରାସ୍ତାରୋକୋ କରିଥିଲେ। ଫଳରେ ଫୁଲବାଣୀ-ବୌଦ୍ଦକୁ ଗାଡି ଚଳାଚଳ ଠପ୍‌ ହୋଇଯାଇଥିଲା। ସଦର ଥାନା ଅଧିକାରୀ ରାଧାକାନ୍ତ ସାହୁ ସଦଳବଳ ପହଞ୍ଚତ୍ ଲୋକଙ୍କୁ ବୁଝାଶୁଝା କରିବା ସହ କ୍ଷତିପୂରଣ ଦେବାକୁ ପ୍ରତିଶ୍ରୁତି ଦେବାପରେ ରାସ୍ତାରୋକୋ ହଟିଥିଲା। ନଂ.୫୫ା୧୯ରେ ମାମଲା ରୁଜୁକରି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଫୁଲବାଣୀ ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲେ। ତହସିଲଦାର ମନୋଜ କୁମାର ପାଢୀଙ୍କ ନିର୍ଦ୍ଦେଶରେ ସୁଡ୍ରୁକୁମ୍ପା ଆର୍‌ଆଇ ସୁନିଲ କୁମାର ଦିଗାଲ ମୃତକଙ୍କ ପରିବାରକୁ ଭେଟି ୧୦ ହଜାର ଟଙ୍କା ସହାୟତା ପ୍ରଦାନ କରିଛନ୍ତି। ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ତ୍ରିଲୋଚନ ଖମାରୀ ହରିଶ୍ଚନ୍ଦ୍ର ଯୋଜନାରେ ୨ହଜାର ଟଙ୍କା ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହୁମ୍ମା ଫାଣ୍ଡି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ବିନାୟକ ଦାସ: ଟ୍ରାଫିକ-ଆଇନ ଶୃଙ୍ଖଳାକୁ ପ୍ରାଥମିକତା

ଗଞ୍ଜାମ,୧୦।୪(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ଅଧୀନସ୍ଥ ହୁମ୍ମା ଫାଣ୍ଡିର ନୂତନ ଫାଣ୍ଡି ଅଧିକାରୀ ଭାବେ ବିନାୟକ ଦାସ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ…

ଭାଲିଡେସନ ଆକ୍ଟକୁ ନେଇ ପେନସନଭୋଗୀଙ୍କ ମନରେ ଭୟ: ବିରୋଧ କଲେ ଅବସରପ୍ରାପ୍ତ କର୍ମଚାରୀ ସଂଘ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି। ଆୟୋଜିତ ସଭାରେ ଦିଗପହଣ୍ଡି ଅବସରପ୍ରାପ୍ତ କର୍ମଚାରୀ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି: ୧୧ ପ୍ରସ୍ତାବରେ ବାଜିଲା ମୋହର, ଜାଣନ୍ତୁ କ’ଣ…

ଭୁବନେଶ୍ୱର,୧୦।୪: କ୍ୟାବିନେଟରେ ବୈଠକରେ ବଡ଼ ନିଷ୍ପତ୍ତି। ୧୧ ପ୍ରସ୍ତାବରେ ବାଜିଲା କ୍ୟାବିନେଟ୍‌ ମୋହର। ଏନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି। ବୈଠକରେ ୫ଟି…

ଭାଜପାର ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ଘୋଷଣା: ମହେଶ୍ୱର ସାହୁଙ୍କୁ ମିଳିଲା ଗୁୁରୁଦାୟିତ୍ୱ

ବଞ୍ଚୋ,୧୦।୪(ପ୍ରଦୋଷ ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି (ଭାଜପା) ଓଡ଼ିଶା ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ, ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଓ…

ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣଜୟନ୍ତୀ: ଯୋଗଦେଲେ ବାଚସ୍ପତି

ବନ୍ତ,୧୦।୪(କିଶୋର କୁମାର ସେଠୀ):ଭଦ୍ରକ ଜିଲା ବନ୍ତ ବ୍ଲକ ଟିଲୋ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠାର ୫୦ ବର୍ଷ ପୂର୍ତ୍ତି ଅବସରରେ‘ସୁବର୍ଣ୍ଣ ଜୟନ୍ତୀ’ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri