ଦୁର୍ଘଟଣାରେ ଦେଓଗାଁ ବିଟ୍‌ ଫରେଷ୍ଟ ଗାର୍ଡଙ୍କ ଜୀବନ ଗଲା

କେସିଙ୍ଗା,୫ା୫(ଡି.ଏନ.ଏ)-କଳାହାଣ୍ଡି ଜିଲା କେସିଙ୍ଗା ବନବିଭାଗ ଅଧିନ ଦେଓଗାଁ ବିଟରେ କାର୍ଯ୍ୟରତ ଫରେଷ୍ଟ ଗାର୍ଡ ଭୁବନେଶ୍ୱର ଠେଲା (୪୬) ସୋମବାର ରାତିରେ ଏକ ଅଜଣା ଗାଡି ଧକ୍କାରେ ପ୍ରାଣ ହରାଇଛନ୍ତି। ଭୁବନେଶ୍ୱର କୌଣସି କାମରେ ଭବାନୀପାଟଣା ଯାଇ ସରକାରୀ ବାସଭବନ କସ୍ରୁପଡ଼ାକୁ ବାଇକ ଯୋଗେ ଫେରୁଥିବାବେଳେ କେସିଙ୍ଗା ବ୍ଲକ ପାଷ୍ଟିକୁଡ଼ି ସ୍ଥିତ ରେଡିଓ ଷ୍ଟେସନ ନିକଟରେ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ଖବରପାଇ ସଦର ଥାନା ଆଇଆଇସି ପ୍ରଦୀପ ଧରୁଆ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଭବାନୀପାଟଣା ଡାକ୍ତରଖାନାକୁ ପଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ କ୍ରୀଡ଼ାବିତ୍ ଆକାଶଙ୍କୁ ସମ୍ବର୍ଦ୍ଧନା; ମିଳିଲା ୫୧ ହଜାର ଟଙ୍କାର ପୁରସ୍କାର ରାଶି

ଭବାନୀପାଟଣା, ୩।୭(ଉତ୍ତମ କୁମାର ଦାଶ):  ତୁର୍କୀର ମରସିନ ଠାରେ ଅନୁଷ୍ଠିତ ହୋଇଯାଇଥିବା ସେଲିବ୍ରେଟେଡ୍ ‘ୱାର୍ଲ୍ଡ ଆବିଲିଟି ସ୍ପୋର୍ଟ ୟୁଥ୍ ଗେମ୍ସ- ୨୦୨୬’ ରେ ଚମତ୍କାର ପ୍ରଦର୍ଶନ କରି…

ମୃତ ଯୁବକଙ୍କ ମିଳିଲା ପରିଚୟ: ସେଲଫି ନେବା ହେଲା କାଳ

କୋକସରା,୩।୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକର ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀଚଞ୍ଚରାର ଡୋକରୀଦର ଝରଣା ନିକଟରେ ଗୁରୁବାର ଜଣେ ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଥିଲା। ଶୁକ୍ରବାର ସକାଳୁ…

ହେଲୋ ପଏଣ୍ଟଠାରେ ୭୭ତମ ବନ ମହୋତ୍ସବ: ଯୋଗଦେଲେ…

ଥୁଆମୂଳ ରାମପୁର, ୩।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ କୋଷାବରାସ୍ଥିତ ହେଲୋ ପଏଣ୍ଟଠାରେ ଶୁକ୍ରବାର ଥୁଆମୂଳ ରାମପୁର ଦକ୍ଷିଣ ବନାଞ୍ଚଳ ପକ୍ଷରୁ…

ଶିକ୍ଷକ ଅଭାବ ପାଠ ପଢ଼ାରେ ସମସ୍ୟା : ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୩ ଜଣ ଶିକ୍ଷକ

ରିଷିଡା, ୩/୭ (ସୁଶାନ୍ତ ମଲ୍ଲିକ): ଶିକ୍ଷକ ଅଭାବ ଯୋଗୁଁ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସରକାରୀ ବିଦ୍ୟାଳୟରେ ଶିକ୍ଷାଦାନ ବ୍ୟାହତ ହେଉଥିବା ଅଭିଯୋଗ ହୋଇଛି। କେଉଁଠି…

ଘରୁ ଉଭାନ୍‌ ହୋଇଗଲେ ଅଷ୍ଟମ ଶ୍ରେଣୀ ଛାତ୍ରୀ: ବାପା କହିଲେ…

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ସହର ସ୍ଥିତ ଭୈରବନଗର ପଡ଼ାରେ ରହୁଥିବା ଜଣେ ଅଷ୍ଟମ ଶ୍ରେଣୀ ଛାତ୍ରୀ ଅପହରଣ ହୋଇଥିବା ନେଇ ଅଭିଯୋଗ ଆସିଛି।…

ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷାଙ୍କ ପରଲୋକ, ଶୋକବ୍ୟକ୍ତ କଲେ କଳାହାଣ୍ଡି ଏମପି

ଭବାନୀପାଟଣା,୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ତଥା ପୂର୍ବତନ ମନ୍ତ୍ରୀ ବଳଭଦ୍ର ମାଝୀଙ୍କ ପତ୍ନୀ ଶ୍ରୀମତୀ ମାଝୀ (୫୭)ଙ୍କ ଗୁରୁବାର ବିଳମ୍ବିତ…

ଡୋକରୀଦର ଝରଣା ନିକଟରେ ଅଜଣା ମୃତଦେହ: ଖବର ପାଇ ବି ପହଞ୍ଚିଲାନି ପୋଲିସ, ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ

କୋକସରା, ୨ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖଲିଗଡ ପାଦଦେଶରେ ଥିବା ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ଗୁଡହାଣ୍ଡି ଡୋକରୀ ଚଞ୍ଚରାର ‘ଡୋକରୀଦର’ ଝରଣା ନିକଟରେ…

ଜୁଆ ଖେଳୁଥିବା ସମୟରେ ବାଲାଜୀ ରାଇସ ମିଲରେ ପୋଲିସର ଚଢ଼ାଉ

ରିଷିଡା, ୨।୭,(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ଅନ୍ତର୍ଗତ ଗଜବାହଲ ପଞ୍ଚାୟତ ସ୍ଥିତ ବାଲାଜୀ ରାଇସ ମିଲ ଭିତରେ ଗୁରୁବାର କୌଣସି ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri