ପାତ୍ରପୁର,୨୨ା୫(ଡି.ଏନ୍.ଏ.)- ଜରଡ଼ା ଥାନା ଅଧିନ ସୁରଙ୍ଗି ଫରେଷ୍ଟର୍ ଶିବ ବେହେରାଙ୍କର ଗୁରୁବାର ବାଇକ୍ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ପଙ୍କାଳ ନିକଟ ନର୍ସରୀକୁ ଯାଇ ମଧ୍ୟାହ୍ନରେ ଫେରିବାବେଳେ ରାସ୍ତା କଡ଼ରେ ଥିବା ଗଛରେ ପିଟି ହୋଇଯାଇଥିଲେ। ସ୍ଥାନୀୟ ଲୋକେ ଉଦ୍ଧାର କରି ପାତ୍ରପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ସେ ପ୍ରାୟ ସାତମାସ ହେଲା ସୁରଙ୍ଗିରେ କାର୍ଯ୍ୟରେ ଯୋଗ ଦେଇଥିଲେ। ଖରିଆଗୁଡ଼ା ଫାଣ୍ଡି ପୋଲିସ୍ ପହଞ୍ଚତ୍ ତଦନ୍ତ ଚଳାଇଛି।
ନୀଳମାଧବଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର: ଛୁଟିଲା ଶୁଭେଚ୍ଛାର ସୁଅ
ଭଞ୍ଜନଗର,୬।୪(ବାବୁଲା ପ୍ରଧାନ):ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ରଙ୍କୁ ରାଜ୍ୟ ସରକାର ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହି…
ପ୍ରଥମଥର ପାଇଁ ଅନୁଷ୍ଠିତ ହେବ ସାମାଜିକ ଅପେରା ଟୁର୍ନାମେଣ୍ଟ: ବୈଠକରେ ବଡ଼ ନିଷ୍ପତ୍ତି, ଏହି ଦିନ କରାଯିବା ନେଇ…
ଗଞ୍ଜାମ,୬।୩ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅଞ୍ଚଳରେ ପ୍ରଥମଥର ପାଇଁ ସାମାଜିକ ଅପେରା ନାଟକ ଟୁର୍ନାମେଣ୍ଟର ଆୟୋଜନ ହେବାକୁ ଯାଉଛି । ଏଥିପାଇଁ ଝାରେଡି ରାଧାଗୋବିନ୍ଦପୁର…
ଭାଜପାର ପ୍ରତିଷ୍ଠା ଦିବସ, ଖଲ୍ଲିକୋଟ ବିଧାୟକ…
ପୁରୁଷୋତ୍ତମପୁର,୬ା୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ ଜଳେଶ୍ବରଖଣ୍ଡି ଠାରେ ଆଛୁଲି ମଣ୍ଡଳ ପକ୍ଷରୁ ଭାଜପାର ୪୭ତମ ପ୍ରତିଷ୍ଠା ଦିବସ ପାଳନ ହୋଇଯାଇଛି । ରାଜ୍ଯକାର୍ଯ୍ଯକାରିଣୀ…
ଓଡ଼ିଆ ପକ୍ଷରେ କ୍ୟାମ୍ପସ ସଫେଇ: ଓଡ଼ିଆ ଅସ୍ମିତା ଉପରେ ସଚେତନ କରାଇବା ଲକ୍ଷ୍ୟ
ଭଞ୍ଜନଗର,୬।୪(ବାବୁଲା ପ୍ରଧାନ): ଓଡ଼ିଆ ପକ୍ଷ ଅବସରରେ ସୋମବାର ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସଫେଇ କାର୍ଯ୍ୟକ୍ରମ ହୋଇଥିଲା। ଅଧକ୍ଷ ବିଭାସ କୁମାର ଦାସଙ୍କ…
ଓଡ଼ିଆ ପକ୍ଷରେ ଐତିହାସିକ, ଧାର୍ମିକସ୍ଥଳକୁ ଗୁରୁତ୍ୱ
ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍ଏସି ପକ୍ଷରୁ ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀଙ୍କ ତତ୍ୱାବଧାନରେ ଐତହ ଓ ଧାର୍ମିକସ୍ଥଳଗୁଡ଼ିକରେ ସଫେଇ…
ଐତିହାସିକ ଗୋପାଳ ବନ୍ଧ ସୌନ୍ଦର୍ଯ୍ୟକରଣ ଲାଗି ଅଣ୍ଟା ଭିଡିଲେ ନିର୍ବାହୀ ଅଧିକାରୀ: ଜବରଦଖଲକାରୀଙ୍କୁ କଡ଼ା ଚେତାବନୀ
ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହର ମଧ୍ୟରେ ପରିତ୍ୟକ୍ତ ଅବସ୍ଥାରେ ରହିଥିବା ଐତିହାସିକ ଗୋପାଳ ବନ୍ଧକୁ ନେଇ ଦୀର୍ଘଦିନ ହେଲା ସବୁବର୍ଗରୁ ଅସନ୍ତୋଷ ଲାଗିରହିଥିଲା। ତେବେ …
ବିଧାୟକ-କାଉନସିଲର ବିବାଦ: ଶପଥ ପାଇଁ ସଭାମଞ୍ଚକୁ ଟଣାହେଲେ ମହାପ୍ରଭୁ, ଆଉ ତା’ ପରେ…
ଚିକିଟି,୬ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦର ସମ୍ମିଳନୀ କକ୍ଷ ଗୃହରେ ଶନିବାର ଭତ୍ତା ବଣ୍ଟନ ନେଇ ବିଧାୟକ ଏବଂ ଏନ୍ଏସି ଅଧ୍ୟକ୍ଷl…
‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ
ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…
Archives

