କାଜୁ ଗଛରେ ପୋକ: ଦୁର୍ଦ୍ଦିନରେ ୬୫୦ ଆଦିବାସୀ ପରିବାର

ଛତ୍ରପୁର,୨୨ା୪(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ବେଗୁନିଆପଡା ବ୍ଲକ କାଳିମେଘି, ଚନ୍ଦନପୁର ଓ ଘୋଡାପଡା ପଞ୍ଚାୟତର ୧୯ ଖଣ୍ଡ ଆଦିବାସୀ ଗାଁର ୬୫୦ ପରିବାର ଦୁର୍ଦ୍ଦିନରେ ଗତି କରୁଛନ୍ତି। ଏମାନେ ଜଙ୍ଗଲ ଜମିରେ ବସବାସ କରୁଛନ୍ତି। ଜଙ୍ଗଲ ଜମିରେ କାଜୁ ଚାଷ କରି ସେଥିରୁ ମିଳୁଥିବା ଅର୍ଥରେ କିଛିଦିନ ପରିବାର ଚଳିଯାଏ। ଚଳିତବର୍ଷ ପୋକ ଲାଗିବା କାରଣରୁ କାଜୁଗଛ ପତ୍ର ଓ ବଉଳ ସମ୍ପୂର୍ଣ୍ଣ ଭାବେ ପୋଡି ନଷ୍ଟ ହୋଇଯାଇଛି। ୫୨ ହଜାର କାଜୁ ଗଛର ବଉଳ ଓ ପତ୍ର ନଷ୍ଟ ହୋଇଯାଇଥିବାରୁ ଆଦିବାସୀଙ୍କ ଜୀବନଜୀବିକା ପ୍ରଭାବିତ ହୋଇଛି। ଗତ ମାସକ ପୂର୍ବେ କାଜୁ ଗଛରେ ପୋକ ଲାଗି ଥିବା ନେଇ ଉଦ୍ୟାନ ବିଭାଗ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲା। ଲକ୍‌ଡାଉନ ଆଳ ଦେଖାଇ କିଛି ପ୍ରତିଷେଧକ ବ୍ୟବସ୍ଥା କରାଯାଇ ନ ଥିଲା। ଏ ନେଇ ରମେଶ ଶବର, ରବୀନ୍ଦ୍ର ଶବର, ନିରାକାର ଶବର, ସୌରୀ ଶବର, ହରିଆ ଶବର, ସୁଦର୍ଶନ ଶବର, ନିରଞ୍ଜନ ଶବରଙ୍କ ପକ୍ଷରୁ ଜିଲାପାଳଙ୍କୁ ଅବଗତ କରାଯାଇଛି। ସରକାରୀ ନିୟମ ପ୍ରକାରେ ଆର୍ଥିକ ସହାୟତା ପ୍ରଦାନ ପାଇଁ ମିତ ସଙ୍ଗଠନର ସଭାପତି ଜଗବନ୍ଧୁ ଶବର ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଷ୍ଟଫୁଡ୍ ଦୋକାନ ଆଢୁଆଳରେ ଚାଲିଥିଲା ବେଆଇନ ମଦ କାରବାର: ଅବକାରୀ ଟିମ୍‌ର ଅତର୍କିତ ଚଢ଼ାଉ, ଧରାପଡ଼ିଲେ…

ଦିଗପହଣ୍ଡି, ୨୬।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଢେପାପେଣ୍ଠ ଗ୍ରାମରେ ଏକ ଫାଷ୍ଟଫୁଡ୍ ଦୋକାନରୁ ବେଆଇନ ବିଦେଶୀ ମଦ ଜବତ ହୋଇଛି। ବ୍ରହ୍ମପୁର…

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

ଡେରା ପକାଇଥିଲେ ବଣୁଆ ହାତୀ, ଗାଧୋଇବାକୁ ଯିବା ବେଳେ ହାବୁଡ଼ରେ ପଡ଼ିଗଲେ ଯୁବକ; ଶୁଣ୍ଢରେ କଚାଡ଼ି…

ପାଟଣା/ଢେଙ୍କିକୋଟ,୨୬।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଧୋବାପିଟଣା ଗ୍ରାମର ଜଣେ ୪୨ ବର୍ଷିୟ ଯୁବକଙ୍କୁ ବୁଧବାର ଅପରାହ୍ନରେ ଏକ ମାଇ ହାତୀ ଶୁଣ୍ଢରେ କଚାଡ଼ି…

ଜିମ୍‌ରୁ ବାହାରୁଥିବା ବେଳେ ଗାୟକଙ୍କୁ ଗୁଳିକରି ହତ୍ୟା, ୨୦ରୁ ଅଧିକ..

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଶାମଲୀରେ ବୁଧବାର ସନ୍ଧ୍ୟାରେ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି । ସଦର କୋତୱାଲି ଥାନା ଅଞ୍ଚଳରେ ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ଚର୍ଚ୍ଚିତ ହରିୟାଣାର ଗାୟକ…

ଗୋଧୋଇବାକୁ ଯାଇ ଫେରିଲେନି ରଥ, ସକାଳୁ ପୋଖରୀରୁ ମିଳିଲା…

ଲାଞ୍ଜିଗଡ,୨୬।୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ରଘୁନାଥପୁର ଗାଁରେ ଅଭାବନୀୟ ଘଟଣା ଘଟିଛି । ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ…

ଦ୍ରୁତ ଗତିରେ ଆସି କାରକୁ ଧକ୍କା ଦେଲା ବାଇକ, ୨….

ପଟ୍ଟାଙ୍ଗି,୨୬।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ବାଲିଘାଟ ସରିଗୁଡା ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । କାର ସହ ମୋଟର ସାଇକେଲ…

ସେପ୍ଟେମ୍ୱର ୧ରୁ ମହଙ୍ଗା ହେବ ଅଟୋ ଭଡା, ଜାଣନ୍ତୁ କେତେ ଦବାକୁ ପଡିବ ଟଙ୍କା…

ନୂଆଦିଲ୍ଲୀ,୨୬।୮: ମୁମ୍ୱାଇରେ CNG ରେ ଚାଲୁଥିବା କଳା-ହଳଦିଆ ଟ୍ୟାକ୍ସି ଏବଂ ଅଟୋ ରିକ୍ସାରେ ଯାତ୍ରା କରିବା ୧ ସେପ୍ଟେମ୍ୱରରୁ ମହଙ୍ଗା ହୋଇଯିବ। ମହାରାଷ୍ଟ୍ର ପରିବହନ ପ୍ରାଧିକରଣ ବୁଧବାର…

ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତର ଆକ୍ରମଣ, ଦିବାଲୋକରେ ଗୋଡାଇ ଗୋଡାଇ ହାଣିଲେ

ସୋର,୨୬।୮(ଜନ୍ମେଜୟ ମିଶ୍ର): ସୋର ଉପକାରାଗାରର ୱାର୍ଡରଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଦିନ ଦ୍ବିପହରରେ ମାଣତ୍ରୀ ଛକ ନିକଟରେ ତିନଜଣ ଦୁର୍ବୃତ୍ତ ହାଣି ଦେଇଥିବା ଜଣାପଡ଼ିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri