ଦୁର୍ଘଟଣାରେ ଡ୍ରାଇଭରଙ୍କ ଜୀବନ ଗଲା

ରୂପ୍‌ସା, ୩୧।୩(ଡି.ଏନ.ଏ.)-ବାଲେଶ୍ୱର ୬୦ନଂ. ଜାତୀୟ ରାଜପଥର ସଦର ଥାନା ଅନ୍ତର୍ଗତ ନିଧିପଣ୍ଡା ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ସହ କାର୍‌ର ଧକ୍କା ହେବା ଫଳରେ କାର ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ମୃତ ଡ୍ରାଇଭର ହେଲେ ରୂପ୍‌ସା ଥାନା ବରହମପୁର ଗ୍ରାମର ନେଉଳି ଓରଫ ସହଦେବ ବେହେରା।
ସହଦେବ କାର୍‌ (ନଂ. ଡବ୍ଲ୍ୟୁବି୩୬ଡି-୩୫୩୫) ଡ୍ରାଇଭିଂ କରି ବାଲେଶ୍ୱରରୁ ଘରକୁ ଆସୁଥିଲେ। ଆନ୍ଧ୍ରପ୍ରଦେଶରୁ ପଶ୍ଚିମବଙ୍ଗ ଅଭିମୁଖେ ଯାଉଥିବା ଏକ ଅଣ୍ଡା ବୋଝେଇ ଟ୍ରକ୍‌ (ନଂ. ଡବ୍ଲ୍ୟୁବି୨୩ଡ଼ି-୬୧୯୧) ନିଧିପଣ୍ଡା ନିକଟରେ ହଠାତ୍‌ ରାଜପଥର ଡାହାଣ ପଟୁ ବାମପାର୍ଶ୍ୱକୁ ଅତିକ୍ରାନ୍ତ ହେବାରୁ କାର୍‌ଟି ଟ୍ରକ ପଛପଟକୁ ଧକ୍କା ହୋଇଥିଲା। ହଳଦୀପଦା ଫାଣ୍ଡି ପୋଲିସ ପହଞ୍ଚତ୍ ଆହତ ଡ୍ରାଇଭର ଓ ତାଙ୍କ ସମ୍ପର୍କୀୟ ପୁତୁରାଙ୍କୁ ସ୍ଥାନୀୟ ଲୋକଙ୍କ ସହାୟତାରେ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ। ହେଲେ ସେଠାରେ ଡ୍ରାଇଭର ସହଦେବଙ୍କର ମୃତ୍ୟୁ ଘଟିଥିଲା। ଏ ସଂକ୍ରାନ୍ତରେ ପୋଲିସ ଏକ ମାମଲା (ନଂ. ୧୦୩/୨୦) ରୁଜୁ କରି ଟ୍ରକ୍‌ ଜବତ ସହ ଡ୍ରାଇଭରଙ୍କୁ ଅଟକ ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

ଗୋପବନ୍ଧୁଙ୍କ ତ୍ୟାଗ, ସେବା ଚିର ସ୍ମରଣୀୟ

କୋରାପୁଟ,୯।୧୦(ଅମିତାଭ ବେହେରା): ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୯ତମ ଜୟନ୍ତୀ ଶୁକ୍ରବାର କୋରାପୁଟଠାରେ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ଗୋପବନ୍ଧୁ ପାର୍କରେ ଆୟୋଜିତ ସ୍ମୃତି ସଭାରେ…

ବିଭିନ୍ନ ଦାବିରେ ଭଦ୍ରକ-ଧାମରା ରେଳପଥ ଅବରୋଧ, ବେକାର ଯୁବକମାନଙ୍କୁ ନିଯୁକ୍ତି ପ୍ରଦାନ ସହ…

ତିହିଡ଼ି,୯ା୧୦(ସଞ୍ଜିତ ବଳ): ଭଦ୍ରକ -ଧାମରା ରେଳପଥର ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ଲେଭଲକ୍ରସିଂଠାରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସରେ ଉତ୍କଣ୍ଠା, ନାମାଙ୍କନ ଦାଖଲ ପରେ…

ବଞ୍ଚୋ,୯ା୧୦(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ପରିପ୍ରେକ୍ଷୀରେ ଭାଜପା, ବିଜେଡି ଓ କଂଗ୍ରେସ ସମର୍ଥିତ ଛାତ୍ରୀଛାତ୍ରଙ୍କ ପକ୍ଷରୁ ବିଭିନ୍ନ ପଦବୀ ନିମନ୍ତେ ନାମାଙ୍କନପତ୍ର ଦାଖଲ…

ବାରମ୍ବାର ଅଭିଯୋଗ ସତ୍ତ୍ୱେ ଉଠୁନି ଅଳିଆ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ): ଛତ୍ରପୁର ସହରର ମଧ୍ୟଭାଗରେ ଅବସ୍ଥିତ ଐତିହାସିକ ପିଲ୍ଲୀ ବନ୍ଧ ପାର୍ଶ୍ୱରେ ଥିବା ଜନବସତିର ଅନ୍ତେବାସୀ ପୌରପରିଷଦ କାର୍ଯ୍ୟାଳୟରେ ଅନେକ ସମୟରେ ଅଭିଯୋଗ କରିବା ସତ୍ତ୍ୱେ…

ଚଳଚଞ୍ଚଳ କ୍ୟାମ୍ପସ  ସରିଲା ନାମାଙ୍କନ, ବୈଧ ପ୍ରାର୍ଥୀ ତାଲିକାକୁ ଅପେକ୍ଷା

ଖୋର୍ଦ୍ଧା,୯।୧୦(ପ୍ରଭାତ ପାଣିଗ୍ରାହୀ): ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଉଠିଛି। ଦୀର୍ଘ ୮ ବର୍ଷ ପରେ କ୍ୟାମ୍ପସ୍‌ରେ ଛାତ୍ର ସଂସଦନିବାଚନ ହେଉଥିବାରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ…

ଛାତ୍ର ନିର୍ବାଚନରେ ବଢୁଛି ଉତ୍ସାହ: ଅତାବିରା କଲେଜରେ ୨୪ଜଣଙ୍କ ନାମାଙ୍କନ ଦାଖଲ

ଅତାବିରା,୯।୧୦(ଯୁଧିଷ୍ଠିର ମହାପାତ୍ର): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ହେଉଥିବା ବେଳେ ଅତାବିରା କଲେଜରେ ନିର୍ବାଚନୀ ଉତ୍ସାହ ଦେଖିବାକୁ ମିଳିଛି। କଲେଜର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?