ଦୁର୍ଘଟଣାରେ ଯୁବକ ମୃତ

କୁକୁଡାଖଣ୍ଡି,୭ା୧୨(ଡି.ଏନ.ଏ.): କୁକୁଡ଼ାଖଣ୍ଡି ବ୍ଲକ ବ୍ରହ୍ମପୁର-ଦିଗପହଣ୍ଡି ମୁଖ୍ୟରାସ୍ତା କାଳୁଆ ମନ୍ଦିର ନିକଟରେ ଶୁକ୍ରବାର ଅପରାହ୍ନ ସାଢେ ୪ଟାରେ ଏକ ସଡ଼କ ଦୁଘଟଣାରେ ବ୍ରହ୍ମପୁର ପାଣିଗ୍ରାହୀପେଣ୍ଠ ସାହିର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ବ୍ରହ୍ମପୁରର ଜଣେ ଆଇନଜୀବୀଙ୍କ ପୁଅ ରୋହିତ ମହାପାତ୍ର। ନିଜର କେତେଜଣ ସାଙ୍ଗଙ୍କ ସହ ୩ଟି ଗାଡିରେ ରୋହିତ ମହୁରୀକାଳୁଆ ପୀଠକୁ ବଣ ଭୋଜି କରିବାକୁ ଆସିଥିଲେ। ଅପରାହ୍ନରେ ନିଜ ବାଇକ (ନଂ.ଓଡି୦୭ଏକ୍ସ-୩୬୬୬) ଯୋଗେ ଫେରିବା ସମୟରେ ମନ୍ଦିର ନିକଟ ବୁଲାଣିରେ ଭାରସାମ୍ୟ ହରାଇ ରୋହିତ ପଡିଯାଇଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ବାଇକ ପଛରେ ବସିଥିବା ରୋହିତଙ୍କ ସାଙ୍ଗ ମଧ୍ୟ ଆହାତ ହୋଇଛନ୍ତି। ଅଧଘଣ୍ଟାଯାଏ ଆମ୍ବୁଲାନ୍ସ ନ ପହଞ୍ଚତ୍ବାରୁ ଉତ୍ତେଜନା ଦେଖାଦେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘୋଡାହାଡ ନଦୀକୁ ଗାଧୋଇବାକୁ ଯାଇ ନିଖୋଜ ଥିଲେ ବୃଦ୍ଧ: ଆଜି ମିଳିଲା ମୃତଦେହ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ

ଦିଗପହଣ୍ଡି,୧୦।୪(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ…

ଫୁଲବାଣୀରୁ ବେଙ୍ଗାଲୁରୁକୁ ଗଞ୍ଜେଇ ଚାଲାଣ କରୁଥିଲେ ଭାଇ-ଭଉଣୀ, ଅଚାନକ ପହଞ୍ଚିଗଲା ପୋଲିସ, ତା’ପରେ…

ଛତ୍ରପୁର, ୧୦।୪(ଦିଲ୍ଲୀପ ସାମଲ): ବେଆଇନ ଭାବେ ଫୁଲବାଣୀରୁ ବେଙ୍ଗାଲୁରୁ ଗଞ୍ଜେଇ ଚୋରାଚାଲାଣ ବେଳେ ମାଡି ବସିଲା ଛତ୍ରପୁର ଅବକାରୀ ଭ୍ରାମ୍ୟମାଣ ଥାନା । ଗୁରୁବାର ଅପରାହ୍ନରେ ଏକ…

ପ୍ରଶାସନିକ ଅଣଦେଖା ପ୍ରତିବାଦରେ ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଚିକିଟିର ଜନପ୍ରତିନିଧି, ୨ ବର୍ଷ ହେଲା ଉଦ୍ଦେଶ୍ୟମୂଳକ ଭାବେ…

ଛତ୍ରପୁର,୯।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଏବଂ ଏନ୍‌ଏସି (NAC) ପ୍ରଶାସନ ପକ୍ଷରୁ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ କ୍ରମାଗତ ଭାବେ ଅଣଦେଖା କରାଯାଉଥିବା ନେଇ ସ୍ୱର…

ପାଟିତୁଣ୍ଡ ଭିତରେ ପଶି କରିଥିଲେ ହତ୍ୟା: ଅଭିଯୁକ୍ତ ଉପେନ୍ଦ୍ରଙ୍କୁ ଆଜୀବନ ଜେଲ୍

ଛତ୍ରପୁର,୯।୪(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ବାଳକୃଷ୍ଣପୁର ଗ୍ରାମର ୨୦୧୩ ମସିହାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଆଜି ପ୍ରକାଶ ପାଇଛି ।…

ଖବରଦାତାଙ୍କ ପତ୍ନୀଙ୍କ ଅକାଳ ବିୟୋଗ: ଶୋକସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇଲେ ଛତ୍ରପୁର ବିଧାୟକ

ଗଞ୍ଜାମ,୯।୪(ବିଦ୍ୟାଧର ସାହୁ), ୯/୪: ଗଞ୍ଜାମ ବ୍ଲକ ଅଞ୍ଚଳର ବରିଷ୍ଠ ଖବରଦାତା ରାମଚନ୍ଦ୍ର ବେହେରାଙ୍କ ଧର୍ମପତ୍ନୀ ସୁନିତା ବେହେରାଙ୍କର (୪୫) ଅକାଳ ବିୟୋଗ ଘଟିଛି। ଏହି ଖବର ପ୍ରସାରିତ…

ଘୋଡ଼ାହାଡ଼ ନଦୀରେ ଗାଧୋଇବା ବେଳେ ବୃଦ୍ଧ ନିଖୋଜ: କୂଳରେ ପଡ଼ିଛି ଆଶାବାଡ଼ି, କୁମ୍ଭୀର ଭୟରେ…

ଦିଗପହଣ୍ଡି,୯|୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ଗ୍ରାମ ସାଉଁଟିଆ ସାହିର ହରି ସାହୁ(୮୧) ନାମକ ଜଣେ ବୃଦ୍ଧ ଗାଁ ନିକଟ ଘୋଡାହାଡ ନଦୀକୁ…

ଦଣ୍ଡନାଚ ଦେଖି ଫେରିବା ବେଳେ ବାଇକ୍ ଦୁର୍ଘଟଣା, କଲଭର୍ଟରେ ପିଟି ହୋଇ ଶ୍ରମିକ ମୃତ

ଭଞ୍ଜନଗର,୯ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୋଟିବିରାଡ଼ି ନିକଟରେ ଏକ କଲଭର୍ଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବୁଧବାର ବିଳମ୍ବିତ ରାତିରେ ଏକ ବାଇକ୍…

ଓଡ଼ିଆ ପକ୍ଷ: ପାଠକଙ୍କ ମନମୋହିଲା ମହାପୁରୁଷଙ୍କ ଜୀବନିକାହାଣୀ

ପୁରୁଷୋତ୍ତମପୁର,୯ା୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ନିର୍ବାହୀଅଧିକାରୀ ସଙ୍ଗିତା ସେଠୀଙ୍କ ତତ୍ତ୍ବାବଧନରେ ଆସ ବହିଟିଏ କିଣିବା କାର୍ଯ୍ଯକ୍ରମ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri