ଦୁର୍ଘଟଣାରେ ବାପାର ଜୀବନ ଗଲା, ବର୍ତ୍ତିଗଲେ ୪ ବର୍ଷର ଶିଶୁପୁତ୍ର

ମ.ରାମପୁର,୨୨।୪(ଡଢି.ଏନ.ଏ.)
କଳାହାଣ୍ଡି ଜିଲା ମ:ରାମପୁରଠାରୁ ୨କି.ମି. ଦୂର ତୁଜୁଙ୍ଗ ନିକଟରେ ରାସ୍ତା ପାଶର୍‌ବ ଏକ ଗଛରେ ଗୋଟିଏ ବାଇକ୍‌ (ଓଡି ୦୮ କେ ୮୩୬୬)ର ଧକ୍କା ଘଟିଛି। ଏଥିରେ ବାଇକ୍‌ ଚାଳକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ହେଲେ ମ:ରାମପୁର ମାଛିବନ୍ଧ ପଡାର ଶଶିନ କାଲସାଏ। ତେବେ ସାଙ୍ଗରେ ଥିବା ତାଙ୍କ ୪ ବର୍ଷର ଶିଶୁପୁତ୍ର ବର୍ତ୍ତି ଯାଇଛନ୍ତି। ତାଙ୍କୁ ଜିଲା ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ସହାୟତାରେ ପୋଲିସ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ଲାଗି ପଠାବା ସହ ଦୁର୍ଘଟଣାଗ୍ରସ୍ତ ବାଇକକୁ ଜବତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପାଇଲେ ୫୭ ଶିକ୍ଷକ: ଦୀର୍ଘ ଅପେକ୍ଷାର ଘଟିଲା ଅନ୍ତ

ହାଟଡିହୀ/ଛେନାପଦୀ,୨୪l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ଶିକ୍ଷା ଜିଲାର ୫୭ ଜଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି l…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

ଶ୍ମଶାନରେ ଚାରାରୋପଣ: ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ଶ୍ମଶାନରେ ସୋମବାର ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି ପକ୍ଷରୁ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

ମୋଦିଙ୍କୁ ପ୍ରଶଂସାରେ ପୋତିଲେ ପୁଟିନ: ଦେଲେ ସବୁ ଶ୍ରେୟ

ମସ୍କୋ,୨୪।୮: ମସ୍କୋରେ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ସୋମବାର ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭେଟିଛନ୍ତି। ଏଠାରେ ଉଭୟ ପକ୍ଷ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri