ଦୁର୍ଘଟଣାରେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ

ଭାପୁର, ୨ା୯(ଡି.ଏନ.ଏ.)- ଢେଙ୍କାନାଳ ଜିଲା ସଦର ବ୍ଲକ ଭାପୁର ବଜାରରେ ଔଷଧ ଦୌକାନ କରିଥିବା ଶ୍ରୀନିବାସ ଗୋଛି(୩୫)ଙ୍କ ରବିବାର ରାତିରେ ଏକ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଶ୍ରୀନିବାସ ରାତିରେ ଦୋକାନ ବନ୍ଦ କରି ଏକ ବାଇକ୍‌ରେ ଆଠଗଡ ଥାନା ବାସୁଦେବପୁର ସ୍ଥିତ ନିଜ ଘରକୁ ଫେରୁଥିବାବେଳେ ଉତ୍ତରେଶ୍ୱର ମନ୍ଦିର ନିକଟ ପୁରୁଣା କଟକ ସମ୍ବଲପୁର ରାସ୍ତାର ଏକ ଗଛରେ ପିଟି ହୋଇଯାଇଥିଲେ। ଖବରପାଇ ପରିବାର ଲୋକେ ତାଙ୍କୁ ଆଠଗଡ ମେଡିକାଲରେ ଭର୍ତ୍ତି କରିଥିବାବେଳେ ତାଙ୍କର ମୃତ୍ୟୁ ଘଟିଥିଲା। ବାଇକ୍‌ (ନଂ. ଓଆର ୦୫ ଏଫ୍‌ ୩୧୯୦) ଟିକୁ ପୋଲିସ ଜବତ କରି ଏକ ମାମଲା ରୁଜୁ କରିଛି। ଶ୍ରୀନିବାସଙ୍କ ମୃତ୍ୟୁରେ ଭାପୁର ବଜାର କମିଟି ତରଫରୁ ସୋମବାର ବଜାର ବନ୍ଦ କରାଯାଇଥିଲା। ଏଥିସହ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇ ମୃତଦେହକୁ ବଜାରଠାରୁ ମେଡିକାଲ ଛକ ପର୍ଯ୍ୟନ୍ତ ଶୋଭାଯାତ୍ରାରେ ନିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସାରା ରାଜ୍ୟରେ ଲଘୁଚାପ ବର୍ଷା: ବୁଧବାର ପାଇଁ ୩ ଜିଲାକୁ ୟେଲୋ ଓ୍ବାର୍ନିଂ…

ଭୁବନେଶ୍ୱର, ୧ା୯(ବନ୍ଦନା ସେଠୀ) – ସାରା ରାଜ୍ୟରେ ଲଘୁଚାପ ବର୍ଷା ଲାଗି ରହିଛି। ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲାରେ ଅଧିକ ବର୍ଷା ହୋଇଛି। ଲଘୁଚାପଟି ମଙ୍ଗଳବାର ସକାଳ…

ସଂକ୍ରି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ମିଳିବ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’: ବରଗଡ଼ ଜିଲାରେ ଖୁସିର ଲହରୀ

ଝାରବନ୍ଧ, ୧।୯ (ଦେବେନ୍ଦ୍ର ସାହୁ): ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ଓ ଅଭିନବ ଶିକ୍ଷଣ ପଦ୍ଧତି ପାଇଁ ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ସଂକ୍ରି ସରକାରୀ…

୭ମ ରାଜ୍ୟସ୍ତରୀୟ କୁଡୋ ମାର୍ଶାଲ ଆର୍ଟ ପ୍ରତିଯୋଗିତାରେ ଦେବଗଡ଼ ଜିଲାର ବାଜିମାତ: ହାତେଇଲେ ୮ ସ୍ୱର୍ଣ୍ଣ, ୧ ରୌପ୍ୟ…

ଦେବଗଡ଼, ୧।୯ (ଶଶାଙ୍କ ଶେଖର ଝାଙ୍କର): କଟକର ସରସ୍ୱତୀ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟ୍ ଅଡିଟୋରିୟମଠାରେ ଅଗଷ୍ଟ ୨୯ରୁ ୩୦ ତାରିଖ ପର୍ଯ୍ୟନ୍ତ ଦୁଇ ଦିନ ଧରି ଅନୁଷ୍ଠିତ…

ମୋରୁମ ଖାଦାନରେ ଚାପି ହୋଇ ନାବାଳକ ମୃତ୍ୟୁ ଘଟଣା: ଜେଲ ଗଲେ ଟ୍ରାକ୍ଟର ମାଲିକ-ଚାଳକ

ଦିଗପହଣ୍ଡି, ୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସହଦେବ ଟିକରପଡ଼ା ପଞ୍ଚାୟତ ଉସ୍ତପଲ୍ଲୀ ଗ୍ରାମ ନିକଟସ୍ଥ ମୋରୁମ ଖାଦାନରେ ପଥର ତଳେ ଚାପି…

କାଜୁଗଛରେ ଡେରା ଜମାଇଥିଲା ୧୨ ଫୁଟର ଅହିରାଜ, ବନ କର୍ମଚାରୀଙ୍କ କଠିନ ଉଦ୍ୟମ ପରେ…

ପାଟଣା, ୧।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସାହାରପଡ଼ା ସେକ୍ସନ ଅଧୀନ କୁମୁଳାବାହାଳି ଗାଁ ନିକଟସ୍ଥ ଏକ କାଜୁଗଛରୁ ମଙ୍ଗଳବାର ପ୍ରାୟ ୧୨…

୧୬.୭୨ ଲକ୍ଷ ଟଙ୍କା ଆତ୍ମସାତ: ପ୍ୟାକ୍ସର ପୂର୍ବତନ ସମ୍ପାଦକ ଶ୍ରୀପତି ପ୍ରଧାନ ଗିରଫ

ଦେବଗଡ଼, ୧।୯ (ଶଶାଙ୍କ ଶେଖର ଝାଙ୍କର): ସାର ବିକ୍ରି ଓ ସରକାରୀ ପାଣ୍ଠି ହେରଫେର ମାମଲାରେ ଭିଜିଲାନ୍ସକୁ ବଡ଼ ସଫଳତା। ୧୬.୭୨ ଲକ୍ଷ ଟଙ୍କା ହଡ଼ପ ଅଭିଯୋଗରେ…

ଜେଲରୁ ମୁକୁଳିଲେ ଗଞ୍ଜାମ ଜିଲା ବିଜେଡି ସଭାପତି ବିକ୍ରମ ପଣ୍ଡା: ଶତାଧିକ ସମର୍ଥକଙ୍କ ଗହଣରେ ବିଶାଳ ଶୋଭାଯାତ୍ରା

ବ୍ରହ୍ମପୁର,୧।୯(ସୁବାସ ଚନ୍ଦ୍ର ପାଢ଼ୀ): ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ଭାଜପା ନେତା ପୀତବାସ ପଣ୍ଡା ହତ୍ୟାକାଣ୍ଡ ମାମଲାରେ ଗିରଫ ହୋଇଥିବା ଗଞ୍ଜାମ ଜିଲା ବିଜେଡି ସଭାପତି ତଥା…

କନ୍ୟାସନ୍ତାନ ଜନ୍ମଦେବା ପରେ ଆଖି ବୁଜିଲେ ମା’

ପାଟଣା, ୧ା୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବଡ଼ପଶି ଗ୍ରାମର କମଳ କିଶୋର ଜେରାଇଙ୍କ ସ୍ତ୍ରୀ ତିଲୋତ୍ତମା ତିରିଆ (୨୫)ଙ୍କର ଚିକିତ୍ସାଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri